-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||      ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*   (23-Jul-2026)       ||      "ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"   (23-Jul-2026)       ||      ପ୍ରଧାନ ଶିକ୍ଷକ ମାନଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ    (23-Jul-2026)       ||     

HOME   ଜିଲ୍ଲା

ସାମ୍ବାଦିକଙ୍କ ମାତୃ ବିୟୋଗ

03-Apr-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସାମ୍ବାଦିକ ସଂଘର ସଦସ୍ୟ ରବୀନ୍ଦ୍ର ହୋତାଙ୍କ ମାତା ସଂଯୁକ୍ତା ହୋତା(୬୫)ଙ୍କ ଆଜି ସକାଳେ ହଠାତ ପରଲୋକ ଘଟିଛି । ସୂଚନା ଯୋଗ୍ୟ ଯେ ବିନିକା ଏନଏସି ଅଧିନସ୍ଥ ରହିଲା ଗ୍ରାମର ବାଞ୍ଛାନିଧି ହୋତାଙ୍କ ଧର୍ମପତ୍ନୀ ସ୍ବର୍ଗତା ସଂଯୁକ୍ତା ଜଣେ ଧର୍ମପରାୟଣ ମହିଳା ଭାବେ ବେଶ ଜଣାଶୁଣା ।ଘରେ ଥିବା ବେଳେ ଅଚାନକ ତାଙ୍କ ପରଲୋକ ଖବର ଶୁଣି ପୁଅ ମହେନ୍ଦ୍ର ହୋତା,ଦେବାଶିଷ ହୋତା, ୨ଝିଅ,ନାତି,ନାତୁଣୀଙ୍କ ସମେତ ପାଖ ପଡିଶାଙ୍କ ଠାରୁ ଆରମ୍ଭ କରି ବନ୍ଧୁ ବାନ୍ଧବ ଘରକୁ ଆସି ଶେଷ ଦର୍ଶନ କରିଥିଲେ।ତାଙ୍କ ମର ଶରୀରକୁ ଏକ ଶୋଭାଯାତ୍ରାରେ ନିକଟସ୍ଥ ପାପକ୍ଷୟ ଶ୍ୱଶାନ ଘାଟକୁ ନିଆଯାଇଥିଲା ।ସେଠାରେ ବଡ଼ପୁଅ ଗୋବିନ୍ଦ ପ୍ରସାଦ ହୋତା ମୁଖାଗ୍ନି ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026
  ଜିଲ୍ଲା  
ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   24-Jul-2026
  ଜିଲ୍ଲା  
ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   24-Jul-2026
  ଜିଲ୍ଲା  
ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   24-Jul-2026

You Might Also Like