-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବନଦୁର୍ଗା ମନ୍ଦିର ରେ ମହାଗୋୖରୀ ବେଶ

05-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ପଦ୍ମପୁର ବଡ଼ବନ୍ଧ ସ୍ଥିତ ବନଦୁର୍ଗା ମନ୍ଦିର ଠାରେ ଚୈତ୍ର ବାସନ୍ତିକ ଦୁର୍ଗାପୂଜା ର ଅଷ୍ଟମୀ ଦିନରେ ମହାଗୋୖରୀ ରୂପରେ ଧରାପୃଷ୍ଟ ରେ ଅବତରଣ କରି ଭକ୍ତ ବତ୍ସଳ ଙ୍କୁ ଦର୍ଶନ ଦେଇଥିଲେ,  ଶ୍ରୀ ମନୋରଞ୍ଜନ ସାହୁ  ଓ ତାଙ୍କ ଧର୍ମପତ୍ନୀ ଶ୍ରୀମତୀ ଦିବ୍ୟାଭାରତି ସାହୁ କର୍ତ୍ତା ଦାୟିତ୍ୱ ତୁଲାଇଥିବାବେଳେ  ମୁଖ୍ୟ ପଣ୍ଡିତ ରଘୁନାଥ ତ୍ରିପାଠୀ ଙ୍କ ତତ୍ୱାଧନରେ ଦେବୀ ମହାଗୋୖରୀ ଙ୍କ ପୂଜାର୍ଚନା କରାଜାଇଥିଲା ।ସକାଳ ୭ ଘ.ସମୟରେ ପାର୍ଶ୍ୱ ଦେବାଦେବି ଓ ସୂର୍ଯଦେବତା ଙ୍କୁ ଆବାହନ କରି ସାରିବା ପରେ ମା'ଙ୍କ ପୂଜାର୍ଚନା ଆରମ୍ଭ ହୋଇଥିଲା,
 ଚଣ୍ଡିପାଠକ ଗିରିଶ ଚନ୍ଦ୍ର ହୋତା,ଅଶୋକ ପଣ୍ଡା,ଦେବେନ୍ଦ୍ର ତ୍ରିପାଠୀ, ରାଜେଶ ନନ୍ଦ,ବନଦୁର୍ଗା ମନ୍ଦିର ପୂଜକ ପ୍ରଶାନ୍ତ କୁମାର ପଣ୍ଡା (ସୁରୁ), ଲକ୍ଷ୍ମୀ ମନ୍ଦିର ପୂଜକ ଉଦୟ ନନ୍ଦ ଙ୍କ ମନ୍ତ୍ର ଉଚ୍ଚାରଣ ସହିତ ଶଙ୍ଖ ଘଣ୍ଟ,ବାଦ୍ୟ ରେ ଭକ୍ତ ବତ୍ସଲଙ୍କ ଭକ୍ତି ରେ ବନ ଦୁର୍ଗା ମନ୍ଦିର କମ୍ପି ଉଠୁଥିଲା । ଗୌରାଙ୍ଗ ବାରିକ ସମେତ ମନ୍ଦିର ସଭାପତି ଡ଼. ପ୍ରଭାତ ନାରାୟଣ ତ୍ରିପାଠୀ,  ସମ୍ପାଦକ ଗୋପାଳ ଚନ୍ଦ୍ର ଭୋଇ, କୋଷାଧକ୍ଷ୍ୟ ଅନିଲ କୁମାର ବେହେରା, ମନ୍ଦିର କର୍ମକର୍ତା ସୁଶାନ୍ତ ପଧାନ, ଗଜାନନ ଶର୍ମା,ପ୍ରତାପ ମିଶ୍ର, ଗଜାନନ ଅଗ୍ରୱାଲ, ଉମେଶ ଚନ୍ଦ୍ର ସାହୁ,ବିଷ୍ଣୁ ଥପା, ନାରାୟଣ ଭୋଇ, ବୁଧୁ ସାହୁ, ସରୋଜ ଯୋଶୀ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମକୁ ସଫଳତା ପୂର୍ବକ ସହଯୋଗ କରିଥିଲେ । ପ୍ରତ୍ୟେକ ଦିନ ଟ. ୭୦.୦୦ ଙ୍କା ବିନିମୟରେ ଅନ୍ନଭୋଗ ଓ   ସନ୍ଧ୍ୟା ୭.30 ମି.ସମୟରେ ସନ୍ଧ୍ୟା  ମହା ଆଳତି  ଦିଆଯିବାର  ବ୍ୟବସ୍ଥା ହୋଇଛି ବୋଲି କମିଟି ସୂତ୍ର ରୁ ସୂଚନା ପ୍ରଦାନ କରାଯାଇଛି । ଆସନ୍ତା କାଲି ତା.୦୬.୦୪.୨୦୨୫ ରବିବାର  ନବମୀ ପୂଜା ଓ ୦୭.୦୪.୨୦୨୫ ସୋମବାର ଦିନ ସକାଳ ୯.୦ ଘଣ୍ଟା ସମୟରେ  ନବ ଦିନାତ୍ମକ ବାସନ୍ତିକ ଦୁର୍ଗାପୂଜା ର ପୂର୍ଣ୍ଣାହୁତି ପଡିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like