-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବରଗଡ଼ରେ ପ୍ରବେଶ ଉତ୍ସବ ପାଳନ

02-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ସ୍ଥିତ ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ପ୍ରବେଶ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି। ସ୍କୁଲ ର ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ଶାନ୍ତି ସୁନା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ରଞ୍ଜନ ଡନସେନା ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ। ସମ୍ମାନୀତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା ସମିତି ର ସଭାପତି  ଶ୍ରୀ ଭୀମସେନ ରାଉତ, ଉପସଭାପତି ଗିତାଞ୍ଜଳୀ ସାହୁ, କାଉନସିଲର ଜନକ କୁମାର ଅଗ୍ରୱାଲ, ବରିଷ୍ଠ ଶିକ୍ଷକ ବିବେକାନନ୍ଦ ଅଦାବର ଓ ସୁଶାନ୍ତ ମଙ୍ଗୁଆଳ ମଞ୍ଚାସୀନ ଥିଲେ। ସୁଶ୍ରୀ ଜୟଲକ୍ଷ୍ମୀ ସାହୁ ସଭା ପରିଚାଳନା କରିଥିବାବେଳେ, ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ସୁନା ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ଏହି କାର୍ଯ୍ୟକ୍ରମରେ ସମୁଦାୟ ୬୫ ଜଣ ଅଭିଭାବକ ଅଭିଭାବିକା ନାମ ଲେଖାଇବା ପାଇଁ ନିଜନିଜ ଝିଅଙ୍କୁ ନେଇ ସ୍କୁଲକୁ ପହଞ୍ଚିଥିଲେ। ବିଦ୍ୟାଳୟର ଛାତ୍ରୀ ମାନେ ଚିତ୍ତାକର୍ଷକ ନୃତ୍ୟ ପରିବେଷଣ କରିଥିଲେ। ଏହି ଅବସରରେ ବିଦ୍ୟାଳୟକୁ ଆସିଥିବା  ଶିକ୍ଷା ସଚେତନତା ରଥକୁ ସ୍ୱାଗତ କରିବା ସହ ନୂତନ ଛାତ୍ରୀ ମାନଙ୍କୁ ଫୁଲ ଚନ୍ଦନ ଦେଇ ସ୍ୱାଗତ କରାଯାଇଥିଲା। ଶେଷରେ ବରିଷ୍ଠ ଶିକ୍ଷକ ସୁଶାନ୍ତ କୁମାର ମଙ୍ଗୁଆଳ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like