-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବିବେକାନନ୍ଦ ଉଚ୍ଚ ବିଦ୍ୟାପୀଠ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ଶୁଭାରମ୍ଭ

04-Apr-2025



କଳାହାଣ୍ଡି(ଜଗନ୍ନାଥ ନାଏକ): କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ସଦର ମହକୁମା କୁଟ୍ରୁଖମାର ଗ୍ରାମ ପଞ୍ଚାୟତରେ ଥିବା ବିବେକାନନ୍ଦ ଉଚ୍ଚ ବିଦ୍ୟାପୀଠରେ ଉତ୍କଳ ଦିବସ ପାଳନ କରିବା ତତ ସାଙ୍ଗେ ସରକାରଙ୍କ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ଙ୍କୁ ମଧ୍ୟାହ୍ନ ଭୋଜନର ଶୁଭାରମ୍ଭ କରାଯାଇଥିଲା । ଏହି ପୋଷଣ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପାର୍ଥିବ ଖଡିକର, ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟିର ସଦସ୍ୟ ମଞ୍ଜୁର ଅଲ୍ଲୀ ଖାଁ, ସହ ଶିକ୍ଷକ ବସନ୍ତ କୁମାର ମିଶ୍ର, ଦିଲୀପ କୁମାର

ଜେଠି, ସନ୍ଧ୍ୟାରାଣି ପଣ୍ଡା, ବିରେନ୍ଦ୍ର କୁମାର ନାଏକ, ପ୍ରତାପ କୁମାର ରଥ ଓ ପିଟି ଶିକ୍ଷକ ସୁବାସ ନାଗ ସହ ବିଦ୍ୟାଳୟର ସମସ୍ତ ସହକର୍ମୀ ଉପସ୍ଥିତ ରହି ଆଜିର ଉତ୍କଳ ଦିବସ ପାଳନରେ ସହଯୋଗ କରିବା ସହିତ, ମୁଖ୍ୟମନ୍ତ୍ରୀ ପୋଷଣ ଦିବସ ଯୋଜନାର ଶୁଭାରମ୍ଭ ରେ ସହଯୋଗ କରି ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ପୋଷଣ ଯୁକ୍ତ ଖାଦ୍ୟ ବଣ୍ଟନ କରାଗଲା । ଏହି ପରିପେକ୍ଷୀରେ ଆମର ଯେଉଁ ନୂତନ ସରକାର ଯେଉଁଭଳି ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ ପୋଷଣ  ଯୋଜନା ନବମ ଓ ଦଶମ ଶ୍ରେଣୀ ଛାତ୍ରଛତ୍ରୀମାନଙ୍କୁ ମଧ୍ୟାନ ଭୋଜନ ର ଶୁଭାରମ୍ଭ କଲୁ ଆଉ ସରକାରଙ୍କ ନିର୍ଦ୍ଦେଶ ମତେ ଆମେ ସପ୍ତାହକୁ ୩ ଦିନ ଗୋଟିଏ ଲେଖା ଅଣ୍ଡା ଦେବା ଏବଂ ସପ୍ତାହକୁ ୩ ଦିନ ଗୋଟିଏ ଲେଖା ପୁଷ୍ଠିକର ଯୁକ୍ତ ମାଣ୍ଡିଆ ଲଡ୍ଡୁ ଦେବା ପାଇଁ ସ୍ଥିରରହିଛି। ଏବଂ ଆମେ  ସରକାରଙ୍କ ଗାଇଡ଼ଲାଇନ ଅନୁସାରେ ଛାତ୍ର ଛାତ୍ରୀମାନଙ୍କୁ ମଧ୍ୟାନ

ଭୋଜନର ବ୍ୟବସ୍ଥା କରିଥାଉ ଆଉ ନବମ ଦଶମ ଶ୍ରେଣୀ ଛାତ୍ର ଛାତ୍ରୀମାନଙ୍କୁ ସରକାର ଯୋଉ ମଧ୍ୟାନ ଭୋଜନର ବ୍ୟବସ୍ଥା କଲେ ସେଥି ପାଇଁ ଛାତ୍ରଛାତ୍ରୀ ମାନେ ବହୁତ ଖୁସି ଅଛନ୍ତି ତତ ସଂଗେ ସଂଗେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନେ ବହୁତ ଖୁସି ଅଛନ୍ତି ବୋଲି ପ୍ରକାଶ କରିଛନ୍ତି । ଶେଷରେ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ପାର୍ଥିବ ଖଡ଼ିକର ସମସ୍ତ ସହ ଶିକ୍ଷକ, ବିଦ୍ୟାଳୟ ଉନ୍ନୟନ କମିଟିର ସଦସ୍ୟ ମାନଙ୍କୁ ଧନ୍ୟବାଦ୍ ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like