-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

କେନସର ଫାଇଟର୍ସ ଗୃପ ସଂପାଦକ ବିଶ୍ବଜିତ ବାରିକ ଙ୍କ ଅକାଳ ବିୟୋଗ

03-Apr-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା କେନସର ପ୍ରବଣ ଜିଲ୍ଲା ରୂପେ ସମଗ୍ର ଭାରତବର୍ଷରେ ପରିଚିତ। ଏ ଅଞ୍ଚଳରେ କେନସର ପିଡୀତ ଓ ମୃତକଙ୍କ ସଂଖ୍ଯା ଯେଉଁ ମାତ୍ରାରେ ବ୍ରୁଦ୍ଧି ପାଉଛି ଆଗାମୀ ଦିନରେ ଲୋକ ଏ ଅଞ୍ଚଳ ବସବାସ କରିବା ପାଇଁ ଭୟ କରିବେ। ନିଜେ କେନସର ପିଡୀତ ହୋଇ ଅନ୍ୟ ପିଡୀତ ଙ୍କୁ ମାର୍ଗ ଦର୍ଶନ ଦେଉଥିବା ଓ ଆବଶ୍ଯକ ସ୍ଥଳେ ସମସ୍ତ ପ୍ରକାର ସହାୟତା ଦେଉଥିବା ଜଣେ କେନସର ପିଡୀତ ହେଲେ ବିଶ୍ବଜିତ ବାରିକ। ତାଙ୍କର ଆଜି ନିଧନ ହୋଇ ଯାଇଛି। ସ୍ବର୍ଗତ ବିଶ୍ବଜିତ ବାରିକ ଦୀର୍ଘ ବର୍ଷ ହେଲା କେନସର ସହିତ ଲଢେଇ କରି ଆସୁଥିଲେ। ତା ସତ୍ତ୍ବେ ମଧ୍ଯ ସେ କିଛି କେନସର ପିଡୀତ ଙ୍କ ସହିତ ମିଶି ଫାଇଟର୍ସ ଗୃପ ନାମକ ଏକ ସଂସ୍ଥା ର ପ୍ରତିଷ୍ଠା କରିଥିଲେ। ପୂର୍ବରୁ ସେ ଏହି ଫାଇଟର୍ସ ଗୃପ ର ଉପସଭାପତି ଓ ବର୍ତ୍ତମାନ ସାଧାରଣ ସଂପାଦକ ଭାବେ ଦାୟିତ୍ୱ ତୁଳାଇ ଲୋକଙ୍କ ସେବା କରି ଆସିଥିଲେ। ସ୍ବର୍ଗତ ବାରିକ ବିଭିନ୍ନ ସମୟରେ ବିଭିନ୍ନ ନିୟନ୍ତ୍ରିତ ବଜାର କମିଟି ର ସଂପାଦକ ରୂପେ କାର୍ଯ୍ୟ କରି ବହୁ ଲୋକପ୍ରିୟ ସରକାରୀ ଅଧିକାରୀ ରୂପେ ନିଜର ପରିଚୟ ପ୍ରତିଷ୍ଠା କରିଥିଲେ। କେନସର ପିଡୀତ ହୋଇ ମଧ୍ଯ ସେ ରୋଟାରୀ କ୍ଲବ ବରଗଡ ର ସଭାପତି ଦାୟିତ୍ୱକୁ ଖୁବ ଦକ୍ଷତାର ସହିତ ସଂପାଦନ କରି ପ୍ରଶଂସିତ ହୋଇଛନ୍ତି। ଏହା ବ୍ୟତୀତ ସେ ବହୁ ସ୍ବେଚ୍ଛାସେବୀ ସଂଗଠନ ସହିତ ସାମିଲ ହୋଇ ଲୋକ ସେବାରେ ନିଜକୁ ନିୟୋଜିତ କରି ଆସୁଥିଲେ। ଦୀର୍ଘ ବର୍ଷ ହେଲା ହାଇଦ୍ରାବାଦ ର ଏକ ଘରୋଇ ହସ୍ପିଟାଲ ରେ ନିଜର ଚିକିତ୍ସା କରି ଆସୁଥିଲେ। ଗତ ୧ ଅପ୍ରେଲ ଦିନ ଚିକିତ୍ସା ସମୟରେ ହୃଦଘାତ ହୋଇ ତାଙ୍କର ମ୍ରୁତ୍ୟୁ ଘଟିଛି। ତାଙ୍କର ମ୍ରୁତ୍ୟୁ ଖବର ପ୍ରସାରିତ ହେବା ପରେ ସମଗ୍ର ଅଞ୍ଚଳ ରେ ଶୋକର ଛାୟା ଖେଳି ଯାଇଛି। ସେ ତାଙ୍କର ପଛ ନିଜର ପତ୍ନୀ ପ୍ରତିଭା ବାରିକ ଓ ଦୁଇ ଝିଅ ଆକାଂକ୍ଷା ଓ ସମୀକ୍ଷା କୁ ଛାଡି ଯାଇଛନ୍ତି। ତାଙ୍କର ଦୁଇ ଝିଅ ତାଙ୍କର ଶବ ସଂସ୍କାର କରି ଏକ ନୂତନ ଉଦାହରଣ ସୃଷ୍ଟି କରିଛନ୍ତି। ତାଙ୍କର ମ୍ରୁତ୍ୟୁ ରେ କେନସର ସରଭାଇବର୍ସ ଫାଇଟର୍ସ ଗୃପ ଗଭୀର ଶୋକ ପ୍ରକାଶ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like