-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   (23-Jul-2026)       ||      ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା    (23-Jul-2026)       ||      ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    (23-Jul-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   (23-Jul-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   (23-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   (23-Jul-2026)       ||      ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   (23-Jul-2026)       ||      ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁରରେ ଆର୍ଟ ଅଫ ଲିଭିଙ୍ଗର ଦ୍ଵିତୀୟ ହେପିନେସ୍ ପ୍ରୋଗ୍ରାମ ଅନୁଷ୍ଠିତ*

03-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ରେ ଆର୍ଟ ଅଫ ଲିଭିଙ୍ଗ ସଂସ୍ଥା ପକ୍ଷରୁ ଦ୍ଵିତୀୟ ହେପିନେସ୍ ପ୍ରୋଗ୍ରାମ ଅନୁଷ୍ଠିତ ହୋଇଯାଇଛି। ଗୁରୁଦେବ ଶ୍ରୀ ଶ୍ରୀ ରବିଶଙ୍କର ଙ୍କ ଦ୍ଵାରା ୧୯୮୧ ମସିହା ରେ ସ୍ଥାପିତ ଆର୍ଟ ଅଫ ଲିଭିଙ୍ଗ ଏବେ ସମଗ୍ର ବିଶ୍ବରେ ୧୮୦ ଟି ଦେଶରେ ଏକ୍ଟିଭ ଅଛି। ହେପିନେସ୍ ପ୍ରୋଗ୍ରାମରେ ସୁଦର୍ଶନ କ୍ରିୟା ଶିଖା ଯାଉ ଥିବା ବେଳେ ସୁଦର୍ଶନ କ୍ରିୟାର ବହୁତ କିଛି ଉପକାରିତା ଓ ଫାଇଦା ରହିଛି। ଯେପରି କି ଚିନ୍ତା, ଡର, ଉଦାସୀନତା କମ୍ କରିବା ସହ  ଏନର୍ଜି ଲେଭେଲକୁ ଏହା ବଢେଇ ଥାଏ ଏବଂ ଶୋଇବା ଚକ୍ରକୁ ଭଲ ରଖିଥାଏ ଓ ରୋଗ ପ୍ରତିଷେଧକ ଶକ୍ତିକୁ ଏହା ବଢେଇ ଥାଏ। ସୋନପୁର ଶାହ ଗେଷ୍ଟ ହାଉସରେ ଗତ ତିନି ଦିନ ଧରି ଶ୍ୟାମ ଅଗ୍ରୱାଲଙ୍କ ଅଧ୍ୟକ୍ଷତା ରେ  ହେପିନେସ ପ୍ରୋଗ୍ରାମ ଅନୁଷ୍ଠିତ ହୋଇଥିଲା। ଭାଗ୍ୟଲକ୍ଷ୍ମୀ ବେହେରା ଓ ଅଭିଷେକ ପଲ କାର୍ଯ୍ୟକ୍ରମ କୁ ସଫଳର ସହ ତୁଲାଇଥିବା ବେଳେ ଏଥିରେ ତାଙ୍କୁ ସହଯୋଗ କରିଥିଲେ ସୁଶ୍ରୀ ସଂଗୀତା ପାତ୍ର। ସ୍ଥାନୀୟ ଜଣସାଧାରଣ ଙ୍କ ସହ ସୁଦୂର ରାୟପୁରରୁ ମଧ୍ୟ କିଛି ଲୋକ ଆସି ଏଥିରେ ଅଂଶଗ୍ରହଣ କରିଥିଲେ। ଏଥିରେ ୫୧ ଜଣ ନାମ ପଞ୍ଜିକରଣ କରି ବହୁତ୍ ଉତ୍ସାହର ସହ ହାପିନେସ ପ୍ରୋଗ୍ରାମରେ ଭାଗ ନେଇଥିଲେ। ଲୋକେ ଶାନ୍ତି, ଚିନ୍ତା ମୁକ୍ତ, ଶାନ୍ତ ଓ ଉତ୍ସାହରେ ଭରପୁର ଆନନ୍ଦ ନେଇ ଥିବାର ଲକ୍ଷ୍ୟ କରା ଯାଇଥିଲା। ଭବିଷ୍ୟତରେ ଏଭଳି କାର୍ଯ୍ୟକ୍ରମ ଆହୁରି କରାଯିବାକୁ ଲୋକେ ଅନୁରୋଧ କରିଥିଲେ। କାର୍ଯ୍ୟକ୍ରମଟି ବିଶ୍ଵ ହେପିନେଷ ସପ୍ତାହ ସମୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ନିଜେ ଗୁରୁଦେବ ଶ୍ରୀ ଶ୍ରୀ ରବଶଙ୍କର ଲାଇଭ ଆସିବା ସହ ସମସ୍ତଙ୍କୁ ମାନସିକ ଶାନ୍ତି ପାଇଁ ସୁଦର୍ଶନ କ୍ରିୟା ଓ ସହଜ ସମାଧି ଧ୍ୟାନ କରିବାକୁ କହିଥିଲେ। ଲୋକଙ୍କ ଅନୁରୋଧକୁ ରକ୍ଷା କରି ଏପ୍ରିଲ୍ ମାସରେ ତୃତୀୟ ଥର ପାଇଁ  ହେପିନେସ୍ ପ୍ରୋଗ୍ରାମ ଓ ସହଜ ସମାଧି ଧ୍ୟାନ, ରଖାଯିବାର ସ୍ଥିର କରାଯାଇ ଥିବା ଆର୍ଟ ଅଫ ଲିଭିଂ ତରଫରୁ ସୂଚନା ମିଳିଛି। ଇଚ୍ଛୁକ ବ୍ୟକ୍ତି ବିଶେଷ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିବାକୁ ୭୦୦୮୧୨୬୦୭୦ ନମ୍ବରରେ ଯୋଗାଯୋଗ କରିବା ପାଇଁ ଆର୍ଟ ଅଫ ଲିଭିଂ ପକ୍ଷରୁ ସୂଚନା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   23-Jul-2026
  ଜିଲ୍ଲା  
ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା   23-Jul-2026
  ଜିଲ୍ଲା  
ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    23-Jul-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   23-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   23-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   23-Jul-2026
  ଜିଲ୍ଲା  
ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   23-Jul-2026
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026
  ଦେଶ ବିଦେଶ  
ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   22-Jul-2026
  ଜିଲ୍ଲା  
ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ   22-Jul-2026

You Might Also Like