-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ମଜଦୂର ସଂଘ ନୂଆପଡ଼ା ଶାଖା ଦ୍ଵାରା ୭୨ ତମ ପ୍ରତିଷ୍ଠା ଦିବସ ପାଳିତ   (23-Jul-2026)       ||      ମାୟାବର୍ହ। ହାଇସ୍କୁଲ ରେ ସ୍ୱାସ୍ଥ୍ୟ ପରୀକ୍ଷା   (23-Jul-2026)       ||      କୁମିଆପାଲି ଗ୍ରାମରେ ପୋଲିସ ସନ୍ତ୍ରାସ କୁ ଏସୟୁସିଆଇ (କମ୍ୟୁନିଷ୍ଟ )ପକ୍ଷରୁ ଦୃଢ଼ ନିନ୍ଦା   (23-Jul-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକଙ୍କ ବଲାଙ୍ଗୀର ଗସ୍ତ    (23-Jul-2026)       ||      ଲଗାଣ ବର୍ଷା ଯୋଗୁଁ ଭାଙ୍ଗିଲା ମାଟି ଘର କାନ୍ଥ,ଅଳ୍ପକେ ବର୍ତ୍ତିଲେ ପରିବାର ସଦସ୍ୟ   (23-Jul-2026)       ||      *କିଡନୀ ଆକ୍ରାନ୍ତ ଅଞ୍ଚଳ ପରିଦର୍ଶନ କଲେ ଏମ୍ସ ର ଉଚ୍ଚ ସ୍ତରୀୟ ଡ଼ାକ୍ତରୀ ଦଳ*- *କାରଣ ଓ ନିରାକରଣ ଉପରେ ମତ ରଖିଲେ*-   (23-Jul-2026)       ||      ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   (23-Jul-2026)       ||      କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   (23-Jul-2026)       ||      ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା    (23-Jul-2026)       ||      ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    (23-Jul-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   (23-Jul-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   (23-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   (23-Jul-2026)       ||      ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   (23-Jul-2026)       ||      ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||     

HOME   ଜିଲ୍ଲା

ଆମ ପୋଷାକ ଆମ ପରିଚୟ ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ "ସପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପୋଷାକ ପରିଧାନ ପlଇଁ ଜିଲ୍ଲାପାଳ ଙ୍କ ନିଷ୍ପତ୍ତି "

03-Apr-2025



ରାୟଗଡ(ସୁପ୍ରିୟା ଷଡଙ୍ଗୀ): ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ସ୍ଥାନୀୟ ପାରମ୍ପରିକ ପୋଷାକ ପରିଧାନ ଦିବସ ଭାବରେ ପାଳିତ ହୋଇଯାଇଛି l ଆଜି ସମସ୍ତ କର୍ମଚାରୀ ମlନେ ହସ୍ତତନ୍ତ ବୁଣା ପୋଷାକ ପରିଧାନ କରି କାର୍ଯ୍ୟରେ ଯୋଗଦାନ କରିଥିଲେ l ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନୟାକଙ୍କ ଅଧ୍ୟକ୍ଷତlରେ ସ୍ଥାନୀୟ ଚିନ୍ତନ କକ୍ଷରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା l ଏଥିରେ ମୁଖ୍ୟବକ୍ତା ଭାବରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ୱ,ଶ୍ରୀ ନିହାର ରଞ୍ଜନ କହଁର ଯୋଗଦେଇ ପାରମ୍ପରିକ ପୋଷାକ ପରିଧାନ ଓ ବୁଣାକାର ମାନଙ୍କ ଜୀବନ

ଧାରଣଲାର ମାନ ବୃଦ୍ଧି କରିବାସହ ଆଞ୍ଚଳିକ ପରିଚୟ ପରିପ୍ରକାଶ କରୁଥିବା ପ୍ରକାଶ କରିଥିଲେ l 
ସେହିପରି ସମ୍ମନିତ ଅତିଥି ଭାବରେ ଜିଏମ ଡ଼ିଅlଇସି, ରାୟଗଡ ଏବଂ ସହ ନିର୍ଦେଶକ, ହସ୍ତତନ୍ତ ବିଭାଗ, ରାୟଗଡ଼, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ବସନ୍ତ କୁମାର ପ୍ରଧାନ ସରକାରଙ୍କ ବିସ୍ତୃତ୍ୱ ଭାବରେ ସରକାରଙ୍କ ଉଦେଶ୍ୟ ବିଷୟରେ ଉପସ୍ଥାପନା କରିଥିଲେ l
ଜିଲ୍ଲାସଂକୃତି ଅଧିକାରୀ ସୁଶ୍ରୀ ସୁସ୍ମିତା ବାଉରୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ l ଏହି ବୈଠକରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ,କର୍ମଚାରୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ମଜଦୂର ସଂଘ ନୂଆପଡ଼ା ଶାଖା ଦ୍ଵାରା ୭୨ ତମ ପ୍ରତିଷ୍ଠା ଦିବସ ପାଳିତ   23-Jul-2026
  ଜିଲ୍ଲା  
ମାୟାବର୍ହ। ହାଇସ୍କୁଲ ରେ ସ୍ୱାସ୍ଥ୍ୟ ପରୀକ୍ଷା   23-Jul-2026
  ଜିଲ୍ଲା  
କୁମିଆପାଲି ଗ୍ରାମରେ ପୋଲିସ ସନ୍ତ୍ରାସ କୁ ଏସୟୁସିଆଇ (କମ୍ୟୁନିଷ୍ଟ )ପକ୍ଷରୁ ଦୃଢ଼ ନିନ୍ଦା   23-Jul-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକଙ୍କ ବଲାଙ୍ଗୀର ଗସ୍ତ   23-Jul-2026
  ଜିଲ୍ଲା  
ଲଗାଣ ବର୍ଷା ଯୋଗୁଁ ଭାଙ୍ଗିଲା ମାଟି ଘର କାନ୍ଥ,ଅଳ୍ପକେ ବର୍ତ୍ତିଲେ ପରିବାର ସଦସ୍ୟ   23-Jul-2026
  ଜିଲ୍ଲା  
*କିଡନୀ ଆକ୍ରାନ୍ତ ଅଞ୍ଚଳ ପରିଦର୍ଶନ କଲେ ଏମ୍ସ ର ଉଚ୍ଚ ସ୍ତରୀୟ ଡ଼ାକ୍ତରୀ ଦଳ*- *କାରଣ ଓ ନିରାକରଣ ଉପରେ ମତ ରଖିଲେ*-   23-Jul-2026
ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   23-Jul-2026
  ଜିଲ୍ଲା  
କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   23-Jul-2026
  ଜିଲ୍ଲା  
ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା   23-Jul-2026
  ଜିଲ୍ଲା  
ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    23-Jul-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   23-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   23-Jul-2026

You Might Also Like