-+91-9937148622 |

prerana_bgr@rediffmail.com |

  Sunday 26th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||      ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   (25-Jul-2026)       ||      ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   (25-Jul-2026)       ||      *ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   (25-Jul-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   (25-Jul-2026)       ||      ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ    (25-Jul-2026)       ||      ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||     

HOME   ଜିଲ୍ଲା

ଓଡିଆ ପକ୍ଷ ପାଳନ ଅବସରରେ ଜିଲ୍ଲାସ୍ତରୀୟ ଖଡିଛୁଆଁ ଦିବସ

03-Apr-2025



ରାୟଗଡ(ସୁପ୍ରିୟା ଷଡଙ୍ଗୀ): ଓଡିଆ ପକ୍ଷ ପାଳନ  ଅବସରରେ ତା.୦୨.୦୪.୨୦୨୫ ରିଖ ବୁଧବାରକୁ ଖଡିଛୁଆଁ ଦିବସ  ପାଳନ ନିମନ୍ତେ ଓଡିଶା ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପତ୍ର ସଂଖ୍ୟା. ୨୦୬୧, ତା ୨୮.୦୩.୨୦୨୫ ରିଖ ନିର୍ଦେଶନାମାନୁଯାୟୀ ରାୟଗଡ଼ ଜିଲ୍ଲାର ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ, ରାୟଗଡ଼ ଠାରେ ଜିଲ୍ଲାପାଳ, ରାୟଗଡ଼,ଶ୍ରୀମତୀ ପାରୁଲ ପାଟାୱାରୀ  ମୁଖ୍ୟ ଅତିଥି ଭlବରେ ଯୋଗଦାନ କରି ଶୁଭାରମ୍ଭ କରିଥିଲେ l  ସମ୍ମନିତ ଆଦିବାସୀ ଉନ୍ନୟନ ସଂସ୍ଥା, ରାୟଗଡ଼ର ପ୍ରକଳ୍ପ ପ୍ରଶାସକ ଶ୍ରୀ ଚନ୍ଦ୍ର କାନ୍ତ ମାଝୀ,
 ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ରମା ଚନ୍ଦ୍ର ନାହାକଙ୍କ ଉପସ୍ଥିତିରେ ଜିଲ୍ଲା ସ୍ତରୀୟ ଖଡିଛୁଆଁ ଦିବସ ପାଳନ ହୋଇଯାଇଛି ।  ଶିଶୁବାଟିକା ସ୍ତରରେ ୧୩ ଜଣ ନୂତନ ଛାତ୍ରଛାତ୍ରୀ ଙ୍କୁ ଖଡିଛୁଆଁ କରାଯାଇ ଶିଶୁବାଟିକା କିଟ ପ୍ରଦାନ କରଯାଇଥିଲା । ତତ୍ପରେ ଜିଲ୍ଲାପାଳ ମହୋଦୟା ଶିକ୍ଷା ସଚେତନତା ରଥ କୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଉକ୍ତ ସଚେତନତା ରଥ ଟି ତା.୦୨.୦୪.୨୦୨୫ ରିଖ ରୁ ଆରମ୍ଭ ହୋଇ ତା.୦୫. ୦୪. ୨୦୨୫ ରିଖ ପର୍ଯ୍ୟନ୍ତ ଜିଲ୍ଲାର ବିଭିନ୍ନ ପଞ୍ଚାୟତ ପରିକ୍ରମା କରି ବିଦ୍ୟାଳୟରେ ନାମଲେଖା ନିମନ୍ତେ ବାର୍ତ୍ତା ପ୍ରଚାର କରିବ । ସେହିପରି ପ୍ରତ୍ୟେକ ବ୍ଲକରେ ସଚେତନତା ରଥ ପରିକ୍ରମା କରିବ lଏହାପରେ  ଜିଲ୍ଲାପାଳ ମହୋଦୟା ବାରିଝୋଲା, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଭ୍ରମଣ କରି ଛାତ୍ରଛାତ୍ରୀଙ୍କ ନାମଲେଖା1 କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ରାୟଗଡ ଜିଲ୍ଲାରେ ସମୁଦାୟ ୧୧୧୯ ଟି ବିଦ୍ୟାଳୟ ର ଶିଶୁବାଟିକା ସ୍ତରରେ ୧୧୮୨ ଓ ପ୍ରଥମ ଶ୍ରେଣୀରେ ୭୮୪୩ ଛାତ୍ରଛାତ୍ରୀଙ୍କୁ ନାମଲେଖା ନିମନ୍ତେ ଲକ୍ଷ ଧାର୍ଯ୍ୟ କରାଯାଇଛି । ଏହି କାର୍ଯ୍ୟକ୍ରମ ର ତଦାରଖ ନିମନ୍ତେ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ବିଭିନ୍ନ ବ୍ଲକର ଦାୟିତ୍ଵ ଦିଆଯାଇଛି । ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଶ୍ରୀ ବସନ୍ତ କୁମାର ପ୍ରଧାନ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଭଜଲାଲ ମାଝୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ,ଶ୍ରୀ ଛବିଲାଲ ସିଂ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଅନ୍ତର୍ନିବେଶି ଶିକ୍ଷା ସଂଯୋଜକ ଓ ଆଦିବାସୀ ଶିକ୍ଷା ସଂଯୋଜକ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   26-Jul-2026
  ଜିଲ୍ଲା  
ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   26-Jul-2026
  ରାଜ୍ୟ  
ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   25-Jul-2026
  ଜିଲ୍ଲା  
ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   25-Jul-2026
  ଦେଶ ବିଦେଶ  
ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          25-Jul-2026
  ଜିଲ୍ଲା  
ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   25-Jul-2026
  ଜିଲ୍ଲା  
ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   25-Jul-2026
  ଜିଲ୍ଲା  
ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   25-Jul-2026
  ଜିଲ୍ଲା  
ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   25-Jul-2026
  ଜିଲ୍ଲା  
*ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   25-Jul-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   25-Jul-2026
  ଜିଲ୍ଲା  
ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ   25-Jul-2026

You Might Also Like