-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||     

HOME   ଜିଲ୍ଲା

ବିଧାୟିକ ହେବତ ଏମିତି....... ମହାବିଦ୍ୟାଳୟ ମାନଙ୍କର ଉନ୍ନତିକରଣ ସକାଶେ ଅନୁଦାନ ଦେଲେ ବିଧାୟକ

05-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ମାନ୍ୟବର  ବିଧାୟକ ଶ୍ରୀମାନ ସନତ କୁମାର ଗଡତୀୟା ଙ୍କ ପ୍ରଚେଷ୍ଟାରେ ମହାବିଦ୍ୟାଳୟ ମାନଙ୍କର ଉନ୍ନତି କରଣ ପାଇଁ ବିଜେପୁର ମହାବିଦ୍ୟାଳୟକୁ ୫୦ ଲକ୍ଷ ଓ ବରପାଲି ମହାବିଦ୍ୟାଳୟକୁ ୭୦ ଲକ୍ଷ ଟଙ୍କା ଅନୁଦାନ ରାଶି ପ୍ରଦାନ କରିଛନ୍ତି।ଶିକ୍ଷାର ବିକାଶ ଦିଗରେ ବିଧାୟକଙ୍କ ତତ୍ପରତା ଏ ହେଉଛି ଏକ ଝଲକ ମାତ୍ର।ନିଜ ନିର୍ବାଚନ ମଣ୍ଡଳୀର ସାମଗ୍ରିକ ବିକାଶ ଦିଗରେ ଅନେକ କିଛି କାର୍ଯ୍ୟକ୍ରମ ଆଗକୁ କରିବାର ଅଛି ବୋଲି ମାନ୍ୟବର ବିଧାୟକ ଶ୍ରୀମାନ ଗଡତୀୟା ମତବ୍ୟକ୍ତ କରିଛନ୍ତି।ସେ ବିଧାୟକ ହେବା ପରେ ସଦାବେଳେ ଲୋକଙ୍କ ଦୁଃଖ ସୁଖରେ ଭାଗିଦାର ଦେବା ଦେଖାଇବାକୁ ମିଳୁଛି। ତାଙ୍କ କାର୍ଯ୍ୟକଳାପରେ ସାଧାରଣ ଜନତା ସନ୍ତୁଷ୍ଟ ଥିବା ବେଳେ, ମହାବିଦ୍ୟାଳୟ ମାନଙ୍କର ଉନ୍ନତିକରଣ ପାଇଁ ଅନୁଦାନ ଦେଇଥିବାରୁ ବରପାଲି ବ୍ଲକ ତଥା ବିଜେପୁର ବ୍ଲକ ଅଞ୍ଚଳବାସୀ ବିଧାୟକ ଶ୍ରୀଯୁକ୍ତ ଗଡତୀୟାଙ୍କୁ ଧନ୍ୟବାଦ ଜଣାଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026
  ଜିଲ୍ଲା  
ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   17-Jul-2026
  ଜିଲ୍ଲା  
ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   17-Jul-2026
  ଜିଲ୍ଲା  
କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   17-Jul-2026

You Might Also Like