-+91-9937148622 |

prerana_bgr@rediffmail.com |

  Monday 27th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||     

HOME   ଜିଲ୍ଲା

ବାରବର୍ଷ ପରେ ପୁଣି ଲେଉଟିଲା "ନୂଆପଡା ମାରାଗୁଡା ଲୋକ ମହୋତ୍ସବ"

02-Apr-2025



ନୂଆପଡ଼ା(ପରମେଶ୍ୱର ମେହେର): ନୂଆପଡା ଜିଲ୍ଲା ପ୍ରତିଷ୍ଠା ଦିବସ ଅବସରରେ ଜିଲ୍ଲାର ଇତିହାସ ଐତିହ୍ୟ କଳା ସଂସ୍କୃତିର ଗାଥା ବହନ କରୁଥିବା ମାରାଗୁଡ଼ା ଲୋକ ମହୋତ୍ସବ ଦୀର୍ଘ ବାର ବର୍ଷ ପରେ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହିତ ପୁଣି ଥରେ ଅନୁଷ୍ଠିତ ହୋଇଛି । ଏହି ଉପଲକ୍ଷେ ଆଜି ସକାଳୁ ଏକ ମଶାଲ ଶୋଭାଯାତ୍ରା ସହିତ ଏକ ବିରାଟ ସାଂସ୍କୃତିକ  ଶୋଭାଯାତ୍ରା ସ୍ଥାନୀୟ ଗାୟତ୍ରୀ ମନ୍ଦିରରୁ ବାହାରି ମିନି ଷ୍ଟାଡିୟମ୍ ସ୍ଥିତ ମାରାଗୁଡ଼ା ମଣ୍ଡପରେ ପହଞ୍ଚିଥିଲା। ଏଥିରେ ଜିଲ୍ଲାପାଳ ମଧୁସୂଦନ ଦାଶ, ପୂର୍ବତନ ସାଂସଦ ବସନ୍ତ ପଣ୍ଡା,ପ୍ରଶାସନ ର ବରିଷ୍ଠ ଅଧିକାରୀ ଗଣ,  ବିଭିନ୍ନ ରାଜନୈତିକ ଦଳର ନେତ୍ରୁବୃନ୍ଦ, ଜିଲ୍ଲା ପରିଷର ସଦସ୍ୟ ମାନେ, ବିଭିନ୍ନ ବ୍ଲକର ଅଧ୍ୟକ୍ଷା,  ବିଭିନ୍ନ ଲୋକ ପ୍ରତିନିଧି, ଜିଲ୍ଲାର ବିଭିନ୍ନ ବର୍ଗର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ, ଛାତ୍ର ଛାତ୍ରୀ, ବିଭିନ୍ନ ବ୍ଲକ୍ ରୁ ଆସିଥିବା କଳାକାର ଦଳ ଅଂଶ ଗ୍ରହଣ କରିଥିଲେ। ଏହାପରେ ଓଡ଼ିଶା ସାହିତ୍ୟ ଏକାଡେ଼ମୀ ତରଫରୁ ସ୍ଥାନୀୟ ନେସନାଲ କଲେଜରେ ଏକ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା। ଏଥିରେ ଜିଲ୍ଲା ତଥା ରାଜ୍ୟ ସ୍ତରୀୟ ସ୍ୱନାମ ଧନ୍ୟ କବି ମାନେ ଅଂଶ ଗ୍ରହଣ କରି ନିଜ ନିଜ କବିତା ପାଠ କରିଥିଲେ । ସନ୍ଧ୍ୟାରେ ମାରାଗୁଡ଼ା ଲୋକମହୋତ୍ସବ, ପଲ୍ଲୀଶ୍ରୀ ମେଳା ଓ ପୁସ୍ତକ ମେଳାର ଶୁଭ ଉଦ୍ଘାଟନ ହୋଇଥିଲା । ଏହାପରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବ ରେ ସାଂସ୍କୃତିକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝୀ, ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜି ଆର୍ ରାଘବେନ୍ଦ୍ର, ନୂଆପଡା ବ୍ଲକ ଅଧ୍ୟକ୍ଷା ତାରେଶ୍ଵରୀ ସାହୁ, ଜିଲ୍ଲା ପରିଷଦ ସଦସ୍ୟ ଅବନୀ ରଞ୍ଜନ ଯୋଷୀ, ବିଶିଷ୍ଟ ଶିକ୍ଷାବିତ୍ ମହେନ୍ଦ୍ର ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟ ବକ୍ତା ଭାବରେ ପ୍ରାଧ୍ୟାପକ ପ୍ରସନ୍ନ ସ୍ୱାଇଁ , କୁଳପତି ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ନିଜ ବକ୍ତବ୍ୟ ରଖିଥିଲେ। ମଞ୍ଚରେ ନୂଆପଡା ଜିଲ୍ଲା ପାଇଁ ଅନନ୍ୟ ଅବଦାନ ରଖିଥିବା ବିଭିନ୍ନ ବ୍ୟକ୍ତି ବିଶେଷ ଙ୍କୁ ସମ୍ମାନିତ କରାଯାଇଥିଲା । ବିଭିନ୍ନ କଳାକାର ଦଳ ଚିତ୍ତାକର୍ଷକ ଲୋକନୃତ୍ୟ ପରିବେଷଣ କରିଥିଲେ। ଏହାପରେ ଷ୍ଟାର ନାଇଟ୍ ରେ ବିଶିଷ୍ଟ କଣ୍ଠ ଶିଳ୍ପୀ ଅନ୍ତରା ଚକ୍ରବର୍ତ୍ତୀ ଏବଂ ସାଥୀ ଙ୍କ ମେଲୋଡି ରେ ଦର୍ଶକ ମାନେ ଝୁମି ଉଠିଥିଲେ । ମାରାଗୁଡ଼ା ଲୋକ ମହୋତ୍ସବ ଦୀର୍ଘ ବର୍ଷ ଅନ୍ତରାଳରେ ପୁଣି ଆତ୍ମ ପ୍ରକାଶ କରିଥିବାରୁ ନୂଆପଡା ବାସୀ ଅତ୍ୟନ୍ତ ଉତ୍ସାହର ସହିତ ଏହାକୁ ଉପଭୋଗ କରିବାବପାଇଁ ବ୍ୟଗ୍ର ହୋଇ ଉଠିଛନ୍ତି ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026

You Might Also Like