-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ମା ଜଗତଜନନୀ ଙ୍କ ନବଦିନ ଯାତ୍ରା :ପରମ୍ପରା ପାଳୁଛନ୍ତି ସିଂ ପରିବାର

05-Apr-2025



ଉମରକୋଟ-(ମିହିର ଶଙ୍କର ପାତ୍ର)
 ଉମରକୋଟ ପ୍ରସିଦ୍ଧ ମା ଜଗତଜନନୀ ଙ୍କ ନବଦିନ ଯାତ୍ରା ରେ ପରମ୍ପରା ପାଳୁଛନ୍ତି ସିଂ ପରିବାର ,
କାଳୀଙ୍କ ବେଶ ରେ କରୁଛନ୍ତି ସହର ପରିକ୍ରମା। କିମ୍ବଦନ୍ତୀ ଅନୁସାରେ ଦୀର୍ଘ ବର୍ଷ ତଳେ ଯେଉଁ ସମୟରେ କି ଉମରକୋଟ ସହର ରେ ମା ଠାକୁରାଣୀ ଙ୍କ ଯାତ୍ରା ପାଳିତ ହେଉନଥିଲା ସେହି ସମୟରେ ସ୍ଵର୍ଗତ ରାଜେନ୍ଦ୍ର ପ୍ରସାଦ ସିଂ (ରାଜି ବାବୁ )ଙ୍କ ପିତା ସ୍ଵର୍ଗତ ଭରତ ସିଂ ଭୟଙ୍କର ବସନ୍ତ ରୋଗ ରେ ଆକାନ୍ତ ହେଲେ ଏପରି ଅବସ୍ଥା ହେଲା ଯେ ତାଙ୍କୁ କଦଳୀ ପତ୍ରରେ ଶୁଆଇ ଦିଆଗଲା । ଏହା ଦେଖି ସ୍ଵର୍ଗତ ରାଜି ବାବୁଙ୍କ ମାତା ସ୍ଵର୍ଗତ ପଦ୍ମବତୀ ମା ଠାକୁରାଣୀ ଙ୍କୁ ପୁଅର ଶୁଭ ମନାସି ମାନସିକ କଲେ ପୁଅ ସୁସ୍ଥ ହେଲେ ସେ ଉମରକୋଟରେ ଠାକୁରାଣୀ ଙ୍କ ଯାତ୍ରା ପାଳନ କରିବା ସାଥେ ସାଥେ ମା କାଳୀ ଭେଷ ମଣ୍ଡପ ରେ ବାହାର କରିବେ। ତାଙ୍କରି କଥାରେ ମା ଠାକୁରାଣୀ ସନ୍ତୁଷ୍ଟ ହୋଇ ତାଙ୍କ ପୁଅ ଭରତ ସିଂ ଙ୍କୁ ବସନ୍ତ ରୋଗ ରୁ ମୁକ୍ତ କଲେ ସେହି ବର୍ଷ ଠାରୁ ନିଜେ ଭରତ ସିଂ କୋଟପାଡ଼ ଯାଇ ମା ଠାକୁରାଣୀ ମନ୍ଦିରରୁ ଆଜ୍ଞାମାଳ ଆଣି ଘଟହାଣ୍ଡି ସ୍ଥାପନ କରିବା ସହ ପୂଜା କଲେ। ଯେଉଁ ଘଟହାଣ୍ଡି ପରଦେଶୀଣି ମା ନାମରେ ଆଜି ପର୍ଯ୍ୟନ୍ତ ପୂଜା ପାଉଛନ୍ତି। ସେହି ଦିନ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତି ବର୍ଷ ଯାତ୍ରା ଆରମ୍ଭର ଶୁକ୍ରବାର ଠାରୁ ସୋମବାର ପର୍ଯ୍ୟନ୍ତ ମା ଙ୍କ ମଣ୍ଡପରେ ୪ ଟି ରୂପ ରେ ଶୁକ୍ରବାର ଦିନ ଜୁଳି ଜୁଲିଆ ହାଣ୍ଡି, ଶନିବାର ଶୂନ୍ୟ ହାଣ୍ଡି, ରବିବାର କାଣ୍ଡ ଗଳା, ସୋମବାର ପ୍ରଭା ( କାଳୀ )ତାଙ୍କ ପରିବାର ମା ଙ୍କ ବେଶ ଧାରଣା କରି ମା ଙ୍କୁ ଭେଟ ହୁଅନ୍ତି ପୁନଃରୂପୀ ରବିବାର ଦିନ ରାଜି ବାବୁ ଙ୍କ ଜାମାତା ତ୍ରିନାଥ ପରିଛା ଙ୍କ ଘରୁ ମା କାଳୀ ଙ୍କ ବେଶ ବାହାର କରି ସହର ପରିକ୍ରମା କରନ୍ତି  ଏହି ପରମ୍ପରା ଆଜି ପର୍ଯ୍ୟନ୍ତ ବଜାୟରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like