-+91-9937148622 |

prerana_bgr@rediffmail.com |

  Sunday 26th July 2026 |

| | | |

R.N.I. Regd No. ODIODI/2010/46693

Breaking News

*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||      ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   (25-Jul-2026)       ||      ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   (25-Jul-2026)       ||      *ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   (25-Jul-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   (25-Jul-2026)       ||      ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ    (25-Jul-2026)       ||      ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||     

HOME   ଜିଲ୍ଲା

ମାଲିଗୁଡା ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

02-Apr-2025



ନବରଙ୍ଗପୁର -(ମିହିର ଶଙ୍କର ପାତ୍ର) ଡାବୁଗାଁ ବ୍ଲକ ର ମାଲିଗୁଡା ସରକାରୀପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ବିଦ୍ୟାଳୟର ପ୍ରଧାନ ଶିକ୍ଷକଧନସିଂ ତନ୍ତୀ ମଞ୍ଚ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ଶିକ୍ଷକ ଭଗବାନ ମାଝୀ ବିଦ୍ୟାଳୟ ର ବାର୍ଷିକ ବିବରଣୀ ପାଠ କରିଥିଲେ।  ପରେ ବିଭିନ୍ନ ଖେଳ ରେ ଭାଗ ନେଇ ବିଜୟ ହୋଇଥିବା ଛାତ୍ର ଛାତ୍ରି ମାନଙ୍କୁ  ପୁରସ୍କାର ବିତରଣ କରିଥିଲେ ମୁଖ୍ୟ ଅତିଥି । ଛାତ୍ରି ମାନଙ୍କ ଦ୍ୱାରା ନୃତ୍ୟ ମଧ୍ୟ୍ୟପରିବେଷଣ କରାଯାଇଥିଲା।  ଉତ୍ସବ ରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଏବଂ ଶିକ୍ଷୟିତ୍ରୀ ସମ୍ପୂର୍ଣ  ସୋହଯୋଗ କରିଥିବା ବେଳେ, ଏସଏମସି କମିଟି ର ସମସ୍ତ ସଦସ୍ୟ , ଆଶା, ଅଙ୍ଗନବାଡି,ଗ୍ରାମର ଭଦ୍ରବ୍ୟକ୍ତି  ଏବଂ ଅଭିଭାବକ ଓ ଛାତ୍ର ଛାତ୍ରି ମାନେ ଉପସ୍ଥିତି ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026
  ଜିଲ୍ଲା  
ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   26-Jul-2026
  ଜିଲ୍ଲା  
ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   26-Jul-2026
  ଜିଲ୍ଲା  
ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   26-Jul-2026
  ରାଜ୍ୟ  
ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   25-Jul-2026
  ଜିଲ୍ଲା  
ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   25-Jul-2026
  ଦେଶ ବିଦେଶ  
ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          25-Jul-2026
  ଜିଲ୍ଲା  
ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   25-Jul-2026
  ଜିଲ୍ଲା  
ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   25-Jul-2026
  ଜିଲ୍ଲା  
ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   25-Jul-2026
  ଜିଲ୍ଲା  
ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   25-Jul-2026
  ଜିଲ୍ଲା  
*ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   25-Jul-2026

You Might Also Like