-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା କୋମନା କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ଙ୍କ ଦିନିକିଆ ଗସ୍ତ, ବୈଷ୍ଣୋ ଦେବୀ ମନ୍ଦିର ଦର୍ଶନ କରିଛନ୍ତି

03-Apr-2025



(ଡୋଲେଶ୍ୱର  ବାଗ )
ନୂଆପଡ଼ା ଜିଲ୍ଲା କୋମନା କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ଙ୍କ ଦିନିକିଆ ଗସ୍ତ କାର୍ଯ୍ୟକ୍ରମ ଯୋଗଦାନ କରିଛନ୍ତି। ତାଙ୍କ ପରିବାର ସହ ବୈଷ୍ଣୋ ଦେବୀ ମନ୍ଦିର ଦର୍ଶନ କରିଛନ୍ତି। କୋମନା ନିବାସୀ ସଦନ ତିୱାରୀ ଙ୍କ ବୈଷ୍ଣୋ ଦେବୀ ମନ୍ଦିର ଦର୍ଶନ କରିବା ସହ ମନ୍ଦିର ରେ ପୂଜା ଅର୍ଚ୍ଚନା  କରିଥିଲେ। ତାଙ୍କ ସହ ତାଙ୍କ ଧର୍ମପତ୍ନୀ କୌଶଲ୍ୟା ସାଏ, ଉତ୍ତର ବିଧାୟକ ପୁରନ୍ଦର ମିଶ୍ର ଯୋଗ ଦେଇଛନ୍ତି।  ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ, ନୂଆପଡ଼ା ଏସ ପି ଜି ରାଘବେନ୍ଦ୍ର, ଯୋଗ ଦେଇଥିବା ବେଳେ କଳାହାଣ୍ଡି ପୂର୍ବତନ ସାଂସଦ ବସନ୍ତ କୁମାର ପଣ୍ଡା, ଖରୀଆର ରୋଡ ନଗର ଅଧ୍ୟକ୍ଷା ସୋନିଆ ଜୈନ, ବିଜେପି ଜିଲ୍ଲା ସଭାପତି କମଲେଶ ଦୀକ୍ଷିତ, ଅଭିନନ୍ଦନ ପଣ୍ଡା ଯୋଗ ଦେଇଥିଲେ।  ପୁଣି ପ୍ରତ୍ୟାବର୍ତ୍ତନ କାର୍ଯ୍ୟକ୍ରମ ରହିଅଛି। ସ୍ବତନ୍ତ୍ର ହେଲିକେପ୍ଟରେ ଦିନ ୧୧ ଘଣ୍ଟା ୩୫ ମିନିଟ ରେ କୋମନା କୃଷ୍ଣା ପବ୍ଲିକ ସ୍କୁଲ ହେଲିପେଡ ରେ ଅବତରଣ କରିବା ଥିଲା କିନ୍ତୁ ସେ ୧ ଘଣ୍ଟା ୨୫ ମିନିଟ ବିଲମ୍ୱ ୧୨ ଘଣ୍ଟା ୫୫ ମିନିଟ ରେ ଅବତରଣ କରିଥିଲେ।  ସେଠାରୁ  ସଡ଼କ ମାର୍ଗ ରେ ବୈଷ୍ଣୋ ଦେବୀ ମନ୍ଦିର ପରିଦର୍ଶନ କରି ଦର୍ଶନ କରି ପୂଜା ଅର୍ଚ୍ଚନା କରିଛନ୍ତି। ଓଡ଼ିଶା ଓ ଛତିଶଗଡ଼ ରାଜ୍ୟର ସୁ ସମ୍ପକ ସ୍ଥାପନ କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like