-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ସୋନପୁର ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ପୋଷଣ ଭି ପଢାଇ ଭି ତାଲିମ କାର୍ଯ୍ଯ କ୍ରମ

02-Apr-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ବ୍ଲକ ସଭା ଗୃହ ଠାରେ ଶିଶୁ ବିକାଶ ପ୍ରକଳ୍ପ ଆନୁକୁଲ୍ୟରେ ତିନି ଦିନିଆ ପୋଷଣ ଭି ପଢ଼ାଇ ଭି ତାଲିମ କାର୍ଯ୍ଯ କ୍ରମ ଆରମ୍ଭ ହୋଇଛି l ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶ୍ରୀମତୀ ସଗରିକା ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ କୁ ସୋନପୁର  ବ୍ଲକ ଉନ୍ନୟନ ଅଧିକାରୀ  ଶ୍ରୀ ସଞ୍ଜୀବ କୁମାର ସାହୁ ଉଦଘାଟନ କରିଥିଲେ l ଏହି ତାଲିମ କେନ୍ଦ୍ର ରେ ସୋନପୁର ପୌର ପରିଷଦ, ହରଡ ଖୋଲ ଓ ନାରାୟଣ ପୁର ସେକ୍ଟର ର ମୋଟ ୧୦୦ ଜଣ ଅଙ୍ଗନ ୱାଡ଼ି କର୍ମୀ ଯୋଗ ଦେଇଥିବା ବେଳେ  ଉକ୍ତ ସେକ୍ଟର ପରି ଦର୍ଶିକା ସ୍ୱାଗତିକା ମିଶ୍ର, ରୋଜିଶ୍ମିତା ଭୋଇ  ଓ ଜାନକୀ ସୁନା ତାଲିମ୍ କାର୍ଯ୍ଯ କ୍ରମ କୁ ପରିଚାଳନା କରିଥିଲେ l ପୋଷଣ ସଂଯୋଜକ ଶେଖ୍  ଜାଭେଦ ଅଖତର , ମମତା, ପି ଏ ସାନନ୍ଦ କର୍ମୀ କାର୍ଯ୍ଯ କ୍ରମ ରେ ସହଯୋଗ କରିଥିଲେ l  କୁ - ପୋଷଣ ମୁକ୍ତ ଭାରତ ଗଢ଼ିବା ସହ ପ୍ରାକ୍ ବିଦ୍ୟାଳୟ ଶିଶୁ ଙ୍କ ସର୍ବାଙ୍ଗୀନ ବିକାଶ ଓ ଉଚ୍ଚ ମାନ ର ଶିକ୍ଷା ଗୁଣାତ୍ମକ ଶିକ୍ଷା ହେଉଛି ସରକାର ଙ୍କ ନୂତନ ଶିକ୍ଷା ନୀତି ଯୋଜନା ଓ ପୋଷଣ ଭି ପଢାଇ ଭି ର ମୁଖ୍ୟ ଉଦ୍ଦେଶ୍ୟ l ଏହା ସହିତ ଅପ୍ରେଲ ୧ ରୁ ୧୪ ତାରିଖ ଯାଏ ରାଜ୍ୟ ସରକାର ଙ୍କ ଓଡ଼ିଆ ପକ୍ଷ ପାଳନ ଅବସରରେ ଦ୍ୱିତୀୟ ଦିବସ ରେ ଆଜି ସୋନପୁର ଶିଶୁ ବିକାଶ ପ୍ରକଳ୍ପ  ର ସମସ୍ତ ଅଙ୍ଗନ ୱାଡ଼ି କେନ୍ଦ୍ର ରେ ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ ମହା ସମାରୋହରେ ପାଳନ କରା ଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like