-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

02-Apr-2025



ଆଜି ଲୋଇସିଂହା ବ୍ଲକ୍ ଅନ୍ତର୍ଗତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ତାଲଜୁରୀ ଗ୍ରାମରେ ବର୍ଣ୍ଣାଢ଼୍ୟ ପରିବେଶ ରେ ନୂତନ ଭାବରେ ପାଦ ଦେଇଥିବା ନବମ ଶ୍ରେଣୀ ର ଛାତ୍ରଛାତ୍ରୀ ମାନଙ୍କୁ ସ୍ବାଗତ କରାଯାଇଥିଲା। ଆୟୋଜିତ ସଭାରେ ସ୍କୁଲ ର ପ୍ରଧାନ ଶିକ୍ଷକ ନେପାଲ ଚନ୍ଦ୍ର ମହାରଣା ଯୋଗଦେଇଥିବା ବେଳେ, ସମ୍ମାନୀତ ଅତିଥି ଭାବରେ ସରପଞ୍ଚ ହିମାଞ୍ଚଲ ମେହେର, ପୂରାତନ ସମିତି ସଭ୍ୟ ବିଜୟ ସାହୁ, ୟୁ ପି ସ୍କୁଲ ର ଚେୟାରମେନ କାମଧର ପାତ୍ର, ସହକାରୀ ଶିକ୍ଷକ ନିର୍ମଳ କୁମ୍ଭାର ଏବଂ ଏହି ବିଦ୍ୟାଳୟର ଚେୟାରମେନ ଶ୍ରୀମତୀ ସସ୍ମିତା ବାଗ

ଯୋଗଦେଇ ଥିଲେ, ଅନ୍ୟ ତମ ସମ୍ମାନୀତ ଅତିଥି ରୂପରେ ନିମନ୍ତ୍ରିତ ହୋଇଥିଲେ ବରିଷ୍ଟ ସାମ୍ବାଦିକ ଶ୍ରୀଯୁକ୍ତ ବିମଳ ସାହୁ, ବୁର୍ଡା। ସମସ୍ତ ଙ୍କୁ ସ୍ବାଗତ କରିଥଲେ ଶିକ୍ଷକ ସୁରେଶ କୁମାର ଦାସ ସଭା କୁ ପରିଚାଳନା କରିଥଲେ ଶିକ୍ଷକ ଦିଲିପ କୁମାର ମିଶ୍ର, ବିଦ୍ୟାଳୟ ର ପ୍ରବେଶ ଦ୍ଵାର ରୁ ନୂତନ ଛାତ୍ର ମାନଙ୍କୁ ଫୁଲ ଚନ୍ଦନ ସାଥେ ସ୍ବାଗତ ସ୍ଲୋଗାନ ଦେଇ ସ୍ବାଗତ କରାଯାଇଥିଲା, ଖୁସିର କଥା ଏହି ସ୍ବାଗତ ସମାରୋହ ରେ ଗ୍ରାମର ଶତାଧିକ ବ୍ୟକ୍ତି  ସାମିଲ ହୋଇଥିଲେ। ବିଦ୍ୟାଳୟ ର ଉନ୍ନତି, ପାଠପଢ଼ା ତଥା ଛାତ୍ର ମାନଙ୍କ ଉପସ୍ଥାନ ଉପରେ ବକ୍ତା ମାନେ ନିଜର ନିଜର ମତାମତ ରଖିଥିଲେ, ଅଭିଭାଷଣ ରେ ଉଭୟ ନୂତନ ତଥା ପୁରାତନ ଛାତ୍ର ଛାତ୍ରୀ ମାନଙ୍କ ଭାଷଣ ମଧ୍ଯ ହୃଦୟସ୍ପର୍ଷି ଥିଲା।  କବି ତଥା ଶିକ୍ଷକ ଦିଲିପ୍ କୁମାର୍ ମିଶ୍ରଙ୍କ ଏ ଅୟୋଜନ ଙ୍କୁ ଗ୍ରାମବାସୀ ଭୂରି ଭୂରି ପ୍ରଶଂସା କରିଥଲେ। ଶେଷରେ ଶିକ୍ଷକ ପ୍ରମାଦ କଲେତ  ଧନ୍ୟବାଦ୍ ଅର୍ପଣ କରିଥିଲେ ଶେଷରେ ମିଷ୍ଟାନ୍ନ ବଣ୍ଟନ ପରେ ସଭାସାଙ୍ଗ ହୋଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like