-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||     

HOME   ଜିଲ୍ଲା

କଦଳୀ ବଗିଚାରୁ ପାଣି ମୋଟର ଚୋରି ଥାନା ରେ ଅଭିଯୋଗ

04-Apr-2025



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ)ବଲାଙ୍ଗୀର ଜିଲ୍ଲା ବେଲପଡ଼ା ଥାନା ଅନ୍ତର୍ଗତ ପର୍ଲିମାଲ ରେ ଏକ ଚାଷୀ ଙ୍କ ମୋଟର ଚୋରି ହେଇଥିବା ଜଣା ପଡ଼ିଛି । ସୂଚନା ଯୋଗ୍ୟ ଯେ , ଆଲୋକ ପାଣିଗ୍ରାହୀ ଙ୍କ ପର୍ଲିମାଲ ରେ ଏକ ବଗିଚା ଅଛି ଓ ସେଠୀ ସେ କଦଳୀ , କଖାରୁ ଏବଂ ଅନ୍ୟାନ୍ୟ ପନିପରିବା ଚାଷ କରିଛନ୍ତି । ଏହି ସବୁ ଚାଷ ରେ ପାଣି ମଡେଇବା ପାଇଁ ନିଜସ୍ବ ଖର୍ଚ୍ଚ ରେ  ଏକ  ବୋରେୱେଲ ଖନନ କରିଥିଲେ ଏବଂ ସେଠୀ ଏକ ୧.୫ ଏଚ.ପି ର ଏକ ମୋଟର ଲଗାଇଥିଲେ । କିନ୍ତୁ ଗତ କାଲି ରାତି ରେ କିଛି ଦୁର୍ବୃତ ଆସି ସେଠିକାର ମୋଟର , ମୋଟର ତାର , ପେନାଲ ବୋର୍ଡ ଆଦି ଚୋରି କରି ନେଇଛନ୍ତି । ଶ୍ରୀ ପାଣିଗ୍ରାହୀ ଙ୍କ କହିବା ଅନୁଯାୟୀ , ସେ ବହୁତ କଷ୍ଟ ରେ ବୋର୍ ଖନନ କରିଥିଲେ , ଏବଂ ନୂତନ ମୋଟର କିଣିବା ଏବେ ତାଙ୍କ ପକ୍ଷେ ସମ୍ଭବ ନୁହଁ, କିନ୍ତୁ ଗଛ ରେ ପାଣି ନ ଦେଲେ ସମସ୍ତ ଗଛ ମରିଯିବ ଓ ତାଙ୍କ ଏତେ ଦିନର ପରିଶ୍ରମ ବୃଥା ହେଇଯିବ ବୋଲି ଜଣାଇଛନ୍ତି । ସେ ଜଣେ ସାମ୍ବାଦିକ ମଧ୍ୟ ତାଙ୍କ ସାମ୍ବାଦିକ କାମ ସହିତ ଚାଷ କାମରେ ନିଜକୁ ନିୟୋଜିତ କରୁଥିଲେ,ଏହା ଉପରେ ସେ ବିହିତ ପଦକ୍ଷେପ ନେବା ପାଇଁ ବେଲପଡ଼ା ଥାନା ରେ ଏକ ଲିଖିତ ଅଭିଯୋଗ କରିଛନ୍ତି ।ପୋଲିସ ଘଟଣା କୁ ଗୁରୁତର ସହ ନେଇ ଅଭିଯୁକ୍ତ କୁ ଧରିବାକୁ ଅନୁରୋଧ କରିଛନ୍ତି, ଏ ବିଷୟରେ ଦରକାର ହେଲେ ଜିଲ୍ଲା ଆରକ୍ଷୀ ଅଧିକାରୀ ମଧ୍ୟ ସାକ୍ଷାତ କରିବେ ବୋଲି କହିଛନ୍ତି. ସାମ୍ବାଦିକ ଜୀବନ ପରେ ଚାଷୀ ହିସାବରେ ପାଣି ମୋଟର ର କେତେ ଗୁରୁତ୍ୱ ତାହା ସେ ଜାଣି ପାରି ଆଗକୁ କୌଣସି ଚାଷୀ କ୍ଷେତ୍ରରେ ନ ଘଟୁ ତେଣୁ ଏହାର ପର୍ଦାଫାଶ ନିହାତି ଦରକାର ବୋଲି ଶ୍ରୀ ପାଣିଗ୍ରାହୀ କହିଛନ୍ତି.


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026

You Might Also Like