-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||     

HOME   ରାଜ୍ୟ

ମଣିମାଣିକର ୪୯ ତମ ବାର୍ଷିକ ଉତ୍ସବ : ଏଥର ହେବନି ଶିଶୁ ସମାବେଶ,ପ୍ରତିଯୋଗିତା

18-Jan-2021



କଟକ, (ଦୀପକ କୁମାର ଷଡଙ୍ଗୀ): ଓଡିଶାର ବହୁ ପରିଚିତ ଓ ପୁରାତନ ଶିଶୁ ଅନୁଷ୍ଠାନ "ମଣିମାଣିକ"ର ୪୯ ତମ ବାର୍ଷିକ ଉତ୍ସବ, ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ପ୍ରଦାନ କାର୍ଯ୍ୟକ୍ରମ ଆସନ୍ତା ଫେବୃଆରୀ ୧୩ ତାରିଖ ଶନିବାର ଦିନ କଟକ ସ୍ଥିତ ଶ୍ରୀରାମଚନ୍ଦ୍ର ଭବନରେ ଅନୁଷ୍ଠିତ ହେବ। କରୋନା ମହାମାରୀ,କୋଭିଡ କଟକଣା ଓ ଶିଶୁମାନଙ୍କ ସ୍ବାସ୍ଥ୍ୟଗତ ବିଷୟକୁ ଦୃଷ୍ଟିରେ ରଖି ଏଥର ଶିଶୁ ସମାବେଶ କିମ୍ବା କୌଣସି ପ୍ରତିଯୋଗିତା କରାଯିବ ନାହିଁ ବୋଲି ଅନୁଷ୍ଠାନର ସମ୍ପାଦକ ଜୀବନାନନ୍ଦ ଅଧିକାରୀ ସୂଚନା ଦେଇଛନ୍ତି। ସବୁ ବର୍ଷପରି ଏବର୍ଷ ମଧ୍ୟ ବିଶିଷ୍ଟ ବ୍ୟକ୍ତି ବିଶେଷ ମାନଙ୍କୁ ମଣିମାଣିକ ରାଜ୍ୟସ୍ତରୀୟ ସମ୍ମାନ ଓ ରାଜ୍ୟର ଜଣେ ଶିଶୁ ପ୍ରତିଭାଙ୍କୁ ମଣିମାଣିକ ରାଜ୍ୟସ୍ତରୀୟ ଶିଶୁ ଗୌରବ ସମ୍ମାନ ପ୍ରଦାନ କରାଯିବ ଏବଂ ଶିଶୁ ପ୍ରତିଭା ବିକାଶ ସମ୍ମିଳନୀ, ଆଲୋଚନା ଚକ୍ର,ବାର୍ଷିକ ସଂଖ୍ୟା ଉନ୍ମୋଚନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ମଣିମାଣିକ ଦ୍ୱାରା ଆୟୋଜିତ ଶିଶୁ କବିତା ପାଠୋତ୍ସଵ ଖୁବ ଶୀଘ୍ର ୱେବ ପ୍ଲାଟଫର୍ମରେ ସମ୍ପାଦିତ ହେବ। ସୂଚନାଯୋଗ୍ୟ ଯେ ପ୍ରଖ୍ୟାତ ସାହିତ୍ୟିକ  ସ୍ବର୍ଗତଃ ପରମାନନ୍ଦ ଅଧିକାରୀ ଙ୍କ ଦ୍ଵାରା ପ୍ରତିଷ୍ଠିତ ଏହି ପୁରାତନ ଅନୁଷ୍ଠାନର ପ୍ରଥମ ସଭାପତି ଜଷ୍ଟିସ ରଙ୍ଗନାଥ ମିଶ୍ର ଓ ସହ ସମ୍ପାଦକ ଭଜନ ସମ୍ରାଟ ଭିକାରୀ ବଳ ଥିଲେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   04-May-2026
  ଜିଲ୍ଲା  
*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   04-May-2026
  ଜିଲ୍ଲା  
ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   04-May-2026
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026

You Might Also Like