-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   (18-Jul-2026)       ||      ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   (18-Jul-2026)       ||      ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||     

HOME   ଜିଲ୍ଲା

ରେଢ଼ାଖୋଲ ଅଞ୍ଚଳର ବିଭିନ୍ନ ସ୍କୁଲରୁ ଚୋରି ସାମଗ୍ରୀ ବରଗଡରୁ ଉଦ୍ଧାର , ଜଣେ ଗିରଫ

04-Apr-2025



ରେଢ଼ାଖୋଲ ( ଅନିଲ ପୃଷ୍ଟି ) ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅଞ୍ଚଳର ବିଭିନ୍ନ ସ୍କୁଲରୁ ଚୋରି ହୋଇଥିବା ସାମଗ୍ରୀ ବରଗଡ ଅଞ୍ଚଳରୁ ଉଦ୍ଧାର କରି ଜଣେ ଅଭିଯୁକ୍ତକୁ ଗିରଫ କରିଛି ରେଢ଼ାଖୋଲ ପୋଲିସ । ସୂଚନାଯୋଗ୍ୟ ଯେ ରେଢ଼ାଖୋଲ ଓ ଯୁଯୁମୁରା ଅଞ୍ଚଳର ୧୪ ଟି ସ୍କୁଲରୁ ଗତ ନଭେମ୍ବର , ଡିସେମ୍ବର ଓ ଜାନୁଆରୀ ରେ ଦୁର୍ବୁତ ମାନେ ଏଲ‌ଇଡି ସ୍ମାର୍ଟ ଟିଭି , ସାଉଣ୍ଡ ବକ୍ସ  , ଟାବଲେଟ ଚୋରି କରିନେଇଥିଲେ  । ଏନେଇ ପୋଲିସ ତଦନ୍ତ କରି ଚୋରି 
ହୋଇଥିବା ସାମଗ୍ରୀରୁ ୭ ଟି ଟିଭି , ସାଉଣ୍ଡ ବକ୍ସ ସବୁ ବରଗଡ଼ ଅଞ୍ଚଳରୁ ଉଦ୍ଧାର କରି ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଜଣକ ହେଲେ ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ବେହେରା ପାଲି ଗ୍ରାମର ସୁଗମ ଚରଣ ବେହେରା ।‌ ଏବଂ ଏହାର ମାଷ୍ଟର ମାଇଣ୍ଡ ବରଗଡ଼ର ମହେଶ କୁମାର ଶର୍ମାକୁ ପୂର୍ବରୁ ସମ୍ବଲପୁର ପୋଲିସ ଗିରଫ କରିଛି । ଏନେଇ ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତକୁ ଶୁକ୍ରବାର ସକାଳେ କୋର୍ଟ ଚାଲାଣ କରାଯାଇଥିବା ରେଢ଼ାଖୋଲ ପୋଲିସ ଏସ‌ଡିପିଓ ପ୍ରଶାନ୍ତ ମେହେର ଏକ ପ୍ରେସ ବିବୃତିରେ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   18-Jul-2026
  ଜିଲ୍ଲା  
ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   18-Jul-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   18-Jul-2026
  ଜିଲ୍ଲା  
ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   18-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026

You Might Also Like