-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ଅଗ୍ନିବୀର ଯୋଜନା ମାଧ୍ୟମରେ ସମ୍ବଲପୁର ଠାରେ ଆର୍ମି ନିଯୁକ୍ତି ପଞ୍ଜୀକରଣ ଆରମ୍ବ ।

02-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଅନୁଗୁଳ , ବରଗଡ , ବଲାଙ୍ଗିର , ଢେଙ୍କାନାଳ ,ଦେବଗଡ ,ଝାରସୁଗୁଡା ,କେନ୍ଦୁଝର ,ସମ୍ବଲପୁର ,ସୁବର୍ଣ୍ଣପୁର  ଓ ସୁନ୍ଦରଗଡ ଜିଲ୍ଲାର ଯୋଗ୍ୟ ପ୍ରାର୍ଥୀଙ୍କ ନିମନ୍ତେ ଅଗ୍ନିପଥ ଯୋଜନା ମାଧ୍ୟମରେ ଆର୍ମି ନିଯୁକ୍ତି ପଞ୍ଜୀକରଣ ଆରମ୍ଭ ହୋଇଛି । ଏହି ଆର୍ମି ନିଯୁକ୍ତି ପଞ୍ଜୀକରଣ ମାର୍ଚ୍ଚ ମାସ ୧୨ ତାରିଖ ଠାରୁ ଆରମ୍ଭ ହୋଇଥିବା ବେଳେ ଏହା ଏପ୍ରିଲ  ୧୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏଥି ନିମନ୍ତେ ପ୍ରାର୍ଥୀମାନଙ୍କୁ ୨୫୦ ଟଙ୍କା ଫି ଦେୟ ପଡିବ । ମାନଦଣ୍ଡ , ଶିକ୍ଷାଗତ ଯୋଗ୍ୟତା ଏବଂ ଅନଲାଇନ ପରୀକ୍ଷା ଅନୁସାରେ ପ୍ରାର୍ଥୀ ମାନେ ନିଯୁକ୍ତି ପାଇବେ । ରାଲି ବିଜ୍ଞାପନ ଜଏନ ଇଣ୍ଡିଆନ ଆର୍ମି ୱେବ ସାଇଟ www.joinindianarmy.nic.in ରେ ଦେଖିପାରିବେ । ଆବେଦନ କରିବା ପାଇଁ ଅନଲାଇନ ରେଜିଷ୍ଟ୍ରେସନ ବାଧ୍ୟତାମୂଳକ ଅଟେ । ଅନଲାଇନ ରେଜିଷ୍ଟ୍ରେସନ ଏପ୍ରିଲ ୧୦ ତାରିଖ ପର୍ଯ୍ୟନ୍ତ ଖୋଲା ରହିବ । ଆର୍ମି ନିଯୁକ୍ତି ରାଲି ଆରମ୍ଭ ହେବାର ଯଥେଷ୍ଠ ପୂର୍ବରୁ ପ୍ରାର୍ଥୀମାନଙ୍କ ପଞ୍ଜ୍ଜିକୃତ ଇ – ମେଲ ରେ ଏଡମିଟ କାର୍ଡ ପ୍ରେରଣ କରାଯିବ ବୋଲି ସମ୍ବଲପୁର ଏଆରଓ ଜଣାଇଛନ୍ତି । ପ୍ରାର୍ଥୀମାନଙ୍କ କୌଣସି ପ୍ରକାର ସୂଚନା ନିମନ୍ତେ ୦୬୬୩-୨୫୨୦୮୪୫ ନମ୍ବରରେ ଯୋଗାଯୋଗ କରିପାରିବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like