-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||     

HOME   ଜିଲ୍ଲା

ଓଡ଼ିଆ ଭାଷାରେ ନାମଫଳକ ଲେଖିବା ପାଇଁ ଜିଲ୍ଲା ଏବଂ ବ୍ଲକ ସ୍ତରରେ ଆୟୋଜିତ ହେଲା ସଚେତନତା ପଦଯାତ୍ରା

04-Apr-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)- ଓଡ଼ିଆ ଆମ ଭାଷା, ଆମ ରାଜ୍ୟ ଭାଷା ଭିତ୍ତିକ ରାଜ୍ୟ, ଓଡ଼ିଆ ଭାଷାକୁ ନେଇ ଆମ ପରିଚୟ । ହେଲେ ସଚେତନତା ଅଭାବ ଓ ନିଜ ଭାଷା ପ୍ରତି ଆଗ୍ରହ ନଥିବାରୁ ଆଜି ବି ଅଧିକାଂଶ ଦୋକାନ ବଜାରରେ ଲାଗିଥିବା ନାମ ଫଳକରେ ଓଡ଼ିଆ ଭାଷାର ବ୍ୟବହାର ହେଉନାହିଁ । ତେବେ ଆମ ଭାଷାର ମର୍ଯ୍ୟାଦା ଓ ସମ୍ମାନ ବୃଦ୍ଧି ପାଇଁ ସାରା ରାଜ୍ୟରେ ଓଡ଼ିଆ ପକ୍ଷ-୨୦୨୫ର ଚତୁର୍ଥ ଦିବସରେ ଓଡ଼ିଆରେ ନାମ ଫଳକ ଅଭିଯାନ ଆୟୋଜିତ ହୋଇଛି ।ଏହି କ୍ରମରେ ଆଜି ଜିଲ୍ଲାର ବିଭିନ୍ନ ସ୍ଥାନରେ ସଚେତନତା ପଦଯାତ୍ରା ଏବଂ କାର୍ଯ୍ୟସ୍ଥଳରେ ଶ୍ରମିକଙ୍କୁ ମିଷ୍ଠାନ୍ନ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜିତ କରି ଉକ୍ତ ଅଭିଯାନର ଶୁଭାରମ୍ଭ ହୋଇଛି । ଜିଲ୍ଲାର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବଜାରରେ ପଦଯାତ୍ରା ମାଧ୍ୟମରେ ଦୋକାନ ବଜାର, ଶିଳ୍ପ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ, ବାଣିଜ୍ୟିକ ପ୍ରତିଷ୍ଠାନ ବା ଜିଲ୍ଲାରେ ପ୍ରତିଷ୍ଠିତ ହୋଇଥିବା କୌଣସି ସଂସ୍ଥା ନିଜର ନାମଫଳକକୁ ଓଡ଼ିଆରେ ଲେଖିବା ପାଇଁ ପ୍ରଶାସନ ପକ୍ଷରୁ ସଂସ୍ଥାର ମାଲିକ, କର୍ତ୍ତୃପକ୍ଷ ତଥା ଜନସାଧାରଣଙ୍କୁ ଓଡ଼ିଆରେ ନାମଫଳକ ଲେଖିବା ପାଇଁ ଉତ୍ସାହିତ କରାଯାଇଛି । ଜିଲ୍ଲା ଶ୍ରମ ବିଭାଗ ଅନୁକ୍ଯଲ୍ୟରେ ଆୟୋଜିତ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସକେତନତା ପଦଯାତ୍ରାର ଶୁଭାରମ୍ଭ କରିଥିବା ବେଳେ ଜିଲ୍ଲା ଶ୍ରମ ବିଭାଗ ଏବଂ ବରଗଡ ପୌର ପରିଷଦର ଅଧିକାରୀ, କର୍ମଚାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026

You Might Also Like