-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ

05-Apr-2025



ଅମ୍ବାଭୋନା (ପ୍ରକାଶ ଚନ୍ଦ୍ର ରଥ )ବୁଧବାର ଦିନ ଅମ୍ବାଭୋନା ବ୍ଳକ୍ ଅନ୍ତର୍ଗତ ଦ୍ବାରୀ ଗ୍ରାମପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦ୍ବାରୀରେ ଶ୍ରୀଯୁକ୍ତ ଧନପତି ଦାଶ ଙ୍କ ସଭାପତିତ୍ବରେ ତଥା ପ୍ରଧାନ ଶିକ୍ଷକ ବଶିଷ୍ଠ ସାହୁ ଓ ପରିଚାଳନା କମିଟି ଚେୟାରମେନ ଶ୍ରୀଯୁକ୍ତ ଦୁର୍ଯୋଧନ ପାଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ମଙ୍ଗଳୁ ମୁଣ୍ଡଚୁଳିଆ ଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଅଛି । ଏହି ସଭାରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ସହ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଲାଲ ମୋହନ ସିଂ ସମ୍ମାନୀତ ଅତିଥି ଭାବେ ଏ ବି ଇ ଓ ଶ୍ରୀଯୁକ୍ତ ମୋହନ ଚରଣ ମହନ୍ତ ,ମିଳନ କୁମାର ପଟେଲ,ଦଡୋଳାମଣି ପ୍ରଧାନ,ସୁରେଶ ପଶାୟତ,ସି ଆର ସି ସି କେଦାର ନାଏକ ,ମୁଖ୍ୟ ବକ୍ତା ଭାବେ ଡ଼ଃ ରାଜକୁମାର ବଘେଲ ଯୋଗଦାନ କରିଥିଲେ । ବଳରାମ ଦରଦ ମେଘ ଅତିଥି ପରିଚୟ ପ୍ରଦାନ କରିଥିଲେ। ଅତିଥି ମାନଙ୍କ ଦ୍ବାରା ଅଗ୍ରପୂଜ୍ୟ ଗଣେଶ ଓ ବୀଣାପାଣି ଙ୍କ ପୂଜାର୍ଚ୍ଚନା କରାଯାଇଥିଲା । ଛାତ୍ରୀ ମାନେ ସ୍ବାଗତ ସଙ୍ଗୀତ ଗାନ କରିଥିଲେ । ଶିକ୍ଷକ ସ୍ବାଧୀନ କୁମାର ସାହୁ ସଭାର ଉଦ୍ଦେଶ୍ୟ ପ୍ରଦାନ କରିଥିଲେ । ଶିକ୍ଷକ ମଙ୍ଗଳୁ ମୁଣ୍ଡଚୁଳିଆ ତା ୦୫/୧୧/୨୦୧୧ ରୁ ତା ୩୧/୦୩/୨୦୨୫ ପର୍ଯ୍ୟନ୍ତ ପନ୍ଦର ବର୍ଷ ଶିକ୍ଷାଦାନ କରି ସମସ୍ତଙ୍କ ର ପ୍ରଶଂସା ପାତ୍ର ହୋଇପାରିଛନ୍ତି। ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ପରିଚାଳନା କମିଟି ସଭ୍ୟ  ସଭ୍ୟା, ଛାତ୍ରଛାତ୍ରୀ, ଗ୍ରାମ ବାସୀ ସମସ୍ତେ ବିଦାୟୀ ଶିକ୍ଷକ ଙ୍କ ଗୁଣଗାନ କରି ଥିଲେ । ବିଦାୟୀ ଶିକ୍ଷକ ମଙ୍ଗଳୁ ମୁଣ୍ଡଚୁଳିଆ ଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ମାନୀତ କରାଯାଇଥିଲା । ଜଣେ କର୍ତ୍ତବ୍ୟ ନିଷ୍ଠ, ଆଦର୍ଶ, ଛାତ୍ରବତ୍ସଳ ଶିକ୍ଷକଙ୍କ ବିଦାୟରେ ଛାତ୍ରଛାତ୍ରୀ, ଗ୍ରାମ ବାସୀଙ୍କ ଆଖି ରୁ ଲୁହ ଝରି ପଡିଥିଲା । ଏହି ଦିବସରେ ଅମ୍ବାଭୋନା ବ୍ଳକର ଅଧିକାଂଶ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦାନ କରିଥିଲେ । ଶେଷରେ ଭୁକ୍ତା କ୍ଳଷ୍ଟର ସି ଆର ସି ସି କେଦାର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like