-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ପଞ୍ଚ ଭୂତରେ ଲୀନ ହେଲେ କୋଟିଏ ହୃଦୟ ର ଗୋଟିଏ ନାୟକ- ଲଳିତ ନାୟକ

19-Jan-2021



ବଲାଙ୍ଗିର, (ପ୍ରେରଣା ଖବର): ବଲାଙ୍ଗିର ମାଟିର ସୁଯୋଗ୍ୟ ସନ୍ତାନ ତଥା ବିଶିଷ୍ଠ ଶ୍ରମିକ ନେତା ଲଳିତ ନାୟକଙ୍କ ପାର୍ଥିବ ଶରୀର ବଲାଙ୍ଗିରରେ ପହଁଞ୍ଚିବା ପରେ ରୁଗୁଡ଼ି ପଡା ଚ୍ଛକ ରେ ପ୍ରାୟ ଦୁଇ ହଜାରରୁ ଅଧିକ ଲୋକ ପହଂଚି ଲଳିତ ନାୟକଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ  l ଅନ୍ୟ ମାନଙ୍କ ମଧ୍ୟରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର, ପୂର୍ବତନ ସାଂସଦ କଲିକେଶ ନାରାୟଣ ସିଂହଦେଓ, ବିଜେଡି ନେତା ଅଜୟ ଦାସ, ବିଜେପି ନେତା  ଅନନ୍ତ ଦାସ, ଗୋପଲଜୀ ପାଣିଗ୍ରାହୀ, କୋଶଳବାଦୀ ନେତା ପ୍ରମୋଦ ମିଶ୍ର, ଯୁବ ନେତା ଆକାଶ ମିଶ୍ର, ଜିଲ୍ଲା ସାମ୍ବାଦିକ ସଂଘ ର ସଭାପତି ହରି ନାରାୟଣ ପୁଝାରୀ,  ଜିଲ୍ଲା ବଣିକ ସଂଘ ସଭାପତି ତ୍ରିପୁରାରୀ ପାଣିଗ୍ରାହୀ, ସାଇଟ୍ ର ପ୍ରତିଷ୍ଠାତା ଶ୍ରୀକର ମିଶ୍ର, ଡି ଆଇ ପି ଆର୍ ଓ ଜୟଦେବ ପାଣିଗ୍ରାହୀ, ଡି ସି ଓ  ବିଜୟ ଶତପଥୀ, ଜେ ଆଇ ଟି ଏମ୍ ର ନିର୍ଦେଶକ ପ୍ରଦୀପ ଷଡଙ୍ଗୀଙ୍କ ସମେତ ବିଭିନ୍ନ ଶ୍ରମିକ  ସଙ୍ଗଠନର  କର୍ମକର୍ତ୍ତା, ବିଭିନ୍ନ ଜାତି ସାମାଜର କର୍ମକର୍ତ୍ତା , ଗଣମାଧ୍ୟମ ପ୍ରତିନିଧି, ବିଙ୍ଗ୍ ହ୍ୟୁମେନ ସଂଗଠନର ସମସ୍ତ ସଭ୍ୟ, ସହରର ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି  ଉପସ୍ଥିତ ରହି ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ lସ୍ଵର୍ଗତ  ଶ୍ରୀ ନାୟକଙ୍କୁ ସମ୍ମାନ ଜଣାଇ  ବଲାଙ୍ଗିର ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା l

  ଶ୍ରୀ ନାୟକଙ୍କ ମର ଶରୀରକୁ ଏକ  ବିରାଟ  ଶୋଭାଯାତ୍ରା ରେ ସହର ପରିକ୍ରମା କରାଯିବା ବେଳେ ସହରର ସ୍ଥାନେ ସ୍ଥାନେ ତାଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା ପରେ ବିଭୂତି ପଡl ଶ୍ମଶାନ ଘାଟରେ ଶତାଧିକ ଲୋକଙ୍କ ଉପସ୍ଥିତିରେ ଅନ୍ତିମ ସଂସ୍କାର କରାଯାଇ ଥିଲା l ଲଳିତ ନାୟକ ଙ୍କ ପୁତୁରା ଜ୍ୟୋତିରଞ୍ଜନ ନାୟକ ମୁଖାଗ୍ନି ଦେଇଥିଲେ l 'ଲଲିତ ଦା ଅମର ରହେ' ସ୍ଲୋଗାନ ରେ ରାସ୍ତା ପ୍ରକମ୍ପିତ ହୋଇଉଠୁଥିଲା l ନିଜର ପ୍ରିୟ ନେତାଙ୍କୁ ଅନ୍ତିମ ଦର୍ଶନ ପାଇଁ  ଦଳମତ ନିର୍ବିଶେଷରେ ଏପିରି ଜନପଟୁଆର  ବୟନ କରୁଥିଲା ଲଳିତ ନାୟକଙ୍କ ଅପୂର୍ବ ଲୋକପ୍ରିୟତା l


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like