-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀ ପାଳନ କଲେ ପାରମ୍ପରିକ ପୋଷାକ ପରିଧାନ ଦିବସ *ସମ୍ମାନିତ ହେଲେ ଜିଲ୍ଲାର ୧୫ ଜଣ ବୁଣାକାର*

03-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ୱାନକ୍ରମେ ଏପ୍ରିଲ ୧, ଓଡ଼ିଶା ଦିବସରୁ ଏପ୍ରିଲ ୧୪, ଓଡ଼ିଆ ନବବର୍ଷ ଯାଏଁ ପ୍ରଥମଥର କରି ପାଳନ ହେଉଥିବା ‘ଓଡ଼ିଆ ପକ୍ଷ-୨୦୨୫’ର ତୃତୀୟ ଦିବସକୁ ପାରମ୍ପରିକ ପୋଷାକ ପରିଧାନ ଦିବସ ରୂପେ ପାଳିତ ହୋଇଛି । ଏହି ଅବସରରେ ଆମ ସ୍ୱାଭିମାନ ଓ ପରିଚୟ ବହନ କରୁଥିବା ସ୍ବଦେଶୀ ପାରମ୍ପରିକ ପୋଷାକର ପ୍ରଚାର ପ୍ରସାର ନିମନ୍ତେ ବରଗଡ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀ ଆମ ଅଞ୍ଚଳର ସମାଲପୁରୀ ପାରମ୍ପରିକ ପୋଷାକ ପରିଧାନ କରି ନିଜ ନିଜର କର୍ମକ୍ଷେତ୍ରକୁ ଓହ୍ଲାଇବା ସହ ନିଜ ମୋବାଇଲରେ ସେଲ୍ଫି ନେଇ ସୋସିଆଲ ମିଡ଼ିଆରେ ପୋଷ୍ଟ କରିଥିଲେ  ଏବଂ ହସ୍ତତନ୍ତ ପୋଷକ ପରିଧାନକୁ ଅଭ୍ୟାସରେ ପରିଣତ କରି ଆମ ବୁଣାକାର ଏବଂ ଗ୍ରାମ୍ୟ ଅର୍ଥନୀତିକୁ ଆହୁରି ସଶକ୍ତ କରିବା ସହ ସମୃଦ୍ଧ ଓଡ଼ିଶା ଗଠନରେ ଅଂଶୀଦାର ହେବାପାଇଁ ନିବେଦନ କରିଛନ୍ତି ।

ଏହିକ୍ରମରେ ହସ୍ତତନ୍ତ ପୋଷକ ପରିଧାନକୁ ଅଧିକ ଆଦୃତ କରିବା ସହ ପ୍ରଚାର ପ୍ରସାର କରିବା ପାଇଁ ସ୍ଥାନୀୟ ଟାଉନ ହଲ ଠାରେ ଉଚ୍ଚ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ପୋଷାକ ପରିଧାନ (ଫ୍ୟାନ୍ସି ଡ୍ରେସ୍) ପ୍ରତିଯୋଗିତା ଆୟୋଜିତ ହେବା ପରେ ଜିଲ୍ଲାର ସମସ୍ତ ବୁଣାକାରମାନଙ୍କୁ ନେଇ ଏକ ଆଲୋଚୋନ ଚକ୍ର ଆୟୋଜିତ କରିବା ସହ ସେମାନଙ୍କୁ ଉତ୍ସାହିତ କରିବା ପାଇଁ ଜିଲ୍ଲା ପ୍ରଶାସନ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଛି । 
ହସ୍ତତନ୍ତ ତଥା ବୟନ ଶିଳ୍ପ ବିଭାଗ ଏବଂ ଶିକ୍ଷା ବିଭାଗ ଆନୁକୁଲ୍ଯରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ପୋଷାକ ପରିଧାନ ପ୍ରତିଯୋଗିତାରେ ଭାଗ ନେଇଥିବା ବେଳେ ଜିଲ୍ଲାର ୧୫ ଜଣ ସନ୍ଥ କବି ପୁରଷ୍କାର ପ୍ରାପ୍ତ ବୁଣାକାରଙ୍କୁ ସମ୍ମାନିତ କରଯାଇଥିଲା । ସେମାନେ ହେଲେ ବରପାଲିର ଡ ସୁରେନ୍ଦ୍ର ମେହେର, ଶ୍ରୀ କ୍ଷେତ୍ର ମୋହନ ମେହେର, ଭିକାରି ମେହେର, ଦୟାଳୁ ମେହେର, ଶ୍ରୀମତୀ କଳାବତୀ ମେହେର, ସ୍ବରନାଲଟ ମେହେର, ମକରଧ୍ଵଜ ମେହେର, କାପବାରିର ଶ୍ରୀ ମୁରଲୀ ମେହେର, ଭକ୍ତରାଜ ମେହେର, ଦେବକୀ ମେହେର , ସରସରାର ରୁଷଭ ମେହେର, ଚିଚିଣ୍ଡାର ହରେକୃଷ୍ଣ ମେହେର, କଟପାଲିର ଇଶ୍ଵର ମେହେର, ବରଗଡର ଶ୍ରୀ ରାମକୃଷ୍ଣ ମେହେର ଏବଂ ଝିଲିମିଣ୍ଡାର ହାରିଲାଲ ମେହେର  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like