-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||     

HOME   ଜିଲ୍ଲା

ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା

01-Apr-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତ ଅନ୍ତର୍ଗତ ବୁଠିପଦର ଠାରେ ଚତୁର୍ଥ ଅଷ୍ଟ ପ୍ରହରୀ ନାମ ଯଜ୍ଞ ପାଇଁ ମଙ୍ଗଳବାର କଳସ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସକାଳୁ ସୁରୁବାଲି ଯୋର ଠାରେ  ପହଞ୍ଚି ଗଙ୍ଗାମାତାଙ୍କୁ ଆବାହନ କରି ରୀତିନୀତି ଅନୁସାରେ ପୂଜାର୍ଚ୍ଚନା  କରାଯାଇଥିଲା।  ଶତାଧିକ ମହିଳା ପୁରୁଷ ଜଳ ପୂର୍ଣ୍ଣ କଳସି ଧରି ଏକ ଆଧ୍ୟାତ୍ମିକ ପରିବେଶରେ ପଣ୍ଡୁଆ ଓ ବୁଠିପଦର ଗ୍ରାମ ପରିକ୍ରମା କରିବା ପରେ ନାମ ମଣ୍ଡପ ଠାରେ ପହଞ୍ଚି କଳସ ସ୍ଥାପନ କରିଥିଲେ। ଏଥିରେ ପୂଜକ  ସିତାରାମ ପାଢ଼ୀ ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ସଞ୍ଜୀବ ପଧାନ ଧର୍ମପତ୍ନୀ କର୍ତ୍ତା ଦାଇତ୍ୱ ନିର୍ବାହ କରିଥିଲେ। ଶୋଭାଯାତ୍ରାକୁ  ଇନ୍ଦ୍ରଜିତ ପଧାନ, ପ୍ରମୋଦ ପଣ୍ଡା ,ଜିତେନ୍ଦ୍ର ପଣ୍ଡା, ନରେନ୍ଦ୍ର ରାଉତ, ଶୁକ୍ରୃ ସେଠୀ ପ୍ରମୁଖ ପରିଚାଳନା କରିଥିବା ବେଳେ ଗ୍ରାମବାସୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026

You Might Also Like