-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସନତ କୁମାର ଗଡତୀୟାଙ୍କ ଦ୍ୱାରା ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ

01-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ପାଟକୁଲୁଣ୍ଡା ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ଆଜି ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀମାନ ସନତ କୁମାର ଗଡତୀୟା କାର୍ଯ୍ୟକ୍ରମକୁ ପହଞ୍ଚି ତାଙ୍କ କୋମଳ ହସ୍ତରେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।ଏଇ ଶୁଭ ଅବସରରେ ଆରଡ଼ି ଡିପାର୍ଟମେଣ୍ଟର ନିର୍ବାହୀ ଯନ୍ତ୍ରୀଙ୍କ ସମେତ ଅଞ୍ଚଳର ଜଣାଶୁଣା ବିଶିଷ୍ଟ ବ୍ୟକ୍ତି ଧୀରୋଜ ପଧାନ, ପୂର୍ବତନ ସାଂସଦ ପ୍ରତିନିଧି ମହେଶ ଦେବତା, ବିଜେପି ମଣ୍ଡଳ ସଭାପତି ପ୍ରଶାନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ୩ କୋଟି,୮୧ ଲକ୍ଷ ବ୍ୟୟ ଅଟକଳରେ ଏଇ ରାସ୍ତା ନିର୍ମାଣ ହେବ ବୋଲି ଜଣାପଡ଼ିଛି।ଏହି ଭବ୍ୟ କାର୍ଯ୍ୟକ୍ରମ ରେ ଅଞ୍ଚଳର ବହୁ ଗଣ୍ୟମାନ୍ୟ ବ୍ୟକ୍ତି   ଓ ବିଜେପି ଅନେକ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like