-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପି. ଏମ. ଶ୍ରୀ. କେଦାର ନାଥ ଆଦିବାସୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଉତ୍କଳ ଦିବସ ପାଳିତ

01-Apr-2025



ଅମ୍ୱାଭୋନା (ପ୍ରକାଶ ଚନ୍ଦ୍ର ରଥ )
ସ୍ଥାନୀୟ ପି.ଏମ.ଶ୍ରୀ କେଦାରନାଥ ଆଦିବାସୀ ସରକାରୀ ଉଚ୍ଚ ବିଦ୍ୟାଳୟ ଅମ୍ୱାଭୋନl ରେ ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ରଥ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେଇଥିଲା। ପ୍ରଧାନ ଶିକ୍ଷକ ରଥ ସାର, ବରିଷ୍ଠ ଶିକ୍ଷକ ବିଶ୍ଵନାଥ ସାହୁ, ଶିକ୍ଷୟତ୍ରୀ ସୈରେନ୍ଦ୍ରୀ ରଥ,ଗୌରି ସେଠ ପ୍ରମୂଖ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ ଆଦି ମହାପୁରୁଷ ଙ୍କ ଫଟୋ ଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ l ବିଜ୍ଞାନ ଶିକ୍ଷକ ମନୋହର ସାହୁ ସଭା ପରିଚାଳନା କରିଥିଲେ। ଶିକ୍ଷୟିତ୍ରୀ ଝରଣା ଦାସ, ଗୋରୀ ସେଠ, ଶୈରେନ୍ଦ୍ରୀ ରଥ ପ୍ରମୁଖ ଏହି ଦିବସର ସ୍ତୃତିଚାରଣ କରିଥିଲେ। ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଥିଲେ ମମତା ନାୟକ, ଅନୁପମା, ଯୋଗେଶ୍ୱରୀ ନାୟକ,ଓ ତାଙ୍କ ସାଥି ମାନେ। କୁଇଜ୍ ପ୍ରତିଯୋଗୀତା ପରିଚାଳନା କରିଥିଲେ ଶିକ୍ଷକ ଶୁଭାଶିଷ ଜଗତ। ଭାଷା ଭିତ୍ତିକ ଓଡିଶା ରାଜ୍ୟ ଗଠନ, ମହାନ ପୁରୁଷ ଙ୍କ ଅପୂର୍ବ ବଳିଦାନ ର ଗାଥା , ବୀର କାରିଗର ମାନଂକ କୋଣାର୍କ, ଲିଙ୍ଗରାଜ, ଆଦି ନଭଶ୍ଚୁମ୍ବି ମନ୍ଦିର ନିର୍ମାଣ ର ଉତ୍କଳର କଳା ସଂସ୍କୃତି ଜୟଯାତ୍ରା ର ନିଖୁଣ ପ୍ରତୀକ ଅଟେ ବୋଲି ପ୍ରଧାନ ଶିକ୍ଷକ ପ୍ରକାଶ କରିଥିଲେ। ଏହି ଅବସରରେ ପୋଷଣଯୁକ୍ତ ମାଣ୍ଡିଆ ଲଡ଼ୁ ବଣ୍ଟନ ଓ ନବମ ଓ ଦଶମ ଶ୍ରେଣୀ ଛାତ୍ର ଛାତ୍ରୀ ଙ୍କୁ ପ୍ରଥମ୍ କରି ମଧ୍ୟାହ୍ନ ଭୋଜନ ବଣ୍ଟନ କରା ଯାଇଥିଲା l ଧନ୍ୟବାଦ୍ ଅର୍ପଣ କରିଥିଲେ ଶିକ୍ଷୟତ୍ରୀ ସରସ୍ୱତୀ ସାହୁ। ଏଥିରେ ଶିଳା ଭୋଇ, କୌଶଲ୍ୟା ସାହୁ, ସ୍ବପ୍ନl ସାହୁ, ଶିବ ପ୍ରସାଦ ଦାଶ, ଚିନ୍ମୟ ସାହୁ, ଜିତେନ୍ଦ୍ର ନାୟକ ଓ ନେପାଲ ସେଠ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like