-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ "ଖଡ଼ିଛୁଆଁ "ପର୍ବ ର ଶୁଭାରମ୍ଭ କଲେ ଜିଲ୍ଲାପାଳ

02-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ "ଖଡ଼ି ଛୁଆଁ" କାର୍ଯ୍ୟକ୍ରମ କୁ  ସ୍ଥାନୀୟ ଖଜୁରଟିକ୍ରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବରଗଡ ଜିଲ୍ଲାପାଳ ଆଦିତ୍ୟ ଗୋୟଲ୍ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭାରମ୍ଭ କରିଛନ୍ତି ।ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଚଳିତ ମାସ ଆଜି ୨ ତାରିଖ ଠାରୁ ୫ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ପ୍ରତ୍ୟେକ ବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ପ୍ରବେଶ ଉତ୍ସବ ଓ "ଖଡ଼ି ଛୁଆଁ" କାର୍ଯ୍ୟକ୍ରମ ସମ୍ପର୍କରେ ଜନ ସଚେତନତା ରଥ କୁ ମୁଖ୍ୟ ଅତିଥି ଜିଲ୍ଲାପାଳ ଆଦିତ୍ୟ ଗୋୟଲ୍  ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଆୟୋଜିତ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ରେ ଖଜୁରଟିକ୍ରା ସ୍କୁଲରେ ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀରେ ପ୍ରଥମ ଦିବସ ରେ ୩୦ ରୁ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ ନାମ ଲେଖାଇ ଥିବା ବେଳେ ସମସ୍ତ ନବାଗତ ଛାତ୍ର ଛାତ୍ରୀ ଙ୍କୁ ସ୍କୁଲ ତରଫରୁ ସ୍ଵାଗତ କରାଯାଇଥିଲା। ଜିଲ୍ଲାପାଳ ତଥା ଜିଲ୍ଲା ଶିକ୍ଷା ଅଧିକାରୀ  ଉପସ୍ଥିତ ରହି  ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀର ସମସ୍ତ ଛାତ୍ର ଛାତ୍ରୀ ଙ୍କୁ ଖଡ଼ି ଛୁଆଁଇ ଥିଲେ ।ଏହି ଅବସରରେ ଆୟୋଜିତ ସଭାରେ ଜିଲ୍ଲାପାଳ ଶ୍ରୀ ଗୋୟଲ୍ ଛାତ୍ର ଛାତ୍ରୀ ଙ୍କୁ ପାଠ ପଢ଼ିବା ପାଇଁ ଉତ୍ସାହିତ କରିଥିଲେ ।

ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁ, ଡି ଆଇ ଇ ଟି ଅଧ୍ୟକ୍ଷ ରଜନୀ କାନ୍ତ ଦାଶ ,ବରଗଡ଼ ବ୍ଲକ ଶିକ୍ଷା ଅଧିକାରୀ ଡ଼ ସୁରେନ୍ଦ୍ର କୁମାର ସାହୁ ଖଜୁରଟିକ୍ରା ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ସୁଭାଷିନୀ ସୁନା ପ୍ରମୁଖ ଯୋଗ ଦେଇ "ଖଡ଼ିଛୁଆଁ" କାର୍ଯ୍ୟକ୍ରମର ଆଭିମୁଖ୍ୟ ପ୍ରତିପାଦନ କରିଥିଲେ ।ନବାଗତ ଶିଶୁ ବାଟିକା ଛାତ୍ର ଛାତ୍ରୀ ଙ୍କୁ ଶିକ୍ଷା ବିଭାଗ ତରଫରୁ ପାଠ୍ୟ ଉପକରଣ ସମ୍ବଳିତ  କିଟ୍ ବଣ୍ଟନ କରାଯାଇଥିଲା । ଦ୍ବିତୀୟ ଅଧିବେଶନରେ ଡାଏଟ ର ଅଧ୍ୟକ୍ଷ ରଜନୀକାନ୍ତ ଦାଶ ଙ୍କ ସମେତ  ଜିଲ୍ଲା ଶିକ୍ଷା ଓ ଶିକ୍ଷଣ ପ୍ରତିଷ୍ଠାନର ଶିକ୍ଷକ ପ୍ରଶିକ୍ଷକ ବୃନ୍ଦ ଉପସ୍ଥିତ ରହି ଶିଶୁ ବାଟିକା ପରିଚାଳନା ସମ୍ବନ୍ଧୀୟ ମାର୍ଗ ଦର୍ଶିକା ଉପରେ ବିସ୍ତୃତ ଆଲୋଚନା କରିଥିଲେ । ସାକ୍ଷରତା ସଂଖ୍ୟା ଜ୍ଞାନ,ଓ ସ୍ରୁଜନାତ୍ମକ ଷ୍ଟଲ୍ ଗୁଡ଼ିକର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା । ଶେଷରେ ବିଇଓ ଡ଼. ସାହୁ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like