-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ଗୋ ସୁରକ୍ଷା ମଞ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

02-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ର ରାମପୁର ଗୋରୁ ବଜାର ରୁ ବେଆଇନ୍ ଗୋରୁ ଚାଲାଣ ରେ ସଂପୃକ୍ତି ଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣକରି କ୍ରାଇମବ୍ରାଞ୍ଚ ତଦନ୍ତ ଦାବିକରି  ଜିଲ୍ଲା ଗୋ ଏବଂ ଗୋଚର ସୁରକ୍ଷା ମଞ୍ଚ ପକ୍ଷରୁ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ମାଧ୍ଯମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ପାଖକୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏଥିପାଇଁ ଆଜି ମଞ୍ଚର ଆବାହକ ତଥା ବରିଷ୍ଠ ଆଇନଜୀବି ପ୍ରମୋଦ କୁମାର ମହାପାତ୍ର ଙ୍କ ନେତୃତ୍ବରେ ଶତାଧିକ ବିକ୍ଷୋଭକାରୀ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବାସହ ଏଥିରେ ସଂପୃକ୍ତି ଥିବା ବ୍ୟକ୍ତିମାନେ ନିକଟରେ ବେଆଇନ୍ ଗୋରୁ ଚାଲାଣ ବେଳେ ସମ୍ବଲପୁର ପୋଲିସ ଦ୍ଵାରା ଗିରଫ ହୋଇ ଜେଲରେ ଥିବା ଗୋରୁ ବଜାର ର ଠିକାଦାର ନରେନ୍ଦ୍ର ମେହେର ସହ ସୋନପୁର ବିଧାୟକ ଙ୍କ ଘନିଷ୍ଠ ସମ୍ପର୍କ ଥିବା ଦର୍ଶାଇ ଏ ଘଟଣାର ଚେର ସୁଦୁର ଉତ୍ତର ପ୍ରଦେଶ ପର୍ଯ୍ୟନ୍ତ ଲମ୍ବିଥିବା ର ଅଭିଯୋଗ କରି ଏହାର ଏକ କ୍ରାଇମବ୍ରାଞ୍ଚ ତଦନ୍ତ ଦାବିକରି ଦୋଷୀ ଙ୍କ ବିରୁଦ୍ଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବା ପାଇଁ ଦାବି କରିଛନ୍ତି। ଆଜିର ଏହି ବିକ୍ଷୋଭ ସମାବେଶ ରେ ପ୍ରମୋଦ କୁମାର ମହାପାତ୍ର,ଦୀପକ ମହାପାତ୍ର, ନବକୃଷ୍ଣ ଦନ୍ତା, ସନ୍ଦୀପ ମେହେର, ସୁକାନ୍ତ ସାହୁ, ସୁରେଶ ବିଶ୍ୱାଳ,ପର୍ଶୁରାମ ମିଶ୍ର, ପ୍ରଫୁଲ୍ଲ ସାହୁ ରଶ୍ମିରଞ୍ଜନ ଦାସ, ପ୍ରଫୁଲ୍ଲ ମେହେର, ରିଙ୍କୁ ପଣ୍ଡା, ବିକ୍ରମ କେଶରୀ ମିଶ୍ର, ବାବୁଲୁ ସାଗର ,ଦେବାଶିଷ ପୂଝାରୀ,  ଙ୍କ ସମେତ  ଗୋ ସୁରକ୍ଷା ମଞ୍ଚ ର ଶତାଧିକ ସଦସ୍ୟ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like