-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ତାଲଜୁରି ଉଚ୍ଚ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଅନୁଷ୍ଠିତ

02-Apr-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ୍ ତାଲଜୁରି ଗ୍ରାମ ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବର୍ଣ୍ଣାଢ଼୍ୟ ପରିବେଶରେ ନୂତନ ଭାବରେ ପାଦ ଦେଇଥିବା ନବମ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କ ପ୍ରବେଶ ଉତ୍ସବ ଆୟୋଜିତ ହୋଇଯାଇଛି । ପ୍ରାରମ୍ଭରେ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରା ଯାଇଥିବା ବେଳେ ପ୍ରଧାନଶିକ୍ଷକ ନେପାଲ ଚନ୍ଦ୍ର ମହାରଣାଙ୍କ ସଭାପତିତ୍ବରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏଥିରେ ସମ୍ମାନୀତ ଅତିଥି ଭାବେ ସରପଞ୍ଚ ହିମାଞ୍ଚଲ୍ ମେହେର, ପୂରାତନ ସମିତି ସଭ୍ୟ ବିଜୟ ସାହୁ, ୟୁପିସ୍କୁଲ ପରିଚାଳନା କମିଟି ଅଧ୍ୟକ୍ଷ କାମଧର ପାତ୍ର, ସହକାରୀ ଶିକ୍ଷକ ନିର୍ମଳ କୁମ୍ଭାର, ଆୟୋଜକ ବିଦ୍ୟାଳୟର ଚେୟାରମେନ ସସ୍ମିତା ବାଗ ଯୋଗଦେଇ ଥିଲେ । ସ୍ଵତନ୍ତ୍ର ନିମନ୍ତ୍ରିତ ଅତିଥି ଭାବେ ସାମ୍ବାଦିକ  ବିମଳେନ୍ଦୁ ସାହୁ ଯୋଗଦେଇ ସମସ୍ତଙ୍କୁ ସ୍ବାଗତ ଜଣାଇଥିଲେ । ଶିକ୍ଷକ ସୁରେଶ୍ କୁମାର୍ ଦାସ ସଭା ପରିଚାଳନା କରିଥବା ବେଳେ କବି ତଥା ଶିକ୍ଷକ ଦିଲିପ୍ କୁମାର ମିଶ୍ର ବିଦ୍ୟାଳୟର ପ୍ରବେଶ ପଥରୁ ନୂତନ ବିଦ୍ୟାର୍ଥୀ ମାନଙ୍କୁ ଫୁଲ ଚନ୍ଦନ ସହିତ ସ୍ବାଗତ କରିଥିଲେ । ଏହି ସମାରୋହରେ ଗ୍ରାମର ଶତାଧିକ ବ୍ୟକ୍ତି ସାମିଲ ହୋଇ ବିଦ୍ୟାଳୟର ଉନ୍ନତି, ପାଠପଢ଼ା ତଥା ଛାତ୍ରମାନଙ୍କ ଉପସ୍ଥାନ ଉପରେ ଗୁରୁତ୍ୱାରୋପ କରିଥିଲେ । ବିଦ୍ୟାଳୟର ବହୁବିଧ ଉନ୍ନତି କଳ୍ପେ ସମ୍ମାନିତ ଅତିଥି ତଥା ଉଭୟ ନୂତନ ଓ ପୁରାତନ ଛାତ୍ରଛାତ୍ରୀ ଅଭିଭାଷଣ ପ୍ରଦାନ କରିଥିଲେ । ପରିଶେଷରେ  ଶିକ୍ଷକ ପ୍ରମୋଦ କଲେତ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like