-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||     

HOME   ଜିଲ୍ଲା

ମହିପୁର ସରକାରୀ ଆଶ୍ରମ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ

03-Apr-2025



ବଲାଙ୍ଗିର (ପ୍ରେରଣା ଖବର )
ଗୁଡ଼ଭେଲା ବ୍ଲକ୍ ଅନ୍ତର୍ଗତ ସରକାରୀ ଆଶ୍ରମ ବିଦ୍ୟାଳୟ ମହିପୁର ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ନାଏକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ତୁଷୁରା ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭକ୍ତ ଚରଣ ଦାସ ଯୋଗଦେଇ ଉତ୍ସବକୁ ଉଦଘାଟନ କରିଥିଲେ। ମୁଖ୍ୟ ବକ୍ତା ଭାବରେ ତୁଷୁରା ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମନ୍ତ ଦାଶ, ସମ୍ମାନୀତ ଅତିଥି ଭାବରେ ସ୍ଥାନୀୟ ସିଆରସିସି ଜଗମୋହନ ତ୍ରିପାଠୀ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବିନୋଦ ଭୋଇ, ବଶିଷ୍ଠ ଶିକ୍ଷୟତ୍ରୀ ନିଲୀମା ସାହୁ ଯୋଗଦେଇ ମଞ୍ଚାସିନ ଥିଲେ । ବିଦ୍ୟାଳୟରେ ଶିକ୍ଷା ସହିତ କ୍ରୀଡ଼ା ଓ ସଂସ୍କୃତି ପ୍ରତି ସଚେତନ ଜରୁରୀ ଏହା ଉପସ୍ଥିତ ଅତିଥିଙ୍କ ବକ୍ତବ୍ୟରେ ପରିପ୍ରକାଶ ହେଉଥିଲା। ମୁଖ୍ୟବକ୍ତା ତଥା ବିଶିଷ୍ଟ କବି ତାଙ୍କ ବକ୍ତବ୍ୟକୁ କବିତା ମାଧ୍ୟମରେ ଶିକ୍ଷା ବ୍ୟବସ୍ଥାକୁ ଅତି ସୁନ୍ଦର୍ ଭାବରେ ଶୁଣାଇଥିଲେ। ବିଦ୍ୟାଳୟରେ ପୂର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା କୃତୀ ପ୍ରତିଯୋଗୀଙ୍କୁ ଅତିଥି ଗଣ ମାନପତ୍ର ସହ ମେଡାଲ ପ୍ରଦାନ କରି ପ୍ରଶଂସା କରିଥିଲେ। ଏହି ଅବସରରେ ବିଦ୍ୟାଳୟରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କୁ ମଧ୍ୟ ଉତ୍ତରୀୟ ସହ ସମ୍ବର୍ଦ୍ଧନା ପ୍ରଦାନ କରଯାଇଥିଲା। ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସହକାରୀ ଶିକ୍ଷକ ପୁରନ୍ ମେହେର ପରିଚାଳନା କରିଥିଲେ । ସହକାରୀ ଶିକ୍ଷୟତ୍ରୀ ଅନସୂୟା ପାତ୍ର ଧନ୍ୟବାଦ୍ ଜ୍ଞାପନ କରିଥିବା ବେଳେ ସହକାରୀ ଶିକ୍ଷୟତ୍ରୀ ସ୍ୱରୂପା ପାଢୀ ସହଯୋଗ କରିଥିଲେ। ପରିଶେଷରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026
  ଜିଲ୍ଲା  
ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   27-Apr-2026
  ଜିଲ୍ଲା  
ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   27-Apr-2026
  ଜିଲ୍ଲା  
“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   27-Apr-2026
  ଜିଲ୍ଲା  
ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   27-Apr-2026
  ଜିଲ୍ଲା  
ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   27-Apr-2026
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026

You Might Also Like