-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||     

HOME   ଜିଲ୍ଲା

ୟୁଫୋରିଆ-୨୦୨୫ ରେ ପୁଣି ଚମକିବ ରେଡିଏନ୍ସ ଶିକ୍ଷାନୁଷ୍ଠାନ

04-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ସହର ସ୍ଥିତ ରେଡିଏନ୍ସ ଶିକ୍ଷାନୁଷ୍ଠାନରେ ଆସନ୍ତା ତା.୦୯.୦୪.୨୦୨୫ ରିଖ ଓ  ତା.୧୦.୦୪.୨୦୨୫ ରିଖ ଦୁଇଦିନ ଧରି ଅନୁଷ୍ଠିତ ହେବାକୁ ଥିବା ବାର୍ଷିକଉତ୍ସବ ଓ ଦଶମ ପ୍ରତିଷ୍ଠା ଦିବସର ପ୍ରସ୍ତୁତି ବୈଠକ ଚେୟାରମେନ ଶ୍ରୀ ଅଜିତ କୁମାର ମେହେର ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ଘନଶ୍ୟାମ ମେହେର, ଅନୁଷ୍ଠାନର  ଏକାଡେମିକ ଡାଇରେକ୍ଟର ଗୋବିନ୍ଦ ମେହେର, ଆଡମିନିଷ୍ଟ୍ରେଟିଭ ଡାଇରେକ୍ଟର ନେତ୍ରମଣୀ ମେହେର, ଉପାଧ୍ୟକ୍ଷ ସଞ୍ଜୟ ବାରିକ,ସ୍କୁଲର ଅଧ୍ୟକ୍ଷା ଶ୍ରୀମତୀ ମୋହିନୀ ମେହେର,ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଶିକ୍ଷକ,ଶିକ୍ଷୟତ୍ରୀ,ଛାତ୍ର ଛାତ୍ରୀ ତଥା ଅନୁଷ୍ଠାନର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ଚେୟାରମେନ ଶ୍ରୀ ମେହେର କିପରି ଶାନ୍ତି ଶୃଙ୍ଖଳାରେ ବାର୍ଷିକ ଉତ୍ସବ ସମାହିତ ହେବ ସେନେଇ କର୍ମଚାରୀ ମାନଙ୍କୁ ଦିଗଦର୍ଶନ ପ୍ରଦାନ କରିବା ସହ ଅଧ୍ୟକ୍ଷ ସମସ୍ତ କର୍ମଚାରୀଙ୍କୁ ଦାୟିତ୍ଵ ବଣ୍ଟନ କରିଥିଲେ । ଅଧ୍ୟକ୍ଷ ଶ୍ରୀ ମେହେର ସମସ୍ତ ଅଭିଭାବକ ତଥା ଜନସାଧାରଣଙ୍କୁ  ରେଡିଏନ୍ସ ପରିବାର ତରଫରୁ ସାଦର ନିମନ୍ତ୍ରଣ କରିଛନ୍ତି । ଶେଷରେ ଓଡ଼ିଆ ଅଧ୍ୟାପକ ପ୍ରଫୁଲ୍ଲ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଉତ୍ସବ ରେ ଛାତ୍ରଛାତ୍ରୀ ମାନେ ନୃତ୍ୟ ,ସଙ୍ଗୀତ ତଥା କ୍ଷୁଦ୍ର ନାଟକ ପ୍ରଦର୍ଶନ ପାଇଁ ଜୋରଦାର ପ୍ରସ୍ତୁତି ରେ ଲାଗି ପଡ଼ିଛନ୍ତି। ମୁଖ୍ୟ ଅତିଥି ଭାବେ ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସନତ କୁମାର ଗଡତୀୟା, ସମ୍ମାନିତ ଅତିଥି ଶ୍ରୀଯୁକ୍ତ ପ୍ରମୋଦ ଅଗ୍ରୱାଲ ସଭାପତି ରୋଟାରୀ କ୍ଲବ ବରଗଡ, ମୁଖ୍ୟବକ୍ତା ପ୍ରଫେସର ରେବନ୍ତ କୁମାର ମେହେର ଅବସର ପ୍ରାପ୍ତ ଓଡ଼ିଆ ପ୍ରାଧ୍ୟାପକ ଯୋଗଦାନ କରିବେ ବୋଲି ସମ୍ମତି ପ୍ରଦାନ କରିଛନ୍ତି ବୋଲି ଅନୁଷ୍ଠାନର ଉପାଧ୍ୟକ୍ଷ ଶ୍ରୀ ବାରିକ ଆମ ଜିଲ୍ଲା ପ୍ରତିନିଧିଙ୍କୁ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026

You Might Also Like