-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବ୍ଳକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡି ଛୁଆଁ ପାଳିତ

02-Apr-2025



କଣ୍ଟାବାଞ୍ଜି/ତା.୦୨/୦୪ସାରା ରାଜ୍ୟରେ ଆଜି ପ୍ରବେଶ ଉତ୍ସବ ଓ ଖଡି ଛୁଆଁ ପାଳିତ ହେଉଥିବା ବେଳେ ତୁରେକେଲା ବ୍ଳକର ଖୁଟୁଲୁମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ଳକ ସ୍ତରୀୟ ଉତ୍ସବ ପାଳିତ ହୋଇଥିଲା।ଏହି ଉତ୍ସବରେ ଅତିଥି ଭାବରେ ପୁରୁନ୍ଦର ବାଗ,ବିଧାୟକ ପ୍ରତିନିଧି, ଲୋକନାଥ ଥପା,ହିଆଲ ସରପଞ୍ଚ, ରତ୍ନମଣି ବରାଳ,ସିଡିପିଓ,ସୁପରଭାଇଜର ସୀମା ଦିଦି,ନବୀନ ଭୋଇ, ସମିତି ସଭ୍ୟ,ନିରାନନ୍ଦ ଥପା, ବିଦ୍ୟାଳୟ କମିଟି ସଭାପତି, ବୁଦ୍ଧେଶ୍ୱର ବନଛୋର, ସଞ୍ଜୟ ଖୁରା,ଅମରେନ୍ଦ୍ର ବାଗ ଅତିଥି ଭାବରେ ଯୋଗ ଦେଇଥିଲେ।ତୁରେକେଲା

ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶ ବକ୍ତା ଭାବରେ ଯୋଗ ଦେଇ ପ୍ରବେଶ ଉତ୍ସବ ଓ ଖଡି ଛୁଆଁ ଉପରେ ପ୍ରାଞ୍ଜଳ ଭାବରେ ବୁଝେଇଥିଲେ।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୌର ମେହେର ସ୍ୱ।ଗତ ଭାଷଣ ଓ ସିଆରସିସି ଗୁରୁ ପ୍ରସାଦ ଛତ୍ରିଆ ଧନ୍ୟବାଦ ଅର୍ପଣ କରିଥିଲେ।ସର୍ବ ପ୍ରଥମେ ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀରେ ନାମ ଲେଖେଇବାକୁ ଆସିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁଷ୍ପ, ଚନ୍ଦନ ପ୍ରଦାନ କରି ସ୍ୱ।ଗତ କରାଯାଇଥିଲା।ବିଦ୍ୟାଦାତା ଗଣେଶ ଓ ବିଦ୍ୟାଦାତ୍ରୀ

ସରସ୍ବତୀଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯାଇଥିଲା।ନବାଗତ ଛାତ୍ରଛାତ୍ରୀ ମାନଙ୍କୁ ସିଲଟ,ଖଡି ମାଧ୍ୟମରେ ଖଡି ଛୁଆଁ କରାଯାଇଥିଲା।ସରକାରଙ୍କ ତରଫରୁ ଆସିଥିବା କିଟ ଅତିଥି ମାନଙ୍କ ଦ୍ଵାରା ପ୍ରଦାନ କରାଗଲା।ତାପର ପିଲାମାନେ ସୃଜନାତ୍ମକ, ସଂଖ୍ୟା ଜ୍ଞାନ, ଭାଷା ଜ୍ଞାନ ଷ୍ଟଲ ବୁଲି ଦେଖିଥିଲେ।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ଗୀତା ପ୍ରଧାନ, ଶୁଭଶ୍ରୀ ପ୍ରଧାନ, ସଙ୍ଗୀତା ପଧାନ, ଆଦିତ୍ୟ କିଷାନ, ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ, ଅଙ୍ଗନବାଡ଼ି କର୍ମୀ, ଆଶା କର୍ମୀ, ଅଭିଭାବକ, ଗ୍ରାମ ବାସୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like