-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||     

HOME   ଜିଲ୍ଲା

*ସୋନପୁର ପି ଏମ ଶ୍ରୀ ମହାରାଜା ହାଇସ୍କୁଲ୍ ରେ ବାର୍ଷିକ ଉତ୍ସବ ପାଳନ*-

05-Apr-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )  ପି. ଏମ୍.ଶ୍ରୀ 
ମହାରାଜା ହାଇସ୍କୁଲ ସୋନପୁର ଠାରେ ବାର୍ଷିକ ଉତ୍ସବ ୨୦୨୫ ପାଳିତ ହୋଇଯାଇଛି । ଏଥିରେ ସମ୍ମାନିତ ଅତିଥି ଭାବରେ ସୁବର୍ଣ୍ଣପୁର  ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଯୋଗଦେଇ ଛାତ୍ରମାନଙ୍କୁ ସମାଜ ରେ ପ୍ରତିଷ୍ଠା ଲାଭ ଓ ଭଲ ମଣିଷ ହେବାକୁ ପରାମର୍ଶ କରିଥିଲେ  l ସେହିପରି ସୋନପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଲକ୍ଷ୍ମଣ ମିଶ୍ର  ଏବଂ ପଞ୍ଚ ସଖା ଶିକ୍ଷା ସେତୁ ର ସଭାପତି ଶ୍ରୀ ଗୋରେଖ ନାଥ ସାହୁ  ଯୋଗଦେଇ ଛାତ୍ରମାନଙ୍କୁ ବହୁମୂଲ୍ୟ ଉପଦେଶ ଦେଇଥିଲେ। ଆଦର୍ଶ କ୍ଲଷ୍ଟର୍ ର ସି ଆର୍ ସି ସି ଶ୍ରୀ ବ୍ରତାନନ୍ଦ ଭୋଇ  ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପିଲାମାନଙ୍କୁ ଉତ୍ସାହିତ କରିଥିଲେ l
  ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀ ଆଶିଷ ରଞ୍ଜନ ରଥ ଙ୍କ ଅଧ୍ୟକ୍ଷତା ରେ ସଭାକାର୍ଯ୍ୟ ପରିଚାଳନା କରା ଯାଇଥିଲା l 
l ଅତିଥି ଙ୍କ ଦ୍ଵାରା କୃତୀ ଛାତ୍ର ମାନଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ଶ୍ରେଷ୍ଠ ଶିକ୍ଷକ ଶିକ୍ଷୟତ୍ରୀ ଭାବେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଙ୍କୁ ସମ୍ବର୍ଦ୍ଧିତ କରା ଯାଇଥିଲା l ଛାତ୍ର ମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯକ୍ରମ ପରିବେଷଣ କରାଯାଇଥିଲା l  ଶିକ୍ଷୟିତ୍ରୀ ଶ୍ରୀମତୀ ଜୋଲିତା ମିଶ୍ର ଓ ଶ୍ରୀମତୀ ଅନୁଲିତା ମିଶ୍ର  ଙ୍କ ତତ୍ତ୍ଵl ବଧାନ ରେ  ଶ୍ରୀମତୀ ଜୟନ୍ତୀ କୁମାରୀ ମେହେର ଓ  ସସ୍ମିତା ପାତ୍ର ମଞ୍ଚ ପରିଚାଳନା କରିଥିଲେ l ପରିଶେଷରେ ଶ୍ରୀମତୀ ସୁଶ୍ରୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ 
 ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026

You Might Also Like