-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପିଲାଏ ଖାଇଲେ ମାଣ୍ଡିଆ ଲଡ଼ୁ ଓ ଏମଡିଏମ , ଓଡ଼ିଶା ଦିବସ ପାଳିତ: ମାୟାବର୍ହା ହାଇସ୍କୁଲ

01-Apr-2025



ଡୁଙ୍ଗୁରିପାଲି,ତ.୧/୪: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ 
ମାୟାବର୍ହା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ, ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ବରେ ଓଡ଼ିଶା ଦିବସ   ପାଳିତ ହୋଇଯାଇଛି।   ସଭାରେ ସମ୍ମାନିତ ଅତିଥି ଭାବରେ ଆଲୁମିନୀ ସଦସ୍ୟା ସ୍ନିଗ୍ଧା ପ୍ରଧାନ  ମଞ୍ଚାସିନ ହୋଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ମହାପୁରୁଷ ମାନଙ୍କର ଅବଦାନ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ମଞ୍ଚାସିନ ହୋଇ ଓଡ଼ିଶାର କଳା, ସଂସ୍କୃତି, ନୃତ୍ୟ, ଗୀତ,ଐତିହ୍ୟ, ପରମ୍ପରା, ଯାନିଯାତ୍ରା, ପର୍ବପର୍ବାଣୀ, ସାଧାରଣ ଜୀବନ ସହ କିପରି ଅଙ୍ଗାଙ୍ଗୀ ଭାବରେ ଜଡ଼ିତ ହୋଇଛି ତାହା ମତ ପ୍ରକାଶ କରିଥିଲେ।  ଅ।ଲୁମିନୀ ସଦସ୍ୟ କିରଣ କୁମାର ପଟେଲ ଅତିଥି ପରିଚୟ ପ୍ରଦାନ କରିଥିଲେ।
 ସଭାର ପ୍ରାରମ୍ଭରେ ଅତିଥିମାନେ ଅଗ୍ରପୂଜ୍ୟ ଗଜ।ନନଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଦୀପ ପ୍ରଜ୍ବଳନ କରିଥିଲେ। ବିଦ୍ୟାଳୟର ଛାତ୍ରୀ ପୂଜାରାଣୀ ଦୀପ , ଅନ୍ତରା ଜାଲ,ଝରଣା ସାହୁ, ପ୍ରୀତି ଖର୍ସେଲ, ରୁବୀ ବାଗ,  ପ୍ରଜ୍ଞା କୁଦେଇ ଏହି ଅବସରରେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ ।ସଭାରେ ପୂଜାରଣି ଦୀପ, ଝରଣା ସାହୁ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିବେଳେ ସଂସ୍କୃତ ଶିକ୍ଷକ ରାଜୁ ମେହେର ସଭାକୁ ସଂଯୋଜନା କରିଥିଲେ । ଏହି ବର୍ଷ ପ୍ରଥମକରି ଉଚ୍ଚ ବିଦ୍ୟାଳୟ ମାନଙ୍କରେ ମଧ୍ୟାହ୍ନ ଭୋଜନ ଦିଆହେଉଥିବାରୁ ଛାତ୍ର ଛାତ୍ରୀ ମାନେ ଆଗ୍ରହର ସହ ମାଣ୍ଡିଆ ଲଡୁ ଖାଇ ଶିକ୍ଷକମାନଙ୍କ ସହ ମଧ୍ୟାହ୍ନ ଭୋଜନ ଗ୍ରହଣ କରିଥିଲେ 

ଶେଷରେ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ। କାର୍ଯକ୍ରମରେ ସଞ୍ଜୀବ ପୂଜାରୀ, ବିଭୀଷଣ ଖମାରୀ, ମୀନକେତନ ଦାସ,  ସୁରଜ୍ ଖମାରୀ , ଅଙ୍କେତ  ଗୋବର୍ଦ୍ଧନ ,ଅମିତ୍ ଓ ସମୀର କଠାର ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like