-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଆଦିବାସୀ ଉଚ୍ଚ ବିଦ୍ୟାଳୟ ତାଲଜୁରୀ ଠାରେ ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ

03-Apr-2025



ବଲାଙ୍ଗିର (ପ୍ରେରଣା ଖବର )
ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ୍ ଅନ୍ତର୍ଗତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ତାଲଜୁରୀ ରେ ବର୍ଣ୍ଣାଢ଼୍ୟ ପରିବେଶରେ ନୂତନ ଭାବରେ ପାଦ ଦେଇଥିବା ନବମ ଶ୍ରେଣୀ ର ଛାତ୍ର ଛାତ୍ରୀ ମାନଙ୍କୁ ସ୍ବାଗତ କରାଯାଇଛି ।ଆୟୋଜିତ ସଭାରେ ସ୍କୁଲର ପ୍ରଧାନ ଶିକ୍ଷକ ନେପାଲ ଚନ୍ଦ୍ର ମହାରଣା ଯୋଗଦେଇଥିବା ବେଳେ, ସମ୍ମାନୀତ ଅତିଥି ଭାବରେ ସରପଞ୍ଚ ହିମାଞ୍ଚଳ ମେହେର, ପୂରାତନ ସମିତି ସଭ୍ୟ ବିଜୟ ସାହୁ, ୟୁ ପି ସ୍କୁଲ ର ଚେୟାରମେନ କାମଧର ପାତ୍ର, ସହକାରୀ ଶିକ୍ଷକ ନିର୍ମଳ କୁମ୍ଭାର ଏବଂ ଏହି ବିଦ୍ୟାଳୟର ଚେୟାରମେନ ଶ୍ରୀମତୀ ସସ୍ମିତା ବାଗ ଯୋଗଦେଇ ଥିଲେ। ଅନ୍ୟ ତମ ସମ୍ମାନୀତ ଅତିଥି ରୂପରେ ନିମନ୍ତ୍ରିତ ହୋଇଥିଲେ ବରିଷ୍ଟ ସାମ୍ବାଦିକ ଶ୍ରୀଯୁକ୍ତ ବିମଳ ସାହୁ।ସମସ୍ତ ଙ୍କୁ ସ୍ବାଗତ କରିଥଲେ ଶିକ୍ଷକ ସୁରେଶ କୁମାର ଦାସ। ସଭାକୁ ପରିଚାଳନା କରିଥଲେ ଶିକ୍ଷକ ଦିଲିପ କୁମାର ମିଶ୍ର ।ବିଦ୍ୟାଳୟର ପ୍ରବେଶ ଦ୍ଵାର ରୁ ନୂତନ ଛାତ୍ର ମାନଙ୍କୁ ଫୁଲ ଚନ୍ଦନ ସାଥେ ସ୍ବାଗତ ସ୍ଲୋଗାନ ଦେଇ ସ୍ବାଗତ କରାଯାଇ ଥିଲା। ଖୁସିର କଥାଏହି ସ୍ବାଗତ ସମାରୋହ ରେ ଗ୍ରାମର ଶତାଧିକ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ସାମିଲ ଥିଲେ । ବିଦ୍ୟାଳୟ ର ଉନ୍ନତି, ପାଠପଢ଼ା ତଥା ଛାତ୍ର ମାନଙ୍କ ଉପସ୍ଥାନ ଉପରେ ବକ୍ତା ମାନେ ନିଜର ନିଜର ମତାମତ ରଖିଥିଲେ। ଅଭିଭାଷଣ ରେ ଉଭୟ ନୂତନ ତଥା ପୁରାତନ ଛାତ୍ର ଛାତ୍ରୀ ମାନଙ୍କ ଭାଷଣ ମଧ୍ଯ ହୃଦୟକୁ ବେଶ ଛୁଇଁ ପାରିଥିଲା। କବି ତଥା ଶିକ୍ଷକ ଦିଲିପ କୁମାର ମିଶ୍ର ଙ୍କ ଏ ଅୟୋଜନକୁ ଗ୍ରାମବାସୀ ଭୂରି ଭୂରି ପ୍ରଶଂସା କରିଥଲେ।ଶେଷରେ ଶିକ୍ଷକ ପ୍ରମାଦ କଲେତ ଙ୍କ ଧନ୍ୟବାଦ୍ ଓ ମିଷ୍ଟାନ୍ନ ବଣ୍ଟନ ପରେ ସଭା ସାଙ୍ଗ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like