-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ବିଶେଷ

ମହାନ ବିପ୍ଳବୀ ଙ୍କ ପ୍ରତି ଅଶ୍ରୁଳ ଶ୍ରଦ୍ଧାଞ୍ଜଳୀ, ଲଲିତ ନାୟକ ଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ଲୋକlରଣ୍ୟ ରୁଗୁଡ଼ି ପଡା

18-Jan-2021



ବଲାଙ୍ଗିର, (ପ୍ରେରଣା ଖବର) - ଆଜି ଭୋର୍ ସାଢେ ପାଞ୍ଚଟା ସମୟରେ ବିଶିଷ୍ଠ ସମାଜସେବୀ ଲଲିତ ନାୟକଙ୍କ ଭୁବନେଶ୍ବର ଏମସ ହସ୍ପିଟାଲ ରେ ଚିକିତ୍ସାଧୀନ ଅବସ୍ଥା ରେ ପରଲୋକ ହୋଇଯାଇଛି l ଏଭଳି ଏକ ଦୁସମ୍ବାଦ ଶୁଣି ସତେ ଯେମିତି ସମସ୍ତେ ସ୍ତବ୍ଧ ହୋଇଯାଇଛନ୍ତି l 

    ଆଜି  ସନ୍ଧ୍ୟା ସାଢେ ପାଞ୍ଚ ଟା ସମୟରେ ସମାଜସେବୀ ତଥା ଶ୍ରମିକ ନେତା ଲଲିତ ନାୟକଙ୍କ ପାର୍ଥିବ ଶରୀର ପହଂଚିଥିଲା ବଲାଙ୍ଗିରରେ l ଶ୍ରୀ ନାୟକଙ୍କ ମର ଶରୀର ନିଜ ବାସଭବନ ରୁଗୁଡ଼ି ପଡା ରେ ପହଁଞ୍ଚିବା ବେଳେ ନିଜର ପ୍ରିୟ ନେତାଙ୍କ ଶେଷ ଦର୍ଶନ ପାଇଁ ସତାଧିକ ଲୋକ, ଲଲିତ ପ୍ରେମୀ ତଥା ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଙ୍କ ରୁଣ୍ଡ ହୋଇସାରିଥିଲା l

ଅସମ୍ଭାଲ ଭିଡ କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯଇଥିଲା l ପ୍ରାୟ ସବୁ ରାଜନୈତିକ ଦଳର କର୍ମକର୍ତାମାନେ ଶେଷ ଦର୍ଶନରେ ସାମିଲ ହୋଇଥିଲେ lସତେ ଯେମିତି ସମସ୍ତେ ସ୍ତବ୍ଧ ଥିଲେ l ବିଶ୍ବାସ କରି ହେଉନଥିଲା ଯେ, ଏତେ ଶୀଘ୍ର ଲଲିତ ଦାଦା ଆମ ସମସ୍ତଙ୍କୁ ଶୋକସାଗରରେ ଛାଡି ଦେଇ ସବୁ ଦିନ ପାଇଁ ଆର ପାରିକୁ ଚାଲିଯିବେ l ସମସ୍ତଙ୍କ ଆଖିରେ ଲୁହ, ପାଟିରେ ଭାଷା ନାହିଁ l ଦଳିତ ଓ ଖଟିଖିଆ ଙ୍କ ସାଥୀ ତଥା ସମସ୍ତଙ୍କ ସୁଖ ଦୁଃଖ ରେ ସହଭାଗୀ ହେଉଥିବା ଜଣେ ଦରଦୀ ମଣିଷ ଥିଲେ ସ୍ଵର୍ଗତ ଲଲିତ ନାୟକ l ଶ୍ରୀ ନାୟକଙ୍କ ବିୟୋଗ ବଲାଙ୍ଗିର ପାଇଁ ଏକ ଅପୂରଣୀୟ କ୍ଷତି ଏବଂ ପଶ୍ଚିମ ଓଡିଶା ର ଅନେକ ଶ୍ରମିକ ସଂଗଠନ ଲଲିତ ନାୟକଙ୍କ  ପରଲୋକ ରେ ମୁରବୀ ହୀନ ହୋଇଗଲା l କୋଟିଏ ଲୋକଙ୍କ ଗୋଟିଏ ନାୟକ ଲଲିତ ନାୟକଙ୍କ ଶେଷ ଦର୍ଶନ ରେ ଏତେ ସଂଖ୍ୟାରେ ଲୋକଙ୍କ ଭିଡ ଅନ୍ୟ କୌଣସି ବ୍ଯକ୍ତି ଙ୍କ ପରଲୋକ ରେ ଦେଖl ଯାଇ ନଥିବା ଲୋକେ କୁହାକୁହି ହେଉଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like