-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ପାଟଣେଶ୍ୱର ମନ୍ଦିର ଗମ୍ଭିରା ଘର ଚୁନ ପଥର ଖସୁଛି; ଦେବାଳୟ ସୁରକ୍ଷା କମିଟି ଉପଜିଲ୍ଲାପାଳଙ୍କୁ ଦାବି ଜଣାଇଲେ

04-Apr-2025



ବଲାଙ୍ଗିର:  ଦେବାଳୟ ଏବଂ ଐତିହ୍ୟ ସୁରକ୍ଷା କମିଟି ବଲାଙ୍ଗିର ଜିଲ୍ଲାର ପାଟଣା ରାଜ୍ୟର ଇଷ୍ଟଦେବୀ ମାଁ ପାଟଣେଶ୍ୱରୀ ମନ୍ଦିର ଗର୍ଭଗୃହ ରେ ଚୁନ ପଥର ଖସୁଥିବାରୁ ଏହା ଜିଲ୍ଲା ପାଇଁ ଅଶୁଭ ସଂକେତ ଓ ଭକ୍ତଙ୍କ ମନରେ ଅଶାନ୍ତି ପ୍ରକଟ ହେଉଥିବାରୁ ଦେବାଳୟ ସୁରକ୍ଷା କମିଟିର ସଭାପତି ଜୟକୃଷ୍ଣ ମିଶ୍ରଙ୍କ ନେତୃତ୍ୱରେ  ଉପ-ଜିଲ୍ଲାପାଳ ଆଲୋକ କୁମାର ପଟେଲଙ୍କ ୪ ଦଫା ଦାବି ପ୍ରଦାନ କରିଥିଲେ ତଥା ଉନ୍ନତିକରଣ ପାଇଁ ଗତ ଜାନୁୟାରୀ ତା.୦୩.୦୧.୨୦୨୪ ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଭିତିପ୍ରସ୍ତର ସ୍ଥାପନ ହୋଇଥିଲା । ମାଁ ପାଟଣେଶ୍ୱରୀ ମନ୍ଦିର ଉନ୍ନତିକରଣ ପାଇଁ ଅଟକଳ ୧ କୋଟି ୧୨ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର ହୋଇଥିବା ବେଳେ ଭକ୍ତ ଓ ଲୋକଙ୍କ ଦାବିରେ ପ୍ରଶାସନ ଡିପିଆର ପ୍ରସ୍ତୁତ କରି ମାଁ ପାଟଣେଶ୍ୱରୀ ମନ୍ଦିର ର ଯଜ୍ଞ ମଣ୍ଡପ, ରୋଷେଇଶାଳା, ଭୋଗ ମଣ୍ଡପ, ସବାୟତ ପାଇଁ ବିଶ୍ରାମ ଗୃହ, ସୌନ୍ଦର୍ଯ୍ୟକରଣ ଓ ପରିକ୍ରମା ପ୍ରକଳ୍ପ ଓ ମୁଖ୍ୟ ଗେଟ ଡିପିଆର ରେ ସ୍ଥାନ ପାଇଥିଲା । ଏକ ବର୍ଷରୁ ଉର୍ଦ୍ଧ୍ୱ ହୋଇଯିବ ମୁଖ୍ୟ ଗେଟ ନିର୍ମାଣ କରି ଓ ମନ୍ଦିରର ପାଶ୍ୱର୍ରେ କାର୍ଯ୍ୟ ଚାଲିଥିବା ବେଳେ ଡିପିଆର ସମ୍ପୁର୍ଣ୍ଣ ବଦଳି ଯାଇଛି । ମନ୍ଦିରର ସୌନ୍ଦର୍ଯ୍ୟକରଣ ଅଧାପନ୍ତରିଆ ହୋଇ କାର୍ଯ୍ୟ ଚାଲିଛି । ଡିପିଆର ସମ୍ପୁର୍ଣ୍ଣ ବଦଳାଇ ଦେଇଥିବାରୁ ଭକ୍ତଙ୍କ ମନରେ ଅସନ୍ତୋଷ ପ୍ରକାଶ ହୋଇଥିଲା । ମାଁ ପାଟଣେଶ୍ୱରୀ ମନ୍ଦିର ମୁଖ୍ୟ ଗମ୍ଭିରାଘର ରେ ଚୁନ, ପଥର ଦେବୀ ଙ୍କ ପ୍ରତିମୃତି ଉପରେ ଖସୁଥିବା ବେଳେ ଏହା ପ୍ରଶାସନ ଦୃଷ୍ଟି ଦେବା ପାଇଁ ଦାବି କରୁଛୁ । ମାଁ ପାଟଣେଶ୍ୱରୀ ଦେବୀଙ୍କ ଗମ୍ଭିରା ଘରେ ଚୁନ ପଥର ଖସୁଥିବା ବେଳେ ମରାମତି ପାଇଁ ଦାବି, ମନ୍ଦିର ନିର୍ମାଣ ୧୮୭୨ ମସିରେ ୨୦୨୫ ଯାଏ ଏ ଯାଏଁ ଗମ୍ଭିରା ଘର ମରାମତି ମରାଯାଇନାହିଁ । ଆଗକୁ ବର୍ଷା ଅଛି, ମନ୍ଦିର ବିପଦମୁଖ ଅବସ୍ଥାରେ ଏହାକୁ ମରାମତି କରିବାକୁ ଦାବି, ୨୦୨୩ ରେ ଡିପିଆର ତିଆରି ହୋଇଥିବା କାର୍ଯ୍ୟକରାଯାଉ ଆମର ଦାବି, ମାଁ ପାଟଣେଶ୍ୱରୀ ମନ୍ଦିର ୧୫୦ ବର୍ଷ ପୁର୍ତି ଅବସରେ ବଲାଙ୍ଗିର ସହରର ପ୍ରବେଶ ଦ୍ୱାରରେ ମୁଖ୍ୟ ଗେଟ ନିର୍ମାଣ କରିବା ପାଇଁ

ଦାବି । ଉପ-ଜିଲ୍ଲାପାଳଙ୍କ ଆଲୋଚନା କରି ଦାବି ଗୁଡିକୁ କମିଟି ସଦସ୍ୟମାନେ ଜଣାଇଥିଲେ । ଉପଜିଲ୍ଲାପାଳ ପ୍ରତିଶୃତି ଦେଇଥିଲେ ରତ୍ନତତ୍ୱ ବିଭାଗ ଏବଂ କମିଟି ଗଠନ ହୋଇ ଏ ଉପରେ ଉଚିତ ପଦକ୍ଷେପ ନିଆଯିବ । ବଲାଙ୍ଗିର ସହରର ୯ ଗୋଟି ମନ୍ଦିର ଉନ୍ନତି ସକାଶେ ଏବଂ ଐତିହ୍ୟ କିତ୍ତି ସାଇନବୋର୍ଡ ଲଗାଯିବ ଏବଂ ଦେବୋତ୍ତର ବିଭାଗ ତରଫରୁ ମନ୍ଦିର ଐତିହ୍ୟ ପୁସ୍ତକଟି ପ୍ରକାଶିତ ହେବ । ଭକ୍ତମାନେ ଦେଉଥିବା ଅନୁଦାନ ମନ୍ଦିରରେ ସୂଚନା ବୋର୍ଡ ଲଗାଯିବ ଏବଂ ମନ୍ଦିର ସୁରକ୍ଷା ପାଇଁ ତଦାରଖ କମିଟି ଗଠନ କରାଯିବା ପାଇଁ ପ୍ରତିଶୃତି ଦେଇଛନ୍ତି । ନାଗରିକ କମିଟିର ସଂପାଦକ ମଧୁସୁଦନ ନାୟକ, ଶମ୍ଭୁ ପ୍ରସାଦ ଶତପଥି, ରିଣ୍ଟୁ ସାହୁ, ପ୍ରଶାନ୍ତ ମହାକୁର, ପ୍ରଶନ୍ନ ମିଶ୍ର, ନରେନ୍ଦ୍ର କବାଟ, ସୁରେନ୍ଦ୍ର ନେଗୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like