-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ପାଇକ କତରା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଆମ ସଂସ୍କୃତି ଓ ଆମ ପରମ୍ପରା କାର୍ଯ୍ୟକ୍ରମ ଅନୁଷ୍ଠିତ

03-Apr-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
ପାପଡାହାଣ୍ଡି ବ୍ଳକ ସେମଳା  ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ପାଇକ କତରା ସରକାରୀ  ପ୍ରାଥମିକ ବିଦ୍ୟାଳୟରେ ଆମ ସଂସ୍କୃତି ଓ ଆମ ପରମ୍ପରା କାର୍ଯ୍ୟ କ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ ସେମଳା ସରପଞ୍ଚ ଟଙ୍କଧର ମାଝୀ   , ସମ୍ମାନୀୟ ଅତିଥି ରଞ୍ଜନ ମୋହନ ଖୁରା,ସୋମନାଥ ମାଝୀ,ଲିଙ୍ଗରାଜ ସାହୁ,ପଞ୍ଚାନନ ସାହୁ  , ମୁଖ୍ୟ ବକ୍ତା କୃପାଦାନ ନାଗ ଅବସର ପ୍ରାପ୍ତ ଶିକ୍ଷକ ଯୋଗଦାନ କରିଥିଲେ।   ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ ସାଗର  ବିଶେଷ ଅତିଥି ଭାବେ ମଞ୍ଚାସୀନ ଥିଲେ ।  ସଭାପତି ଓ  ବିଦ୍ୟାଳୟ ପରିଚ଼ାଳନା କମିଟି ସଭ୍ୟ ବୃନ୍ଦ ଓ ପିଲାମାନଙ୍କ ପିତାମାତା ଯୋଗଦାନ କରିଥିଲେ ।ଆଜିର କାଯ୍ୟକ୍ରମ ବିଶେଷ ଅତିଥି ଭାବେ ସି.ଆର.ସି.ସି.ପିଲା ଓ ଶିକ୍ଷକଙ୍କୁ  ଟି.ଏଲ.ଏମ ୱାର୍କ କାର୍ଯ୍ୟ,ବାର୍ଷିକ ଉତ୍ସବରେ , ଆଲୁମିନି ଛାତ୍ରମାନଙ୍କୁ ପ୍ରେରଣା ଦେଇଥିଲେ।ପ୍ରଥମରୁ ପଞ୍ଚମ ଶ୍ରେଣୀ ରୁ ୩ ଟି ଲେଖାଏଁ ପିଲାଙ୍କୁ ଚ଼ୟନ କରାଯାଇ ଥିଵା ଛାତ୍ର ଛାତ୍ରୀ ମାନଙ୍କୁ  ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା। ଆମ ସଂସ୍କୃତିର ଖେଳନା ସମୁହ ପ୍ରଦର୍ଶନ ହୋଇଥିଲା।ପିଲା ମାନଙ୍କର ଆନନ୍ଦ ପାଇଁ ବିଭିନ୍ନ ପ୍ରକାର ମୁଖା ପିନ୍ଧି ଥିଲେ ସେ ପିଲା ମାନଙ୍କ ମଧ୍ୟରେ ଅପୂର୍ବ ଆନନ୍ଦ ଲହରୀ  ଦେଖାଯାଇଥିଲା ।ସି.ଆର. ସି.ସି. ବାବୁଲାଲ  ବାର ମାସରେ ତେର ପର୍ବ ଆମ ସଂସ୍କୃତି ପାଇଁ ଓ ଜୀବନ ପାଇଁ ନିରୋଗ ରହିବା ଓ ଧାର୍ମିକ ଜୀବନ ଯାପନ ଶୈଳୀ ବାବଦରେ ଆଲୋକ ପାତକରିଥିଲେ।ଆଜିର କାର୍ଯ୍ୟକ୍ରମ ରେ ଶିକ୍ଷକ ଦୈତାରୀ ପୂଜାରୀ ମଞ୍ଚ  ପରିଚାଳନା କରିଥିଲେ।ପିତାମାତା ,ଅଭିଭାବକ,ବିଦ୍ୟାଳୟ ପରିଚାଳନା କମିଟି , ୱାର୍ଡ ମେମ୍ବର ଯୋଗଦାନ କରିଥିଲେ।  ଶେଷ ରେ ପିଲା ମାନଙ୍କ ତରଫରୁ ନୃତ୍ୟ ଓ ଗୀତ ପରିବେଷଣ ହୋଇଥିଲା ।ଏବଂ ପ୍ରଧାନ  ଶିକ୍ଷକ ଦୈତାରୀ ପୂଜାରୀ   ସମସ୍ତକୁ ଧନ୍ୟବାଦ ଅର୍ପଣ କରି ସଭା ସମାପ୍ତ ଘୋଷଣା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like