-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା    (23-Jul-2026)       ||      ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    (23-Jul-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   (23-Jul-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   (23-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   (23-Jul-2026)       ||      ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   (23-Jul-2026)       ||      ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||      ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   (22-Jul-2026)       ||     

HOME   ଜିଲ୍ଲା

ମାରାଗୁଡା ଲୋକମହୋତ୍ସବ ତୃତୀୟ ଦିବସର ବୌଦ୍ଧିକ ଚର୍ଚ୍ଚା

03-Apr-2025



(ଡୋଲେଶ୍ୱର  ବାଗ )
ମାରାଗୁଡା ଲୋକମହୋତ୍ସବ ଅବସରରେ ଜିଲ୍ଲା ସଂସ୍କୃତି ପରିଷଦ ଓ ଜିଲ୍ଲା ପ୍ରଶାସନ, ପକ୍ଷରୁ ସ୍ଥାନୀୟ ନେସନାଲ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଆଜି ତୃତୀୟ ଦିବସରେ "ମାରାଗୁଡା ଅଞ୍ଚଳର ଐତିହ୍ୟ ଓ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ" ବିଷୟ ନେଇ ବୌଦ୍ଧିକ ଚର୍ଚ୍ଚା ଅନୁଷ୍ଠିତ ହୋଇ ଯାଇଛି। ଐତିହାସିକ ଡକ୍ଟର ଫଣିନ୍ଦମ ସିଂ ଦେଓ ଅଧ୍ୟକ୍ଷତା କରିଥିବା ବେଳେ  ବିଶିଷ୍ଟ ଅତିଥି ଭାବରେ କବି ଗାଳ୍ପିକ ରାଜ୍ୟବର୍ଦ୍ଧନ ଧଳ ମହାପାତ୍ର ଓ ସମ୍ମାନିତ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ  ଭୀମସେନ ଶବର ଯୋଗ ଦେଇଥିଲେ। ବିଷୟ ବିଶେଷଜ୍ଞ ଭାବରେ ଅବସର ପ୍ରାପ୍ତ ଅଧ୍ୟାପକ ଲୋହିତାକ୍ଷ ଯୋଶୀ, ନାଟ୍ୟକାର ଜିତେନ୍ଦ୍ର ପଟ୍ଟନାୟକ ଓ  ଗୋଷ୍ଠୀ ଶିକ୍ଷା ଅଧିକାରୀ  ହେମସାଗର ମହାନନ୍ଦ ଅଂଶ ଗ୍ରହଣ କରି ମାରାଗୁଡ଼ା ସଭ୍ୟତା ଏକ ଉନ୍ନତ ବିକଶିତ ସଭ୍ୟତା ଥିଲା ବୋଲି ମତବ୍ୟକ୍ତ କରିଥିଲେ। ନୂଆପଡ଼ାର ପ୍ରାଚୀନ ଐତିହ୍ୟର ସଂରକ୍ଷଣ ଓ ରକ୍ଷଣା ବେକ୍ଷଣ ର ଆବଶ୍ୟକତା ରହିଛି ବୋଲି ସର୍ବସମ୍ମତି ମତ ପ୍ରକାଶ ପାଇଥିଲା। ଗୋଷ୍ଠୀ ଶିକ୍ଷା ଅଧିକାରୀ ହେମସାଗର ମହାନନ୍ଦ କାର୍ଯ୍ୟକ୍ରମର ସଂଯୋଜନା କରିଥିବା ବେଳେ ସୁରଜିତ ସିଂ ମହରଥା ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା   23-Jul-2026
  ଜିଲ୍ଲା  
ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    23-Jul-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   23-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   23-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   23-Jul-2026
  ଜିଲ୍ଲା  
ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   23-Jul-2026
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026
  ଦେଶ ବିଦେଶ  
ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   22-Jul-2026
  ଜିଲ୍ଲା  
ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ   22-Jul-2026
  ଜିଲ୍ଲା  
ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   22-Jul-2026

You Might Also Like