-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଏପ୍ରିଲ-୧ କଳା ଦିବସରେ କୋସଲ ସଂଗ୍ରାମୀମାନଙ୍କ ବ୍ୟାପକ ଗିରଫଦାରୀ ଅଗଣତାନ୍ତ୍ରିକ ଅଟେ- ପ୍ରମୋଦ ମିଶ୍ର 

01-Apr-2025



ବଲାଙ୍ଗିର(ପ୍ରେରଣା ଖବର): ଆଜି ଏପ୍ରିଲ ୧ ତାରିଖ । ରାଜ୍ୟ ସରକକାର ଏ ବର୍ଷ ଏହି ଦିନଟିକୁ ଉତ୍କଳ ଦିବସ ପରିବର୍ତ୍ତେ ଓଡିଶା ଦିବସ ରୂପେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି କିନ୍ତୁ ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ କୋସଲ ଆନ୍ଦୋଳନ ତରଫରୁ ଏହି ଦିବସକୁ କଳା ଦିବସ ରୂପେ ଆହ୍ୱାନ ଦିଆଯାଇଛି । ଓଡିଶା ସହ କୋଶଳାଂଚଳର ମିଶ୍ରଣକୁ ପ୍ରତିବାଦ କରି ଏଭଳି କଳା ଦିବସ ପ୍ରତିବର୍ଷ ପାଳିତ ହେଉଛି । ଏହି ଆହ୍ୱାନକୁ ସମ୍ମାନ ଦେଖାଇ ସମଗ୍ର କୋଶଳାଂଚଳରେ ବିଭିନ୍ନ ଜାଗାରେ କଳାପତାକା ଉତ୍ତୋଳନ, କଳା ବ୍ୟାଚ ପରିଧାନ ଓ ପ୍ରତିବାଦ ସଭା ମାଧ୍ୟମରେ କଳା ଦିବସ ପାଳିତ ହୋଇଛି । କିନ୍ତୁ ଲଜ୍ଜାର କଥା ଏହି ଯେ ଏହି କଳା ଦିବସକୁ ଭଣ୍ଡୁର କରିବା ପାଇଁ କୋସଳାଂଚଳର ସର୍ବତ୍ର କୋସଳ ସଂଗ୍ରାମୀମାନଙ୍କୁ ଗିରଫ କରାଯାଇଛି । ଏଭଳିକି ମୁଁ ବଲାଙ୍ଗିରେ ଅନୁପସ୍ଥିତ ଥିବା ବେଳେ ମଧ୍ୟ ମୋ ବାସଭବନକୁ ପୋଲିସ ଜଗିଛନ୍ତି । ୧୯୯୧ ମସିହାରୁ ପ୍ରତିବର୍ଷ ଏପ୍ରିଲ-୧ ତାରିଖରେ କଳା ଦିବସ ପାଳିତ ହେଉଛି । କିନ୍ତୁ ପ୍ରଥମ ଥର ଏଭଳି ବ୍ୟାପକ ଗିରଫଦାରୀ ପୋଲିସ ଦ୍ୱାରା ହୋଇଛି । ଯାହାକି ଅତିବ ନିନ୍ଦନୀୟ ତଥା ଗଣତନ୍ତ୍ର ଓ ସଂବିଧାନ ବିରୋଧି କାର୍ଯ୍ୟକଳାପ ଅଟେ ବୋଲି କୋସଲ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ କୁମାର ମିଶ୍ର ମତବ୍ୟକ୍ତ କରିଛନ୍ତି । ଏଭଳି ଗିରଫଦାରୀ କରି ରାଜ୍ୟ ସରକାର ତାଙ୍କର କୋସଳ ବିରୋଧୀ ମନୋଭାବ ପ୍ରଦର୍ଶନ କରିବା ସତ୍ତ୍ୱେ ସହ କଳ ଦିବସ ପାଳନକୁ ସଫଳ ହେଲା ବୋଲି ସ୍ୱୀକାର କରିଛନ୍ତି । ଏଭଳି ଗିରଫଦାରୀରୁ ଶିକ୍ଷାଲାଭ କରି କୋସଳାଂଚଳର ସବୁ ସଂଗଠନ ଓ ସଂଗ୍ରାମୀ ତୁରନ୍ତ ଆଗାମୀ ଦିନରେ ଏକତ୍ରିତ ହୋଇ ସ୍ୱତନ୍ତ୍ର କୋସଳ ଆନ୍ଦୋଳନ କୁ ଆହୁରି ତେଜୀୟାନ କରନ୍ତୁ ବୋଲି ଶ୍ରୀ ମମିଶ୍ର ଆହ୍ୱାନ ଦେବା ସହ ଆଗାମୀ ଏପ୍ରିଲ ୨ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ସପ୍ତାହ ବ୍ୟାପି ପ୍ରତିବାଦ ସପ୍ତାହ ପାଳନ କରିବା ସହ ପ୍ରତ୍ୟେହ ବିଭିନ୍ନ ଅଂଚଳରେ ଏଭଳି ଅଗଣତାନ୍ତିକ ଗିରଫଦାରୀ ବିରୁଦ୍ଧରେ ବିଭିନ୍ନ ଅଂଚଳରେ ବିଭିନ୍ନ ସଂଗଠନ ତରଫରୁ ସରକାରଙ୍କୁ ଦାବୀ ପତ୍ର ଦିଅନ୍ତୁ ବୋଲି ଶ୍ରୀ ମିଶ୍ର ଆହ୍ୱାନ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like