-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଗୋର୍ଲା ଆଶ୍ରମ ବିଦ୍ୟାଳୟରେ "ଅଭିଭାବକ ଶିକ୍ଷକ ସହଭାଗିତା" ବୈଠକ

05-Apr-2025



ସିନାପାଲି -(ଚିନ୍ତାମଣି  ନେତାମ )
ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗୋର୍ଲା ଆଶ୍ରମ ବିଦ୍ଯାଳୟରେ  "ଅଭିଭାବକ ଶିକ୍ଷକ ସହଭାଗିତା"  ବୈଠକ  ଶୁକ୍ରବାର ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏ ଅବସରରେ  ଗୋର୍ଲା  ଆଶ୍ରମ  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଗଙ୍ଗାରାମ ବାଗଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ସଭାକାର୍ଯ୍ୟରେ ମୁଖ୍ୟ ଅତିଥି ଭାବରେ   ଗୋର୍ଲା  ପଂଚାୟତ ସରପଞ୍ଚ  ଶ୍ରୀମତୀ  ଦମୟନ୍ତୀ ଦଣ୍ଡସେନା ,ମୁଖ୍ୟ ବକ୍ତା ଭାବରେ ସିନାପାଲି ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ  ଶ୍ରୀଯୁକ୍ତ  ସୁନୀଲ କୁମାର ସାମଲ, ବିଶିଷ୍ଟ ଅତିଥି ଭାବରେ   ସି ଆର ସି ସି ପତିଆଳପଡା ଶ୍ରୀଯୁକ୍ତ ଦେବାନନ୍ଦ ବାଗ, ସମ୍ମାନିତ ଅତିଥି ଭାବରେ  ବଏଜଲଗଡ଼  ଉଚ୍ଚ ବିଦ୍ୟାଳୟର ଶିକ୍ଷକ  ଶ୍ରୀ  ରୁଦ୍ରମାଧବ ସା ,  ବିଦ୍ୟାଳୟ ପରିଚାଳନା କମିଟିର ସଭାପତି  ଶ୍ରୀଯୁକ୍ତ  ଯୋଗୀନ୍ଦ୍ର ନାଗ,ଗୋର୍ଲା  ଆଶ୍ରମ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ  ଶ୍ରୀଯୁକ୍ତ ଭୀଷ୍ମ ରାଜ ମେହେର,ଶ୍ରୀ ଦିଲୀପ କୁମାର ପୁରୋହିତ,ଖୈରପଦର ସେବା ଆଶ୍ରମ  ବିଦ୍ୟାଳୟର  ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବିପିନ ବିହାରୀ ମାଳି,ପୂର୍ବତନ ସରପଞ୍ଚ  ଦିଲୀପ ମାଝୀ ମଞ୍ଚାସିନ ଥିଲେ।  ପ୍ରାରମ୍ଭରେ  ସହଶିକ୍ଷକ ଶ୍ରୀଯୁକ୍ତ   ଲଷ୍ମୀକାନ୍ତ ମାଝୀ ସମସ୍ତଙ୍କୁ ସ୍ବାଗତ କରିବା ସହ ପରିଚୟ ପ୍ରଦାନ  କରିଥିଲେ  । ଛାତ୍ର ଛାତ୍ରୀ ଓ  ସହକାରୀ ଶିକ୍ଷକ ଗଣ ଅତିଥି ମାନଙ୍କୁ  ଫୁଲ ଚନ୍ଦନ ଓ  ଓପ ଢୌକନ  ଦେଇ  ସମ୍ମର୍ଦ୍ଧିତ କରିଥିଲେ । ପରେ ଅତିଥିଗଣ ଦ୍ୱାରା ଦେବ ପୂଜନ  ହେଲାପରେ  ସଭାକାର୍ଯ୍ୟ  ଆରମ୍ଭ କରାଯାଇଥିଲା ।ସହ ଶିକ୍ଷକ ଶ୍ରୀଯୁକ୍ତ  ଭୀଷ୍ମ ରାଜ ମେହେରଙ୍କ ନିର୍ଦେଶନାରେ ଛାତ୍ରୀଗଣ  ସୁ ଲଳିତ କଣ୍ଠରେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ।  ଆମେ ଜାଣିବା  ଆମେ ଜିଣିବା କାର୍ଯ୍ୟକ୍ରମ ଉପରେ  ଅତିଥିମାନେ ନିଜର ମତାମତ  ପ୍ରକାଶ କରିଥିଲେ  l  ଛାତ୍ରଛାତ୍ରୀ ମାନଙ୍କ  ଉଦ୍ୟେଶରେ ସରକାର କରିଥିବା  ବିଭିନ୍ନ ଯୋଜନା  ସହଯୋଗ  ସହାୟତା ବିଷୟରେ  ଅଭିଭାବଙ୍କୁ  ଜଣାଇଥିଲେ  l  ଏହି କାର୍ଯ୍ୟକ୍ରମରେ    ଶ୍ରୀ ଲକ୍ଷ୍ମୀକାନ୍ତ  ମାଝୀ   ସଭାକାର୍ଯ୍ୟ ପରିଚାଳନା କରିଥିଲେ ା     ଶେଷରେ ଶିକ୍ଷକ ଶ୍ରୀଯୁକ୍ତ  ପିତାମ୍ବର ମେହେର ଧନ୍ଯବାଦ ଅର୍ପଣ କରିଥିଲେ। ା ଉକ୍ତ କାର୍ଯ୍ୟକ୍ରମରେ ଅଭିଭାବକ, ଅଭିଭାବିକା   ତଥା ଗ୍ରାମର ପ୍ରାୟ ଦୁଇଶହ ଭଦ୍ର ବ୍ୟକ୍ତି ଉପସ୍ଥିତ ହୋଇଥିଲେ । ଶିକ୍ଷକ ଶ୍ରୀଯୁକ୍ତ ଲଷ୍ମୀକାନ୍ତ ମାଝୀ, ପିତାମ୍ବର ମେହେର,  ଭୀଷ୍ମରାଜ ମେହେର,  ସି ସି ଏ ତୁଲାରାମ ମାଝୀ, ସୁଶାନ୍ତ ମାଝୀ, କୁନ୍ତୀ ମାଝୀ ,  ବେଳମତି ମାଝୀ,ମେଟ୍ରୋନ ସନ୍ଧ୍ୟାରାଣୀ ଘିଭେଲା  ପ୍ରମୁଖ କାର୍ଯ୍ୟକ୍ରମ ରେ  ସମ୍ପୂର୍ଣ୍ଣ ସହଯୋଗ କରିଥିଲେ..!


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like