-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳିତ

01-Apr-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ପୃଥୀରାଜ ହାଇସ୍କୁଲ  ହଲ୍‌ରେ ମଙ୍ଗଳବାର ସନ୍ଧ୍ୟାରେ ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳିତ ହୋଇଛି। ଜିଲାପାଳ ଗୌରୱ ଶୀୱାଜୀ ଇସଲୱାର  ମୁଖ୍ୟ ଅତିଥ୍ୟ ଭାବେ ଯୋଗଦେଇ ବରପୁତ୍ରମାନଙ୍କ ଶ୍ରଦ୍ଧାସୁମନ ଅର୍ପଣ ପୂର୍ବକ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉତ୍ସବର ଶୁଭାରମ୍ଭ କରିଥିଲେ। ଆମେ ସବୁ ଭାଷାରେ ପାଣ୍ଡିତ୍ୟ ଅର୍ଜନ କରିବା ଭଲ । କିନ୍ତୁ ନିଜ ମାତୃଭାଷା' ଓଡ଼ିଆକୁ ଭଲ ପାଇବା ତଥା ତାର ସୁରକ୍ଷା ଓ ବିକାଶ ଦିଗରେ ଚେଷ୍ଟା କରିବା ବିଧେୟ ବୋଲି ମୁଖ୍ୟଅତିଥି କହିଥିଲେ। ଆଗାମୀ ଦିନରେ ଓଡିଆ ପକ୍ଷ ପାଳନ ନିମନ୍ତେ ସମସ୍ତେ ଆଗଭର ହେବା ଉଚିତ ଏବଂ ପ୍ରଶାସନ ଏହାକୁ ମହାଆଡମ୍ବର ରେ ପାଳନ କରିବା ବୋଲି ସୂଚନା ଦେଇଥିଲେ । ଜିଲାପାଳ କାର୍ଯ୍ୟକ୍ରମରେ ବଲାଙ୍ଗିର

ତଥା ରାଜ୍ୟର ବିକାଶଧାରା ଉପରେ ଆଲୋଚନା କରି ଯୁବପିଢ଼ି, ଛାତ୍ରୀଛାତ୍ରଙ୍କୁ ପାଠ ପଢି ଭଲ ମଣିଷ ହେବା ପାଇଁ ପ୍ରେରଣା ଦେଇଥିଲେ।
ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ଓଡ଼ିଶାର ବରପୁତ୍ରମାନଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିବା ସହିତ ସ୍ଵତନ୍ତ୍ର ରାଜ୍ୟ ଭାବେ କଳା, ସଂସ୍କୃତି ଓ ପରମ୍ପରା ବିଶ୍ବରେ ନିଜର ପରିଚୟ ସୃଷ୍ଟି କରିଛି। ଏହାକୁ ବିକାଶ ଦିଗରେ ଆଗେଇ ନେବା ପାଇଁ ସମସ୍ତଙ୍କ ଦାୟିତ୍ଵ ରହିଛି ବୋଲି ଅତିରିକ୍ତ ଜିଲ୍ଲାପାଳ

କହିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। 
କିସ ଆବାସିକ ବିଦ୍ୟାଳୟ, ପଥରଚେପା ସ୍ଥିତ ଆଦର୍ଶ ବିଦ୍ୟାଳୟ ଏବଂ ଆଇଡିଏମ ପବ୍ଲିକ ସ୍କୁଲର ର ଛାତ୍ରୀମାନେ କାର୍ଯ୍ୟକ୍ରମରେ ଓଡିଶୀ, ସମ୍ବଲପୁରୀ ନୃତ୍ୟ ସହ ଦେଶାତ୍ମବୋଧକ ବନ୍ଦେ ଉତ୍କଳ ଜନନୀ ପରିବେଷଣ କରିଥିଲେ । ଏହି ଦିବସ ପାଳନ ଉପଲକ୍ଷେ ଜିଲାର ବିଭିନ୍ନ ସରକାରୀ, ବେସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନଗୁଡିକ ଆଲୋକମାଳାରେ ସଜ୍ଜିତ ହୋଇଥିଲା। ସହରର ବିଭିନ୍ନ ମୁଖ୍ୟମାର୍ଗରେ ଆକର୍ଷଣୀୟ ତୋରଣ କରାଯାଇଥିଲା। ଜିଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ତରଫରୁ କାର୍ଯ୍ୟକ୍ରମ ସଂଯୋଜନା କରାଯାଇଥିଲା। ଜିଲ୍ଲା ସଂସ୍କୃତି ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ । ଜ୍ୟୋତି କୁମାର ସାହୁ ସଭା ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like