-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଖେଳ

ଆଗଲପୁର ହାଇସ୍କୁଲ ପଡିଆରେ ୩୨ ତମ ଗ୍ରାମାଞ୍ଚଳ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ

18-Jan-2021



ଆଗଲପୁର, (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଆଗଲପୁର ଏଥିଲେଟିକ ଏସୋସିଏସନର ୩୨ ତମ ଗ୍ରାମାଞ୍ଚଳ ଫୁଟବଲ ଟୁର୍ନାମେଣ୍ଟ ଆଗଲପୁର ହାଇସ୍କୁଲ ପଡିଆଠାରେ ଆଜି ଅନୁଷ୍ଠିତ ହୋଇଯାଇଛି ପ୍ରଥମ ମ୍ୟାଚ ସରଗାଡ ଓ ଛଞ୍ଚାଣୀ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ଏଥିରେ ସରଗାଡ ଦଳ ଟ୍ରାଇବେକର ଜରିଆରେ ୩-୧ ଗୋଲରେ ଛଞ୍ଚାଣି ଦଳକୁ ପରାସ୍ତ କରିଥିଲା  ମୁଖ୍ୟ ଅତିଥି ଭାବରେ ଆଗଲପୁର ବିଜ୍ଞାନ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଜୟନ୍ତ ସିଂଦେଓ ସମ୍ମାନିୟ ଅଥିତି ଭାବରେ ଆଗଲପୁର ବାଳକ ହାଇ ସ୍କୁଲ ପ୍ରଧାନ ଶିକ୍ଷକ ଅନନ୍ତ କୁମାର ସାହୁ,ପୂର୍ବତନ ପ୍ରଧାନ ଶିକ୍ଷକ ବିଶ୍ୱ ରଞ୍ଜନ ତ୍ରିପାଠୀ, ଫକୀର ମୋହନ ତ୍ରିପାଠୀ,ବରିଷ୍ଠ କିରାଣି ଆଗଲପୁର ମହାବିଦ୍ୟାଳୟ,  କରୁଣା କର ପାତ୍ର, ସିଆରସିସି ରୋତ୍ ଏଥେଲେଟିକ ଏସୋସିଏସନର ସଭାପତି ଭିକାରି ଚରଣ ବାଗ,ସମ୍ପାଦକ ବ୍ୟମକେଶ ପାଠି,ପୂର୍ବତନ ଖେଳ ଶିକ୍ଷକ ଓମ କୁମାର ବାଗ,ଉପସ୍ଥିତ ରହିଥିଲେ ଖେଳକୁ ସୁରେଶ ନାଏକ, ସୁନିଲ ବାଗ,ମୁନୁ ବେହେରା,ବିଜୁ ତରିଆ ପରିଚାଳନା କରିଥିଲେ ଦିବସର ଦୃତିୟ ମ୍ୟାଚ ଇଚ୍ଛାପୁର ଓ ବିଜେପୁର ମଧ୍ୟରେ ଅନୁଷ୍ଠିତ ହୋଇଥିଲା ଏହି ମ୍ୟାଚରେ ଇଚ୍ଛାପୁର ଦଳ 1-0 ଗୋଲରେ ବିଜେପୁର ଦଳକୁ ପରାସ୍ତକରି ପ୍ରଥମ କ୍ଵାଟର ଫାଇନାଲରେ ପ୍ରବେଶ କରିଥିଲା ଟୁର୍ନାମେଣ୍ଟ ମେଣ୍ଟ ର ପ୍ରଥମ କ୍ଵାଟର ଫାଇନାଲ ସରଗାଡ ଓ ଇଚ୍ଛାପୁର ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ନିର୍ଧାରିତ ସମୟରେ କେହିକାହାରିକୁ ଗୋଲ ଦେଇପାରିନଥିଲେ ଶେଷରେ ଟ୍ରାଇବେକର ସହାୟତା ନିଆଯାଇଥିଲା  ଟ୍ରାଇବେକରରେ ଇଚ୍ଛାପୁର ଦଳ 4-3 ଗୋଲ ବ୍ୟବଧାନରେ ସରଗାଡ ଦଳକୁ ପରାସ୍ତ କରିଥିଲା ଇଚ୍ଛାପୁର ଦଳ ପ୍ରଥମ ଦଳ ଭାବରେ ଟୁର୍ନାମେଣ୍ଟରେ ସେମିଫାଇନାଲରେ ପ୍ରବେଶ କରିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like