-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଗୁଣ୍ଡୁରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଅବ୍ଯବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ

04-Apr-2025



ଭବାନୀପାଟଣା(ଜଗନ୍ନାଥ ନାଏକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ ଗୁଣ୍ଡରୀ ପଞ୍ଚାୟତରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଭିନ୍ନ ପ୍ରକାରର ଅନିୟମିତତା ହୋଇଥିବା ନେଇ ସରପଞ୍ଚ, ବିଦ୍ୟାଳୟ ପରିଚାଳନା କମିଟି ପ୍ରମୂଖ ଜିଲାପାଳଙ୍କୁ ଅଭିଯୋଗ କରିବାର ଦୁଇ ମାସରୁ ଉର୍ଦ୍ଧ ହୋଇଥିଲେ ବି ଜିଲ୍ଲାପ୍ରଶାସନ ପକ୍ଷରୁ କିଛି ପଦକ୍ଷେପ ନିଆ ଯାଉ ନଥିବାରୁ ଅଞ୍ଚଳର ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅଭିଯୋଗରେ ଦର୍ଶାଇଛନ୍ତି ଯେ ଚଳିତ ଶିକ୍ଷା ବର୍ଷକୁ ୨୦୨୪-୨୫  ରେ ପ୍ରତି ଛାତ୍ର ପିଛା ଗଣ ବେଶ ବାବଦକୁ ୧ ହାଜର ଟଙ୍କା ହିସାବରେ ୨୭୦ ଜଣ ଛାତ୍ରଛାତ୍ରୀ ମାନଙ୍କ ପାଇଁ ୨ ଲକ୍ଷ ୭୦ହଜାର ଟଙ୍କା ସରକାରଙ୍କ ତରଫରୁ ପ୍ରଧାନ ଶିକ୍ଷକଙ୍କୁ ହସ୍ତଗତ ହୋଇଛି। ପ୍ରଧାନଶିକ୍ଷକଙ୍କୁ ହସ୍ତଗତ ପରେ ବିଦ୍ୟାଳୟ ପରିଚାଳନାର ରେଜୁଲେସନ କରାଯାଇ ପୋଷାକ ବଣ୍ଟନ ବ୍ୟବସ୍ଥା ଥିଲେ ବି କମିଟିର ସହମତି ନ ନେଇ ପ୍ରଧାନ ଶିକ୍ଷକ ମନମୁଖୀ ଭାବେ ପୋଷାକ କ୍ରୟ କରି ୧୬୦ଜଣ ପିଲାଙ୍କ ପୋଷାକ ବଣ୍ଟନ କରିଛନ୍ତି। ଅବଶିଷ୍ଟ ଛାତ୍ରଛାତ୍ରୀଙ୍କ ପୋଷାକ ବାବଦ ଅର୍ଥ ଚଳୁ କରି ଦେଇଥିବା ଅଭିଯୋଗ ହୋଇଛି।ବିଦ୍ୟାଳୟର ଉନ୍ନତି ପାଇ ଆସୁଥିବା ଅନୁଦାନ ସରପଞ୍ଚ, ସ୍ଥାନୀୟ ଲୋକ ପ୍ରତିନିଧି, ବିଦ୍ୟାଳୟ ପରିଚାଳନା କମିଟିକୁ ନ ଜଣାଇ ସମସ୍ତ ଅର୍ଥ ଖର୍ଚ୍ଚ କରାଯାଇଛି। ପ୍ରତିଦିନ ବିଦ୍ୟାଳୟ ଛାତ୍ର ଉପସ୍ଥାନ ଯାହା ଥାଏ। ତାର ଦୁଇ ଗୁଣରୁ ଅଧିକ ଛାତ୍ରଛାତ୍ରୀ ଉପସ୍ଥିତ ଥିବା ମେସେଜ୍ ପଠାଯାଇ ମଧ୍ୟାହ୍ନ ଭୋଜନ ବାବଦ ଅର୍ଥ ହଡ଼ପ କରୁଥିବା ଅଭିଯୋଗ ହୋଇଛି। ପ୍ରଧାନ ଶିକ୍ଷକ ବିଦ୍ୟାଳୟକୁ ଠିକ୍ ସମୟରେ ଆସନ୍ତି ନାହିଁ ପ୍ରତି ସୋମବାର ବିଦ୍ୟାଳୟ ରେ ଅନୁପସ୍ଥିତ ରହନ୍ତି ବୋଲି ଜିଲା ଶିକ୍ଷା ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଶିକ୍ଷା ବିଭାଗ ତରଫରୁ କୌଣସି କାର୍ଯାନୁଷ୍ଠାନ ବଦଳ ରେ ପ୍ରଧାନ ଶିକ୍ଷକଙ୍କୁ ଘଣ୍ଟ ଘୋଡାଇ ଥିବା ଅଭିଯୋଗ ହୋଇଛି।ବିଦ୍ୟାଳୟର ସମସ୍ଯାର ସମାଧାନ ସହ ପ୍ରଧାନ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରି ନୁତନ ପ୍ରଧାନ ଶିକ୍ଷକଙ୍କୁ ନିଯୁକ୍ତି ଦେବା ପାଇଁ ଦାବୀ କରିଥିଲେ । ଦାବୀ କରିବାର ଦୁଇ ମାସରୁ ଉର୍ଦ୍ଧ ହୋଇଥିଲେ ବି କୌଣସି ସମାଧାନ ହୋଇ ପାରି ନଥିବାରୁ ଅଭିଭାବକ ମହଲରେ ଅସନ୍ତୋଷ ବୃଦ୍ଧି ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like