-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||     

HOME   ଜିଲ୍ଲା

ମହୀପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

03-Apr-2025



ତୁଷୁରା-୩/୦୪-ଗୁଡ଼ଭେଲା ବ୍ଲକ୍ ଅନ୍ତର୍ଗତ ସରକାରୀ ଆଶ୍ରମ ବିଦ୍ୟାଳୟ ମହିପୁର ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ନାଏକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ତୁଷୁରା ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭକ୍ତ ଚରଣ ଦାସ ଯୋଗଦେଇ ଉତ୍ସବକୁ ଉଦଘାଟନ କରିଥିଲେ। ମୁଖ୍ୟ ବକ୍ତା ଭାବରେ ତୁଷୁରା ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମନ୍ତ ଦାଶ, ସମ୍ମାନୀତ ଅତିଥି ଭାବରେ ସ୍ଥାନୀୟ ସିଆରସିସି ଜଗମୋହନ ତ୍ରିପାଠୀ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବିନୋଦ ଭୋଇ, ବଶିଷ୍ଠ ଶିକ୍ଷୟତ୍ରୀ ନିଲୀମା ସାହୁ ଯୋଗଦେଇ ମଞ୍ଚାସିନ ଥିଲେ । ବିଦ୍ୟାଳୟରେ ଶିକ୍ଷା ସହିତ କ୍ରୀଡ଼ା ଓ ସଂସ୍କୃତି ପ୍ରତି ସଚେତନ ଜରୁରୀ ଏହା ଉପସ୍ଥିତ ଅତିଥିଙ୍କ ବକ୍ତବ୍ୟରେ ପରିପ୍ରକାଶ ହେଉଥିଲା। ମୁଖ୍ୟବକ୍ତା ତଥା ବିଶିଷ୍ଟ କବି ତାଙ୍କ ବକ୍ତବ୍ୟକୁ କବିତା ମାଧ୍ୟମରେ ଶିକ୍ଷା ବ୍ୟବସ୍ଥାକୁ ଅତି ସୁନ୍ଦର୍ ଭାବରେ ଶୁଣାଇଥିଲେ। ବିଦ୍ୟାଳୟରେ ପୂର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା କୃତୀ ପ୍ରତିଯୋଗୀଙ୍କୁ ଅତିଥି ଗଣ ମାନପତ୍ର ସହ ମେଡାଲ ପ୍ରଦାନ କରି ପ୍ରଶଂସା କରିଥିଲେ। ଏହି ଅବସରରେ ବିଦ୍ୟାଳୟରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କୁ ମଧ୍ୟ ଉତ୍ତରୀୟ ସହ ସମ୍ବର୍ଦ୍ଧନା ପ୍ରଦାନ କରଯାଇଥିଲା। ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସହକାରୀ ଶିକ୍ଷକ ପୁରନ୍ ମେହେର ପରିଚାଳନା କରିଥିଲେ । ସହକାରୀ ଶିକ୍ଷୟତ୍ରୀ ଅନସୂୟା ପାତ୍ର ଧନ୍ୟବାଦ୍ ଜ୍ଞାପନ କରିଥିବା ବେଳେ ସହକାରୀ ଶିକ୍ଷୟତ୍ରୀ ସ୍ୱରୂପା ପାଢୀ ସହଯୋଗ କରିଥିଲେ। ପରିଶେଷରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026

You Might Also Like