-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ରାୟଗଡ଼ ଜିଲ୍ଲାରେ ଓଡ଼ିଆରେ ନାମ ଫଳକ ଅଭିଯାନ ସଚେତନତା ପଦଯାତ୍ରା

04-Apr-2025



ରାୟଗଡ(ସୁପ୍ରିୟା ଷଡଙ୍ଗୀ): ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଧେଶ ଅନୁଯାୟୀ ୧ ଏପ୍ରିଲ ୨୦୨୫ ଠାରୁ ୧୪ ଏପ୍ରିଲ ୨୦୨୫ପର୍ୟ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯାଉଛି।
ଏହି ଅବସରରେ ଜିଲ୍ଲା ପ୍ରଶାସନ ଓ ଶ୍ରମ କାର୍ଯ୍ୟାଳୟ ରାୟଗଡ଼ ଙ୍କ ମିଳିତ ସହଯୋଗରେ ଆଜି ଅର୍ଥାତ୍ ୦୪-୦୪-୨୦୨୫ ତାରିଖ ସକାଳ ୭.୩୦ମି ସମୟରେ ରାୟଗଡ଼ ସହର ରେ ଅବସ୍ଥିତ ସମସ୍ତ ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଗୁଡିକରେ ଓଡ଼ିଆ ଭାଷାରେ ନାମ ଫଳକ ପ୍ରଦର୍ଶନ ନିମନ୍ତେ ଏକ ସଚେତନତା ପଦଯାତ୍ରା ଅଭିଯାନ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରୁ ଆରମ୍ଭ ହୋଇ ରାୟଗଡ଼ ସହର ବିଭିନ୍ନ ସ୍ଥାନ ପରିକ୍ରମା କରି ଶ୍ରମ କାର୍ଯ୍ୟାଳୟ ପାଖରେ ଶେଷ ହୋଇଛି। ଅତିରକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ପତାକା ଦେଖାଇ ଶୁଭାରମ୍ଭ କରିଥିଲେ l

ଏଥିରେ ସ୍ଵୟଂଶାସିତ ମହାବିଦ୍ୟାଳୟ ରାୟଗଡ଼, ସେଞ୍ଚୁ ରିୟାନ କଲେଜ, ରାୟଗଡ଼ ସହର ଅନେକ ଶିକ୍ଷାନୁଷ୍ଠାନ ର ଛାତ୍ରଛାତ୍ରୀ ଏବଂ ଜିଲ୍ଳାର ବିଭିନ୍ନ ବିଭାଗର ପଦଧିକାରି ଯଥା ପ୍ରକଳ୍ପ ପ୍ରଶାସକ, ଆଇଟିଡିଏ, ଚନ୍ଦ୍ରକାନ୍ତ ମାଝୀ,ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ, ବସନ୍ତ କୁମାର ପ୍ରଧନ,ନିର୍ବାହୀ ଅଧିକାରୀ ରାୟଗଡ଼ ପୌର ପରିଷଦ, କୁଲଦୀପ କୁମାର,, ଜିଲ୍ଲା ସଂସ୍କୃତି ଅଧିକାରି ସୁଶ୍ରୀ ସୁସ୍ମିତା ବାଉରୀ,ପ୍ରଭାଗୀୟ ଶ୍ରମ ଆୟୁକ୍ତ, ଶ୍ରୀ ଆଉଭାସ ଚନ୍ଦ୍ର ମଣ୍ଡଳ,ମାନବଧିକାର କର୍ମୀ  ଏବଂ ଶକ୍ତି ଅନୁଷ୍ଠାନ ର ସଦସ୍ୟ , ଶ୍ରମ କାର୍ଯ୍ୟାଳୟର ସମସ୍ତ କର୍ମକର୍ତ୍ତା ଏବଂ ଗଣମାଧ୍ୟମ ପ୍ରତିନିଧି ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଏବଂ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like