-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଡିଜିପି ଡିସ୍କ ରେ ସମ୍ମାନୀତ ହେବେ ବରଗଡ଼ ରୁ ୩ ଜଣ ପୋଲିସ ଅଧିକାରୀ

02-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲାର ବରଗଡ ଟାଉନ ଅଧିକାରୀ ଶ୍ରୀ  ସତ୍ୟଜିତ କନ୍ଦେଲକର, ଶ୍ରୀ ଶିବ ପ୍ରସାଦ ଖରା,( ଓଡ଼ିଶା ଅକ୍ସୀଲେରୀ  ପୋଲିସ ଫୋର୍ସ)ଓ ଶ୍ରୀ ଶରତ ପ୍ରସାଦ ମଲ୍ଲିକ ( ଡ଼୍ରାଇଭର) ନିଜର କର୍ତ୍ତବ୍ୟ ପରାୟଣତା, ମାଓ ଦମନ, ଶାନ୍ତି ଶୃଙ୍ଖଳା ରକ୍ଷା ତଥା ପୋଲିସ୍ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ୨୦୨୪-୨୫ ବର୍ଷ ପାଇଁ ସମ୍ମାନଜନକ ଡିଜିପି ଡିସ୍କ ପାଇବା ପାଇଁ ମନୋନୀତ ହୋଇଛନ୍ତି। ୯୦ ତମ ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ତାଙ୍କୁ ଏହି ମର୍ଯ୍ୟାଦା ଜନକ ସମ୍ମାନ ପ୍ରଦାନ କରାଯିବ।ଜିଲ୍ଲା ପ୍ରଶାସନ ସହିତ ସୁନ୍ଦର ତାଳମେଳ ରଖି ବରଗଡ ସହରକୁ ଶାନ୍ତି ଶୃଙ୍ଖଳା ପ୍ରଗତି ପଥରେ ଆଗେଇ ନେବାରେ ବରଗଡ ଟାଉନ ଅଧିକାରୀ ଙ୍କ ଉଲ୍ଲେଖନୀୟ ଭୂମିକା ରହିଛି।  ଏହି ୩ ପୋଲିସ୍ ଅଧିକାରିଙ୍କର ସମ୍ମାନ ସମଗ୍ର ବରଗଡ଼ ଜିଲ୍ଲା ପାଇଁ ଗୌରବ ଆଣିଥିବାରୁ  ଏସପି ଶ୍ରୀ ପ୍ରହ୍ଲାଦ ସହାନି ମିନାଙ୍କ  ସମେତ ପ୍ରଶାସନର ବରିଷ୍ଠ ଅଧିକାରୀ ମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ନିଶ୍ଚିତ ଭାବରେ ଆରକ୍ଷୀ ବାହିନୀଙ୍କୁ ଆହୁରି ସମର୍ପିତ ଭାବରେ ସେବା ଯୋଗାଇଦେବା ପାଇଁ ପ୍ରେରଣା ଦେବ


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like