-+91-9937148622 |

prerana_bgr@rediffmail.com |

  Sunday 19th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   (18-Jul-2026)       ||      ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   (18-Jul-2026)       ||      *ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   (18-Jul-2026)       ||      ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   (18-Jul-2026)       ||      ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   (18-Jul-2026)       ||      ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||     

HOME   ଜିଲ୍ଲା

ମନରେଗା ମହାଦୁର୍ନୀତି, ଦିଲ୍ଲୀରେ ଗର୍ଜିଲେ ସାଂସଦ ପ୍ରଦୀପ ପୁରୋହିତ

04-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଓଡ଼ିଶାରେ ମନରେଗାରେ ମହାଦୁର୍ନୀତି । ମନରେଗା ମହାଘୋଟାଲାର ତଦନ୍ତ ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ବିଜୁ ଜନତା ଦଳ ସରକାର ସମୟରେ ରାଜ୍ୟରେ ମନରେଗା ଯୋଜାନରେ କୋଟି କୋଟି ଟଙ୍କାର ବ୍ୟାପକ ହେରଫେର ହୋଇଛି । ନିଜ ମନ ମୁତାବକ କେନ୍ଦ୍ର ସରକାରଙ୍କ ଏହି ଯୋଜନାକୁ ମୋଡ଼ି ମୋକଛି ଦେଇଥିଲେ ନବୀନ ସରକାର । ଏହାର ବଡ଼ ଧରଣର ତଦନ୍ତ ଦାବି କଲେ ବରଗଡ଼ ସାଂସଦ । ଏନେଇ ଏକ ଉଚ୍ଚସ୍ତରୀୟ ଯାଞ୍ଚ କମିଟି ଗଠନ କରିବା ସହ ମନରେଗା ଅର୍ଥର ଉଚିତ ଉପଯୋଗର ବୁଝାସୁଝା ପାଇଁ ଏକ ସ୍ଥାୟୀ ଯାଞ୍ଚ ବ୍ୟବସ୍ଥା କରିବାକୁ କେନ୍ଦ୍ର ନିକଟରେ ଦାବି ରଖିଛନ୍ତି ପ୍ରଦୀପ ପୁରୋହିତ । ସ୍ଥାୟୀ ଯାଞ୍ଚ ବ୍ୟବସ୍ଥା ହେଲେ ଭିବଷ୍ୟତରେ ଏଭଳି ଦୁର୍ନୀତି ବା ଯୋଜନାର ଦୂରୋପଯୋଗକୁ ରୋକି ହେବ ବୋଲି କହିଛନ୍ତି ସାଂସଦ । ଏହାସହ ଉପଯୁକ୍ତ ଶ୍ରମିକଙ୍କୁ ସେମାନଙ୍କ ଆବଶ୍ୟକତା ଅନୁଯାୟୀ କାମ ମିଳିପାରିବ । ଗତ ସରକାରରେ ସମ୍ପୂର୍ଣ୍ଣ ବାଟବଣା ହୋଇଥିଲା ମନରେଗା ଯୋଜନା । ମନ୍ଦ ଉଦ୍ଦେଶ୍ୟ ରଖି ବିଜେଡି ସରକାର ଏହି ଯୋଜନାକୁ ନିଜ ସ୍ୱାର୍ଥରକ୍ଷା ଦିଗରେ ଚଳାଇଥିଲା । ଯେଉଁଥିପାଇଁ ମନରେଗା ଯୋଜନାରେ ଶ୍ରମିକମାନେ ନିଜ ଅଞ୍ଚଳରେ କାମ ନ ପାଇ ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ ବାଧ୍ୟ ହେଉଥିଲେ । ଏହି ଯୋଜନାର ମୂଳ ଉଦ୍ଧେଶ୍ୟ ଥିଲା ଗ୍ରାମାଞ୍ଚଳ ଶ୍ରମିକ ମାନଙ୍କୁ ସର୍ବନିମ୍ନ ୧୦୦ ଦିନର ରୋଜଗାର ଯୋଗାଇବା । କିନ୍ତୁ ଏହାର ବାସ୍ତବ ଚିତ୍ର ହେଉଛି, ଶ୍ରମିକଙ୍କ ବଦଳରେ ବଡ଼ ବଡ଼ ମେସିନ ଦ୍ୱାରା କାମ କରାଗଲା । ଯାହା ଫଳରେ ଶ୍ରମିକ ମାନେ ସେମାନଙ୍କ କାମରୁ ବଞ୍ଚିତ ହେଲେ । ଏହି ବଡ଼ ଅନିୟମିତତା କାରଣରୁ ବହୁତ ସଂଖ୍ୟାରେ ଗ୍ରାମୀଣ ଶ୍ରମିକଙ୍କୁ କାମ ମିଳିଲା ନାହିଁ, ଫଳରେ ଅନ୍ୟ ରାଜ୍ୟକୁ ଯାଇ ଦାଦନ ଖଟିବାକୁ ବାଧ୍ୟ ହେଲେ । ଏହି ଦୁର୍ନୀତି ଯୋଗୁଁ କେବଳ ଓଡ଼ିଶାର ଗ୍ରାମାଂଚଳର ଅର୍ଥବ୍ୟବସ୍ଥା ପ୍ରଭାବିତ ହୋଇନାହିଁ ବରଂ ହଜାର ହଜାର ଗରୀବଙ୍କ ଜୀବନ ଯାପନରେ ବିରାଟ ସଙ୍କଟ ଉପୁଜିଲା । ଏତେବଡ଼ ଦୁର୍ନୀତିର ଚେର ପର୍ଯ୍ୟନ୍ତ ପହଁଚିବା ଲାଗି ଉଚ୍ଚସ୍ତରୀୟ ଯାଞ୍ଚ କମିଟି ଗଠନ କରାଯାଉ ବୋଲି କେନ୍ଦ୍ର ସରକାରଙ୍କ ନିକଟରେ ଶ୍ରୀ ପୁରୋହିତ ଅନୁରୋଧ କରିଛନ୍ତି । ଭବିଷ୍ୟତରେ ଯେଭଳି ମନରେଗା ଯୋଜନାର ଅର୍ଥ ହରିଲୁଟ୍ ନ ହେବ, ସେଥିପାଇଁ ସ୍ଥାୟୀ ବ୍ୟବସ୍ଥା କରିବାକୁ ସାଂସଦ ଶ୍ରୀ ପୁରୋହିତ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   18-Jul-2026
  ଜିଲ୍ଲା  
କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ   18-Jul-2026
  ଜିଲ୍ଲା  
ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   18-Jul-2026
  ଜିଲ୍ଲା  
ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   18-Jul-2026
  ଜିଲ୍ଲା  
ବରପାଲି ରେ ପଞ୍ଚାୟତ ସମିତି ବୈଠକ   18-Jul-2026
  ଜିଲ୍ଲା  
*ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   18-Jul-2026
  ଜିଲ୍ଲା  
*ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   18-Jul-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   18-Jul-2026
  ଜିଲ୍ଲା  
ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   18-Jul-2026
  ଜିଲ୍ଲା  
*ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   18-Jul-2026
  ଜିଲ୍ଲା  
ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   18-Jul-2026
  ଜିଲ୍ଲା  
ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   18-Jul-2026

You Might Also Like