-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବନ ଦୁର୍ଗାଙ୍କ କୁଷ୍ମାଣ୍ଡା ଓ ସ୍କନ୍ଧମାତା ଅବତାର

02-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ତା.୦୧.୦୪.୨୦୨୫ ମଙ୍ଗଳବାର ଓ ୦୨.୦୪.୨୦୨୫ ବୁଧୁବାର  ପଦ୍ମପୁର ବଡ଼ବନ୍ଧ ସ୍ଥିତ ବନଦୁର୍ଗା ମନ୍ଦିର ଠାରେ ଚୈତ୍ର ବାସନ୍ତିକ ଦୁର୍ଗାପୂଜା ର ଚତୁର୍ଥ ଓ ପଞ୍ଚମ  ଦିନ ମାତା ଦୁର୍ଗା କୁଷ୍ମଣ୍ଡା ଓ ସ୍କନ୍ଧମାତା ରୂପରେ ଧରାପୃଷ୍ଟ ରେ ଅବତରଣ କରି ଭକ୍ତ ବତ୍ସଳ ଙ୍କୁ ଦର୍ଶନ ଦେଇଥିଲେ, ଏଥିର  ମୁଖ୍ୟ ପଣ୍ଡିତ ରଘୁନାଥ ତ୍ରିପାଠୀ ଙ୍କ ତତ୍ୱାଧନରେ ଦେବୀ ବ୍ରହ୍ମଚାରିଣୀ ଓ  ଦେବୀ ଚନ୍ଦ୍ରଘଣ୍ଟା ଙ୍କ ପୂଜା ଅନୁଷ୍ଠିତ ହୋଇଯାଇଛି,ସକାଳ ୭ ଘ.ସମୟରେ ପାର୍ଶ୍ୱ ଦେବତା ,ସୂର୍ଯଦେଵତା ଙ୍କୁ ଅବାହନ କରି ସାରିବା ପରେ ମା'ଙ୍କ ପୂଜାର୍ଚନା ଆରମ୍ବ ହୋଇଥିଲା,
 ଚଣ୍ଡିପାଠକ ଗିରିଶ ଚନ୍ଦ୍ର ହୋତା,ଅଶୋକ ପଣ୍ଡା,ଦେବେନ୍ଦ୍ର ତ୍ରିପାଠୀ, ରାଜେଶ ନନ୍ଦ,ବନଦୁର୍ଗା ମନ୍ଦିର ପୂଜକ ପ୍ରଶାନ୍ତ କୁମାର ପଣ୍ଡା (ସୁରୁ), ଲକ୍ଷ୍ମୀ ମନ୍ଦିର ପୂଜକ ଉଦୟ ନନ୍ଦ, ଗୌରାଙ୍ଗ ବାରିକ ସମେତ ମନ୍ଦିର ସଭାପତି ଡ଼. ପ୍ରଭାତ ନାରାୟଣ ତ୍ରିପାଠୀ,  ସମ୍ପାଦକ ଗୋପାଳ ଚନ୍ଦ୍ର ଭୋଇ, କୋଷାଧକ୍ଷ୍ୟ ଅନିଲ କୁମାର ବେହେରା, ମନ୍ଦିର କର୍ମକର୍ତା ସୁଶାନ୍ତ ପଧାନ, ଗଜାନନ ଶର୍ମା,ପ୍ରତାପ ମିଶ୍ର, ଗଜାନନ ଅଗ୍ରୱାଲ, ଉମେଶ ଚନ୍ଦ୍ର ସାହୁ,ବିଷ୍ଣୁ ଥପା, ନାରାୟଣ ଭୋଇ, ବୁଧୁ ସାହୁ, ସରୋଜ ଯୋଶୀ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମକୁ ସଫଳତା ପୂର୍ବକ ସହଯୋଗ କରିଥିଲେ । ପ୍ରତ୍ୟେକ ଦିନ ଟ. ୭୦.୦୦ ଙ୍କା ବିନିମୟରେ ଅନ୍ନଭୋଗ ଓ   ସନ୍ଧ୍ୟା ୭.30 ମି.ସମୟରେ ସନ୍ଧ୍ୟା  ମହା ଆଳତି  ଦିଆଯିବାର  ବ୍ୟବସ୍ଥା ହୋଇଛି ବୋଲି କମିଟି ସୂତ୍ର ରୁ ସୂଚନା ପ୍ରଦାନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like