-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ରାମ ନବମୀ ଉତ୍ସବ କମିଟି ରାୟଗଡ ତରଫରୁ ସାମ୍ବାଦିକ ସମ୍ମିଳନୀ

04-Apr-2025



ରାୟଗଡ (ସୁପ୍ରିୟା ଷଡଙ୍ଗୀ): ରାୟଗଡ ସହରରେ ପ୍ରତି ବର୍ଷ ବଡ଼ ଧୁମଧାମରେ ଶ୍ରୀ ରାମ ନବମୀ ଉତ୍ସବ ପାଳନ ହୁଏ । ସେହିପରି ଚଳିତ ବର୍ଷ ୬ ତାରିଖ ରେ ଏହି ପବିତ୍ର ଉତ୍ସବ ପାଳନ ବଡ଼ ଆଡମ୍ବର ରେ ପାଳନ କରିବା ନେଇ କମିଟି ତରଫରୁ ସ୍ଥାନୀୟ ମା ମଝିଘରିଆଣି ମନ୍ଦିର ପ୍ରାଙ୍ଗଣରେ ଥିବା ଉଦ୍ୟାନ  ଠାରେ ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଥିଲେ । ଆସନ୍ତା ୬ ତାରିଖ ରେ ସକାଳ ଠିକ ୯.୩0 ରେ ରାମ ଜନ୍ମଉତ୍ସବ ଶୋଭାଯାତ୍ରା ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ପାଖ ଶ୍ରୀରାମ ମନ୍ଦିର ଠାରୁ  ବାହାରି ମୁଖ୍ୟ ବଜାର ଦେଇ କପିଳାସ ହୋଟେଲ ଛକ ଦେଇ ଜ୍ୟୋତି ମହଲ ଛକ ରେ ଥିବା ଶ୍ରୀ ଭେଙ୍କଟସ୍ୱର ସ୍ୱାମୀ ମନ୍ଦିର ଠାରେ ସମାପ୍ତ ହେବ। ଉକ୍ତ ସ୍ଥାନରେ ସମସ୍ତ ଶ୍ରଦ୍ଧାଳୁ ମାନଙ୍କ ପାଇଁ ପ୍ରସାଦ ସେବନ ବ୍ୟବସ୍ଥା ହୋଇଥିବା ସୂଚନା ମିଳିଛି।ତେବେ ଏହି ଶୋଭାଯାତ୍ରା ରେ ୩୫ ଗୋଟି କୀର୍ତ୍ତନ ମଣ୍ଡଳୀ, ଜିଲ୍ଲା ର ଅନେକ ସାଧୁ ସନ୍ଥ , ରାମ ସେନା , ଶ୍ରୀ ରାମ ଝାଙ୍କି, ବିଭିନ୍ନ ହିନ୍ଦୁ ସଂଘଠନ, ବିଭିନ୍ନ ଜାତି ସମାଜ, ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଛାତ୍ର ଛାତ୍ରୀ ଓ ବିଭିନ୍ନ ନୃତ୍ୟ ମଣ୍ଡଳୀ ଯୋଗ ଦେବା ସହ ସହରର ଏବଂ ଆଖ ପାଖ ଅଞ୍ଚଳରୁ ହଜାର ହଜାର ଭକ୍ତ ଶୋଭାଯାତ୍ରାରେ ସାମିଲ ହେବା ର କାର୍ଯ୍ୟକ୍ରମ ରହିଛି । ଶୋଭାଯାତ୍ରା ର ମୁଖ୍ୟ ଆକର୍ଷଣ ବବିଲି ରୁ ଆସିଥିବା ପ୍ରଭୁ ଶ୍ରୀରାମ ଙ୍କ ଦରବାର ଏବଂ ଚିତ୍ରକୂଟ ରୁ ଆସିଥିବା ପ୍ରଭୁ ଶ୍ରୀରାମ ଙ୍କ ପାଦୁକା ଏକ ରଥ ରେ ସହର ପରିକ୍ରମା କରିବାପାଇଁ ଏବଂ ଏହି ରଥ କୁ ମାତୃଶକ୍ତି ମାନଙ୍କ ଦ୍ୱାରା ଟାଣିବା ପାଇଁ ବ୍ୟବସ୍ଥା କରାଯାଇଥିବା ସୂଚନା ମିଳିଛି। ତେବେ ରାମ ନବମୀ ଉତ୍ସବ ପାଇଁ ସମ୍ପୂର୍ଣ ସହର କୁ ଭଗବା ରଙ୍ଗ ରେ ସଜା ଯାଇଛି। ଶାନ୍ତି ଶୃଙ୍ଖଳା ରକ୍ଷ୍ୟା କରିବା ପାଇଁ କମିଟି ତରଫରୁ  ସ୍ବେଛାସେବୀ ମାନଙ୍କୁ ଦାୟିତ୍ୱ ଦିଆଯାଇଛି ଏବଂ ଏହି କାର୍ଯ୍ୟକ୍ରମ ରେ ସହଯୋଗ କରିବା ପାଇଁ ପ୍ରଶାସନ କୁ କମିଟି ତରଫରୁ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସହଯୋଗ ମଗା ଯାଇଛି।ତେବେ ଏହି ସାମ୍ବାଦିକ ସମ୍ମିଳନୀ ରେ ରାମ ନବମୀ ଉତ୍ସବ କମିଟି ତରଫରୁ ଶ୍ୟାମ କୁମାର ଦାଶ, ବିଦ୍ୟା ଭୂଷଣ ପଣ୍ଡା, ଅଜୟ କୁମାର ଚୂଲେଟ, ରାଜେଶ ନାଇଡ଼ୁ ଏବଂ ରାମ କୃଷ୍ଣ ପାଣିଗ୍ରାହୀ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like